ଡ୍ରାଇଭରର ଛୁରାମାଡ଼ରେ ପ୍ରେମୀଯୁଗଳଙ୍କ ମୃତ୍ୟୁ
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ ତୁନମୁରା ପଞ୍ଚାୟତ କାଶୀପଡାରେ ଡବଲ ମର୍ଡର। ତ୍ରିକୋଣୀୟ ପ୍ରେମରୁ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଥିବା ଜଣାଯାଇଛି।ଡ୍ରାଇଭରର ଛୁରାମାଡ଼ରେ ଯୁବକ ଓ ଯୁବତୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣ। ରୁମାବାହାଲ…