ବନ୍ଦ କୋଠରୀରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର
କଟକ: ୭ ଜନ୍ମର ସାଥୀ ହେବେ ବୋଲି ପ୍ରତିଶ୍ରୁତି ଦେଇ ବିବହ ବନ୍ଧନରେ ଆବଦ୍ଧ ହୋଇଥିଲେ । କଥା ରଖିଲେ । ଏକାଠି ଜିଇଁଲେ, ଏକାଠି ମୃତ୍ୟୁକୁ ଆଦରି ନେଲେ । କିନ୍ତୁ ୭ ଜନ୍ମ ପାଇଁ ନୁହେଁ, ୭ ମାସ…
କଟକ: ୭ ଜନ୍ମର ସାଥୀ ହେବେ ବୋଲି ପ୍ରତିଶ୍ରୁତି ଦେଇ ବିବହ ବନ୍ଧନରେ ଆବଦ୍ଧ ହୋଇଥିଲେ । କଥା ରଖିଲେ । ଏକାଠି ଜିଇଁଲେ, ଏକାଠି ମୃତ୍ୟୁକୁ ଆଦରି ନେଲେ । କିନ୍ତୁ ୭ ଜନ୍ମ ପାଇଁ ନୁହେଁ, ୭ ମାସ…
ପୁରୀ: କୁମ୍ଭାରପଡା ପୋଲିସକୁ ବଡ଼ ସଫଳତା। କୁମ୍ଭାରପଡା ଥାନା ଓ ତାଳବଣିଆ ଥାନା ଦ୍ୱାରା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବ୍ରାଉ ସୁଗାର ଜବତ କରାଯାଇଛି। ଏହି ଘଟଣାରେ ୪ ଜଣ ବେପାରୀଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କଠାରୁ ୧୭…
ଅନୁଗୁଳ: ତାଳଚେର ସାଉଥବଲଣ୍ଡାର ଏକ କ୍ୱାଟରରେ ବିଳମ୍ବିତ ରାତିରେ ବଡ ଧରଣର ଚୋରି ହୋଇଛି। କ୍ବାଟରର କବାଟ ଭାଙ୍ଗି ୪ ଲକ୍ଷ ଟଙ୍କା, ୭୧ ଭରି ସୁନା, ୨୧ ଭରି ରୁପା ଚୋରି କରି ନେଇ ଯାଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁସାରେ…
କଟକ: ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ ଉଦ୍ୟମ। ବିରୋଧ କରିବାରୁ ଗାଡ଼ିରୁ ଠେଲି ହତ୍ୟା ଉଦ୍ୟମ ଅଭିଯୋଗ। ଘଟଣା ଘଟିଛି କଟକ ଚୌଦ୍ବାର ଥାନା ଅଞ୍ଚଳରେ। ଯୁବତୀ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ଏସସିବିରେ ଭର୍ତ୍ତି କରାଯାଇଛି। ତାଙ୍କ…
ଖୋର୍ଦ୍ଧା : ଖୋର୍ଦ୍ଧା ରାମଚଣ୍ଡୀ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ଜଣେ ଯୁବତୀ ମୃତ୍ୟୁ ବରଣ କରିଛନ୍ତି । ସଦର ଥାନା ଅଧିନ ରାମଚଣ୍ଡୀ ଗ୍ରାମର କାଳୁ ଚରଣ ବଳିଆରସିଂଙ୍କ ଝିଅ ସଂଘମିତ୍ରା ବଳିଆରସିଂ ରୋଷେଇ ଘରେ ରୋଷେଇ କରୁଥିବା ସମୟରେ…
ଭଦ୍ରକ: ଭଦ୍ରକ ବ୍ଲକ ଅଧିନସ୍ଥ ଗେଲପୁର ଠାରେ ଥିବା ଏକ ମାନସିକ ଭିନ୍ନକ୍ଷମ ସ୍କୁଲର ଜଣେ ଛାତ୍ରଙ୍କୁ ମାଡ ମରାଯାଇଥିବା ଅଭିଯୋଗ ହୋଇଛି | ପାଠ ପଢ଼ୁଥିବା ଛାତ୍ର ଜଣଙ୍କ ଜଣେ 11 ବର୍ଷର ଭିନ୍ନକ୍ଷମ ଶିଶୁ | ତାଙ୍କୁ ମାଡ଼…
ପାରାଦୀପ:ପାରଦୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଦୁର୍ଘଟଣା । କୋଇଲା ବୋଝେଇ ଟ୍ରେନ ଧକ୍କା ଦେଲା ବୋଲେରୋକୁ । ପ୍ରାୟ ୩୦ମିଟର ଘୋଷାଡ଼ି ହୋଇଗଲା ବୋଲେରୋ । ଆଜି ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଥିବା ଏମସିଏଚପି କ୍ୟାଣ୍ଟିନ ପାଖରେ ଏହି ଦୁର୍ଘଟଣା ଘଟିଛି ।…
ସୁନ୍ଦରଗଡ: ହାଇୱା ଧକ୍କାରେ ଦୁଇ କିନ୍ନର ମୃତ। ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ୧୪୩ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତିରେ ଦୁଇ କିନ୍ନର ରଥ କିଷାନ ଓ ରାଜା…
ଭଦ୍ରକ: ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତାହା ପୁଣି ତାଙ୍କ ସରକାରୀ କ୍ବାର୍ଟର୍ସରୁ । ମୃତ କନେଷ୍ଟବଳ କେନ୍ଦୁଝରର ତୋଫାନ କୁମାର ପାତ୍ର ବୋଲି…
ଭୁବନେଶ୍ବର: କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଉର୍ଦ୍ଧ୍ବ ଠକେଇ ମାମଲା । ୩ ଜଣଙ୍କ ନାଁରେ ଲୁକ ଆଉଟ ସର୍କୁଲାର୍ ଜାରି କରିଛି ଇଓଡବ୍ଲୁ । ଅଭିଯୁକ୍ତ ମାନେ ହେଲେ ରାଜସ୍ଥାନ ହନୁମାନଗଡର କ୍ରିଷ୍ଣା କୁମାର, ଗଙ୍ଗାନଗରର ଅନିଲ…