Category: ଅପରାଧ

ଫାଶୀ ଲଗାଇ ବି.ଟେକ ଛାତ୍ରଙ୍କ ଆତ୍ମହତ୍ୟା

ରାଉରକେଲା: ଏନଆଇଟି-ରାଉରକେଲା ଦ୍ୱିତୀୟ ବର୍ଷର ବି.ଟେକ୍ ଛାତ୍ର ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସୋମବାର ଏମ୍ଏସ୍ ସ୍ୱାମୀନାଥନ୍ ହଲ୍ ଅଫ୍ ରେସିଡେନ୍ସରେ ଥିବା ହଷ୍ଟେଲ ରୁମରୁ ଛାତ୍ରଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ହେଲେ ତ୍ରିପୁରାର ଦେବମଳୟ…

ଛିନତାଇ ଗ୍ୟାଙ୍ଗର ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ଵର: କମିଶନରେଟ୍ ପୋଲିସ କବଜାରେ ଛିନତାଇ ଗ୍ୟାଙ୍ଗ । ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ । ସେମାନଙ୍କ ନିକଟରୁ ୩୦ଟି ସୁନା ଚେନ, ୩ଟି ବାଇକ ଜବତ କରିଛି କମିଶନରେଟ ପୋଲିସ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ଡିସିପି ପ୍ରତୀକ…

ଭୁବନେଶ୍ବର ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ, ଜଣେ ଅଟକ

ଭୁବନେଶ୍ବର: ଭୁବନେଶ୍ବର ରେଳଷ୍ଟେସନରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ ହୋଇଛି । ଏସବୁ ଟ୍ରେନରେ ସିକନ୍ଦରାବାଦକୁ ପଠାଯାଉଥିଲା । ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ପ୍ୟାକେଟକୁ ଜବତ କରିଛି । ସୂଚନା ଅନୁଯାୟୀ…

ରକ୍ତ ଅଦଳବଦଳ ଘଟଣାରେ କାର୍ଯ୍ୟାନୁଷ୍ଠାନ, ୪ କର୍ମଚାରୀ ନିଲମ୍ବିତ

କଟକ: କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହି ଘଟଣାର ତଦନ୍ତ ଦାୟିତ୍ବରେ ଥିବା ୪ଜଣ ଟେକ୍ନିସିଆନକୁ ନିଲମ୍ବିତ କରିଛନ୍ତି ରେଡକ୍ରସ ରକ୍ତ ଭଣ୍ଡାର ନିର୍ଦ୍ଦେଶକ । ଏହି ୪ ଜଣ…

NRI କୋଟାରେ ଆଡମିଶନ ଠକେଇ, ୨ ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ୱର: NRI କୋଟାରେ ଚାଲୁଥିବା ବଡ଼ ଜାଲିଆତି ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ନାମୀ ଦାମୀ ବିଶ୍ୱବିଦ୍ୟାଳୟରେ ନାମ ଲେଖା ଆଳରେ ଠକୁଥିବା ଏକ ଠକେଇ ଗୃପର ପର୍ଦ୍ଦାଫାସ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଯୁବପିଢିଙ୍କୁ MBBS…

ନବ ବିବାହିତାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଆଠଗଡ଼ : ଆଠଗଡ଼ ଥାନା ଅନ୍ତର୍ଗତ ଜେନାପଦାରେ ନବ ବିବାହିତା ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ଘଟଣା ସ୍ଥଳରେ ଆଠଗଡ଼ ପୋଲିସ୍ ପହଞ୍ଚି ହତ୍ୟା ନା ଆତ୍ମହତ୍ୟା ତାହାକୁ ନେଇ ତତନ୍ତ ଜାରୀ ଜାରି ରହିଛି ।…

ମହିଳାଙ୍କ ଠାରୁ ଚୋର ଝାମ୍ପି ନେଲା ୩ ଲକ୍ଷ ଟଙ୍କା

ପୁରୀ: ଚୋର ଝାମ୍ପି ନେଲେ ୩ ଲକ୍ଷ ଟଙ୍କା। ମହିଳାଙ୍କ ଠାରୁ ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେଲେ ଲୁଟେରା । ପୁରୀ ତାଳବଣିଆ ଥାନା ଅଧୀନ ମଧୁବନ ନିକଟରେ ଜଣେ ମହିଳାଙ୍କ ଠାରୁ ୩ ଲକ୍ଷ ଟଙ୍କା ଲୁଟି ନେଲେ…

ଗୋରୁ ବୋଝେଇ ଗାଡି ଜାଳିଦେଲେ ଉତ୍ତ୍ୟକ୍ତ ଲୋକ

ଜଳେଶ୍ୱର : ଥମୁନି ବେଆଇନ ଗୋଚାଲାଣ । ଚୋରା ଚାଲାଣ ବେଳେ ଦୁଇଟି ପିକଅପ ଭ୍ୟାନରେ ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଜଳେଶ୍ବର କମର୍ଦ୍ଦା-ବାଲିଆପାଳ ମୁଖ୍ୟ ରାସ୍ତାର ତାରିଣୀ ଛକ ନିକଟରେ ।…

କଟକ ଚୌଦ୍ବାରରେ ମମର୍ନ୍ତୁଦ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

ଚୌଦ୍ବାର : ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗୁଳି ଛକ ପେଟ୍ରୋଲ ପମ୍ପ ନିକଟରେ ଅଭାବନୀୟ ଘଟଣା ଘଟିଛି । ଟ୍ରକ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଏବଂ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର…

ସୁବର୍ଣ୍ଣପୁରରୁ ୪୧ ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ , ଜଣେ ଗିରଫ

ଭୁବନେଶ୍ୱର: ଭଡା ଘରେ ଛପା ଯାଉଥିଲା ଜାଲ ନୋଟ୍ । ଧରିଲା ଏସଟିଏଫ୍ । ସୁବର୍ଣ୍ଣପୁରରୁ ଜବତ ହୋଇଛି ୪୧ ଲକ୍ଷ ଟଙ୍କାର ଜାଲ୍‌ ନୋଟ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅଞ୍ଚଳରେ ଏସଟିଏଫ୍ ଚଢାଉ କରି ୪୧ ଲକ୍ଷ…