Category: ଅପରାଧ

ବିଷ ପିଇଦେଲେ ମହିଳା ପୋଲିସ ଏସଆଇ; ଡାକ୍ତରଖାନାରେ ଭର୍ତ୍ତି

ବଲାଙ୍ଗିର:ବିଷ ପିଇଦେଲେ ପୋଲିସ ଏସଆଇ । ଅବସ୍ଥା ଗୁରୁତର ହୋଇପଡିବାରୁ ତାଙ୍କୁ ପ୍ରଥମେ ସଇଁତଳା ହସପିଟାଲ ଏବଂ ପରେ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ପୋଲିସ ଏସଆଇ ହେଉଛନ୍ତି କାଜଲ ବାଗ । ସଇଁତଳା ଗୋପବନ୍ଧୁନଗର ଭଡା…

ନବୀନ ନିବାସ ସମ୍ମୁଖରେ ପରିବାରର ୬ ସଦସ୍ୟଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର: ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାର ସଦସ୍ୟଙ୍କ ଆତ୍ମାହୁତି ଉଦ୍ୟମ । ପୁଅର ହତ୍ୟାକାରୀକୁ ପୋଲିସ ଗିରଫ କରିନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମହୁତି ଉଦ୍ୟମ କରିଛନ୍ତି ।…

ଶିକ୍ଷକ-ସିଆରସିସିଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ

ଚାନ୍ଦବାଲି: ଚାନ୍ଦବାଲି ବ୍ଲକ ମାଣିପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ରାସ୍ତା ମଝିରେ ସିଆରସିସି ଓ ପ୍ରଧାନ ଶିକ୍ଷକଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ଦେଖିବାକୁ ମିଳିଛି । ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି । ସ୍କୁଲରେ…

ମୁନିଗୁଡାରେ ଲାଲ ଆତଙ୍କ; ପୋଷ୍ଟର ଓ ବ୍ୟାନର ମାରି ୩ ବିଜେଡି ନେତା ଓ ମନ୍ତ୍ରୀଙ୍କୁ ଦେଲେ ଖୋଲା ଧମକ

ମୁନିଗୁଡା: ରାୟଗଡା ଜିଲ୍ଲା ମୁନିଗୁଡା ଥାନା ରାମନାକୁପୁଲି ଛକରେ ମାଓ ବ୍ୟାନର ଓ ପୋଷ୍ଟର ଠାବ ହୋଇଛି । ସିପିଆଇ ମାଓବାଦୀ ବାଘୁନା ଡିଭିଜିନାଲ କମିଟି ତରଫରୁ ଏହି ପୋଷ୍ଟର ଲଗାଯାଇଥିବା ସୂଚନା ମିଳିଛି । କାଶିପୁର ବ୍ଲକର ସୁଙ୍ଗର ପଞ୍ଚାୟତରେ…

ଭିଜିଲାନ୍ସ ପଞ୍ଝାରେ ରାୟଗଡା ଡିଏଫଓ , ଘର ସମେତ ୭ଟି ସ୍ଥାନରେ ରେଡ୍

ରାୟଗଡା: ଭିଜିଲାନ୍ସ ଜାଲରେ ରାୟଗଡା ଡିଏଫଓ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଡିଏଫଓ ବିଜୟ କୁମାର ପରିଡାଙ୍କ ଘରେ ଚଢାଉ କରାଯାଉଛି । ଭୁବନେଶ୍ବର ଓ ରାୟଗଡା ସମେତ ଏକକାଳୀନ ୭ଟି ସ୍ଥାନରେ ରେଡ ଚାଲିଛି । ଏହି…

ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ମହିଳା କମିଶନ

ଭୁବନେଶ୍ବର: ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗରେ ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ମହିଳା କମିଶନ। ୧୫ ଦିନ ଭିତରେ ତଦନ୍ତ କରି ରିପୋର୍ଟ ଦେବାକୁ ପୁଲିସ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ମହିଳା କମିଶନ ଅଧକ୍ଷା ମିନତି…

ଗିରଫ ହେ‌ଲେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଓ ଖେଳ ଶିକ୍ଷକ ଅନୁପମ ରାୟ

କଟକ: ମାହାଙ୍ଗା ଦଶମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆଜି ୨ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ଅଡିଓ ଓ ଚିଠି ଭାଇରାଲ୍‌ ହେବାର ସପ୍ତାହେ ପରେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଓ ଖେଳ ଶିକ୍ଷକ ଅନୁପମ…

ଜାତୀୟ ମାନବାଧିକାର କମିଶନରେ ଲିଖିତ ଅଭିଯୋଗ କଲେ ମାନବାଧିକାର କର୍ମୀ

ଭୁବନେଶ୍ୱର/କଟକ: ମହିଳା ହୋମଗାର୍ଡ ଆତ୍ମହତ୍ୟା ଉଦ୍ୟମ ମାମଲାରେ ଜାତୀୟ ମାନବାଧିକାର କମିଶନରେ ଲିଖିତ ଅଭିଯୋଗ କଲେ ମାନବାଧିକାର କର୍ମୀ ଜୟନ୍ତ ଦାସ। ଡିଆଇଜି ଓ ତାଙ୍କ ପତ୍ନୀଙ୍କ ପ୍ରତି ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିବେଦନ କରିଛନ୍ତି ସେ। ଏହାଛଡ଼ା ପୀଡ଼ିତା ହୋମଗାର୍ଡଙ୍କୁ…

ରାଉରକେଲା NITରୁ ୪ ନକଲି ପରୀକ୍ଷାର୍ଥୀ ଗିରଫ

ରାଉରକେଲା : ରାଉରକେଲାରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ । ଜାତୀୟ ବୈଷୟିକ ପ୍ରତିଷ୍ଠାନ -ଏନ୍ଆଇଟି ଟେକ୍ନିକାଲ ଆସିଷ୍ଟାଣ୍ଟ ନିଯୁକ୍ତି ପରୀକ୍ଷାରେ ଧରାପଡିଲେ ଜାଲ ପରୀକ୍ଷାର୍ଥୀ। ଏହି ଚାରି ଅଭିଯୁକ୍ତ ହେଉଛନ୍ତି- ପୁନିତ ସିଂହ, ଗୌରବ ଚୌହାନ, ମନିଷ କୁମାର ଏବଂ ସୁନୀଲ।…

ରୁଟି ପୋଡ଼ିଯିବାରୁ ତାୱାରେ ବୋହୂକୁ ଚେଙ୍କ, ଶାଶୁ ଓ ସ୍ବାମୀ ଗିରଫ

କାମାକ୍ଷାନଗର: ବୋହୂକୁ ଗରମ ତାୱା ଚେଙ୍କ । ରୁଟି ପୋଡ଼ିଯିବାରୁ ତାୱାରେ ବୋହୂକୁ ଚେଙ୍କ ଦେଇ ଗିରଫ ହେଲେ ଶାଶୁ ଓ ସ୍ବାମୀ । ଭୂବନ ଥାନା ଲତାବିଲ ଅଞ୍ଚଳର ଭାଗିରଥୀ ବେହେରାଙ୍କ ଝିଅ ରଶ୍ମିତା ବେହେରା ଜଗତସିଂହପୁର ଖାରବେଳର ଦିଗବିଜୟଙ୍କୁ…