Category: ଅପରାଧ

ଭିଜିଲାନ୍ସ ଜାଲରେ ଖଡିଆଳ ବ୍ଲକ୍ ସୁନାରୀସିକୁଆଁ ଜିଆରଏସ

ନୂଆପଡା: ଭିଜିଲାନ୍ସ ଜାଲରେ ଖଡିଆଳ ବ୍ଲକ୍ ସୁନାରୀସିକୁଆଁ ଜିଆରଏସ l ଜମି ମରାମତି ବିଲ ପାଇଁ ହିତାଧିକାରୀଙ୍କଠାରୁ ଲାଞ୍ଚ ନେବାବେଳେ ମାଡିବସିଲା କୋରାପୁଟ ଭିଜିଲାନ୍ସ ଟିମ୍ । ଜିଆରଏସଙ୍କ ସହ ତାଙ୍କ ସାଙ୍ଗରେ ଥିବା ପିଅନକୁ ବି ଅଟକ ରଖି ତଦନ୍ତ…

ଡିଲ୍ ବେଳେ ମାଡି ବସିଲା ଏସଟିଏଫ୍, ବଜ୍ରକାପ୍ତା ଉଦ୍ଧାର, ୨ ଗିରଫ

ଜୟପୁର: ଏସଟିଏଫ୍ ଜାଲରେ ଦୁଇ ବନ୍ୟଜନ୍ତୁ ଚୋରା ଚାଲାଣକରୀ । କୋରାପୁଟ ଜିଲ୍ଲା ପୋଲିସ ଓ ଜୟପୁର ବନବିଭାଗ ସହାୟତରେ ଏସଟିଏଫ୍ ଜୟପୁର-ବୈପାରିଗୁଡା ବାଇପାସ ରୋଡରେ ଚଢାଉ କରି ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି । ରାସ୍ତା କଡରେ ଡିଲ…

ଦାଦାର ଛୁରାମାଡରେ ପୁତୁରା ଗୁରୁତର, ଅଭିଯୁକ୍ତ ଅଟକ

ପୁରୀ : ପୁରୀ ଜିଲ୍ଲା ବଳିଆପଣ୍ଡା ଥାନା ନାଲି ପଡିଆରେ ଅଭାବନୀୟ ଘଟଣା ଘଟିଛି । ନୃଶଂସ ଦାଦାର ଛୁରା ମାଡ଼ରେ ପୁତୁରା ଗୁରୁତର ଆହତ ହୋଇଛି। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ପୁରୀ ଓ ପରେ କଟକ ସ୍ଥାନାନ୍ତରିତ କରାଯାଇଛି।…

ପୁରୀରେ ପୂଜକଙ୍କୁ ସଂଘବଦ୍ଧ ଆକ୍ରମଣ, ଆହତ ଅବସ୍ଥାରେ ଚିକିତ୍ସାଳୟରେ ଭର୍ତ୍ତି

ପୁରୀ: ପୁରୀ ମାର୍କଣ୍ଡେଶ୍ୱର ସାହି ସ୍ଥିତ ରେବେସା ମଠର ପୂଜକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ମଠର ଜଣେ ବାବାଜୀ ଏହି ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି । ଆହତ ପୂଜକ ହେଉଛନ୍ତି ଲକ୍ଷ୍ମୀଧର ଦାସ।ସେ ୩୦ ବର୍ଷ ହେବ ପରିବାର ସହ ମଠରେ…

ପୁରୀରେ ଡକାୟତି ଯୋଜନା ପଣ୍ଡ, ୫ଜଣ ଗିରଫ

ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୫ଜଣଙ୍କୁ ଗିରଫ କଲା ବାସେଳୀ ସାହି ଥାନା ପୋଲିସ । ଗିରଫ ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ମାମଲା ରହିଛି । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି…

ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ମାମଲା : ୩ ଅଭିଯୁକ୍ତ ଗିରଫ

ରାଉରକେଲା : ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ପଡିଲା ମହଙ୍ଗା । ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏମାନେ ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ଟ୍ରକ ଡ୍ରାଇଭରଙ୍କ ଠାରୁ ବଟି ଆଦାୟ କରୁଥିବା ଅଭିଯୋଗ ରହିଛି…

ନଦୀ ପଠାରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଠାବ: ହତ୍ୟା ସନ୍ଦେହ

ବରଗଡ଼ : ବରଗଡ ଜିଲ୍ଲା ଭଟଲି ଥାନା ଅଞ୍ଚଳରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଭଡ଼ିଗାଁ ଜୀରା ବ୍ରିଜ୍ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି । ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ । ବ୍ରିଜ ଉପରୁ…

ସିସି ଟିଭିରେ ବ୍ଲାକ ଜ୍ୟାକେଟ ପିନ୍ଧା ଛିନତାଇ ଗ୍ୟାଙ୍ଗ : ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ସାମ୍ନାକୁ ଆସିଲା ସୁନା ଚେନ ଲୁଟ ବେଳର ସିସି ଟିଭି ଭିଡିଓ । କଳା ଜ୍ୟାକେଟ ପିନ୍ଧି ସ୍ପିଡି ବାଇକରେ ଆସି ସୁନା ଚେନ ଲୁଟି ନେଉଛନ୍ତି । ଏମାନେ ମୁଖ୍ୟତଃ ମହିଳା ମାନଙ୍କୁ ଟାର୍ଗେଟ କରି ଏଭଳି…

ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଠକେଇ, ଇଓଡବ୍ଲୁ ହାତରେ ଆଉ ଏକ ଅଭିଯୁକ୍ତ

ଭୁବନେଶ୍ଵର: ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ହାତରେ ସମବାୟ ବ୍ୟାଙ୍କରୁ ଋଣ ଠକେଇ ମାମଲାର ଅନ୍ୟ ଜଣେ ଅଭିଯୁକ୍ତ । ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଆଣି ଠକେଇ କରିଥିବା ଅଭିଯୋଗରେ ଏମଡି. ସରଫରାଜ ଜେଭେଦକୁ ଗିରଫ କରିଛି…

ବନ୍ଧୁକ ମୁନରେ ବ୍ୟବସାୟୀଙ୍କଠାରୁ ଲୁଟିନେଲେ ଟଙ୍କା ଓ ସୁନାଗହଣା

କଟକ : କଟକ କନ୍ଦରପୁର ନିକଟ ମତ୍ତଗଜପୁର ଠାରେ ଅଘଟଣ । ଡକାୟତି ପାଇଁ ଗୁଳିମାଡ ହୋଇଛି । ଫାଙ୍କା ଗୁଳି ଚାଳନା କରି ଦୁର୍ବୃତ୍ତମାନେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା ଗହଣା ଓ ୨୫…