୫ ଗିରଫ, କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ
ଭୁବନେଶ୍ୱର: ଭୁବନେଶ୍ୱର ନନ୍ଦନ ବିହାର ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ସେମାନଙ୍କ ନିକଟରୁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ କରାଥିବା ସହ ସୁନା ଅଳଙ୍କାର ମଧ୍ୟ ଜବତ ହେବା ନେଇ ଡିସିପି…
ଭୁବନେଶ୍ୱର: ଭୁବନେଶ୍ୱର ନନ୍ଦନ ବିହାର ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ସେମାନଙ୍କ ନିକଟରୁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ କରାଥିବା ସହ ସୁନା ଅଳଙ୍କାର ମଧ୍ୟ ଜବତ ହେବା ନେଇ ଡିସିପି…
ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଭିଡିଓ ଭାଇରାଲ ଘଟଣାରେ ଫିରିଙ୍ଗିଆ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ଓ ଦୁଇ ହୋମଗାର୍ଡଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ନାହାକ ଓ ହୋମଗାର୍ଡ ପ୍ରଶାନ୍ତ କୁମାର…
ଭୁବନେଶ୍ୱର: ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ତେବେ ଏହାପୂର୍ବରୁ ବାବାଙ୍କ ୪ଟି ଦାମୀ କାର୍ ଓ ୨ରୁ ଊର୍ଦ୍ଧ୍ୱ ବିଳାସମୟ…
ଭୁବନେଶ୍ୱର: ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍ ୱେବ୍ସାଇଟ୍ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ ଗ୍ୟାଙ୍ଗକୁ ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ଧରିଛି। ଏଥିସହ…
ବଲାଙ୍ଗିର: ହସପିଟାଲ ନୁହେଁ, ଘରେ ଅଛନ୍ତି ମହିଳା ଏସଆଇ । ବିଷ ପିଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ମହିଳା ପୋଲିସ ଏସଆଇ କାଜଲ ବାଗ ଘରକୁ ପଳାଇଛନ୍ତି । ସେ ତାଙ୍କ ପୈତୃକ ଘରେ ଅଛନ୍ତି । ଭବାନୀ ପାଟଣାସ୍ଥିତ ତାଙ୍କ…
ଆଠମଲ୍ଲିକ: ଥମୁନି ଲଜ୍ଜ୍ୟା । ଆଠମଲ୍ଲିକ ଠାକୁରଗଡ ଥାନା ବନ୍ଦଗାଁ ଗାଁରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ସସ୍ମିତା ନାୟକ ବୋଲି ଜଣାପଡିଛି । ସସ୍ମିତା…
କନ୍ଧମାଳ : କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଖାରିଗୁଡ଼ା ଗାଁରେ ମକା ଫସଲ ଗୋରୁ ଖାଇଦେଲା ବୋଲି ଗାଈ ଚରାଳିଙ୍କୁ ଜମି ମାଲିକ ଗୁଳି କରି ହତ୍ୟା କରିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବ୍ରାହ୍ମଣୀ ଗାଁର ମାଦି ପଡ୍ରା।…
ବାଲେଶ୍ୱର: ବାଲେଶ୍ୱର ସଦର ଥାନା ସାରଗାଁରେ ଟାଟା ପାୱାରରେ ସେକ୍ସନ କମର୍ସିଆଲ ଅଫିସର ଭାବେ କାର୍ଯ୍ୟ କରୁଥିବା ଅରୁଣ କୁମାର ଜେନାଙ୍କୁ ପୁଲିସ ଗିରଫ କରିଛି। ସେ ଡୁପ୍ଲିକେଟ୍ ବିଲ୍ ଦେଇ ଗ୍ରାହକଙ୍କ ଠାରୁ ୧୫ ଲକ୍ଷ ଟଙ୍କା ଆଦାୟ କରି…
ଗତ ଜୁଲାଇ ମାସରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଆଜି ନିଲମ୍ବନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ (ଡିଜିପି)। ଏହି ନିଲମ୍ବନ ଆଦେଶ ଜୁଲାଇ ୨୨ ତାରିଖରୁ ପିଛିଲା…
କଟକ: ହାଇକୋର୍ଟରେ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଜାମିନ ଆବେଦନର ଶୁଣାଣି ଶେଷ । ରାୟ ସଂରକ୍ଷିତ। କୋର୍ଟରେ ଦାଖଲ ହେଲା କେସ ଡାଏରୀ ଓ ସିଆରପିସି ୧୬୪ ଆଧାରରେ ଵୟାନ ରେକର୍ଡ। କଣ୍ଠଶିଳ୍ପୀ ସୌରୀନଙ୍କ ନାଁରେ ବାନ୍ଧବୀଙ୍କ ସହ ଅସଦାଚରଣ ଓ…