Category: ଅପରାଧ

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଉତ୍ତେଜନା, ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ

ଭୁବନେଶ୍ୱର: ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଉତ୍ତେଜନା । ପୁଣି ଅଶାନ୍ତି ହୋଇଛି ମାର୍କେଟ ବିଲ୍ଡିଂ । ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ହେଲେ ମୁହାଁମୁହିଁ । ଜବରଦସ୍ତ ଦୋକାନ ଖୋଲିଥିବାରୁ ଉଠା ଦୋକାନୀଙ୍କୁ ସେଣ୍ଟ୍ରାଲ ମାର୍କେଟ ଆସୋସିଏସନର କଡ଼ା ବିରୋଧ…

ତମାଣ୍ଡୋ ପୋଲିସ ଜାଲରେ ବ୍ରାଉନ ସୁଗାର ରାକେଟ

ଭୁବନେଶ୍ବର : ତମାଣ୍ଡୋ ପୋଲିସ ଜାଲରେ ବ୍ରାଉନ ସୁଗାର ରାକେଟ । ଗତକାଲି ଏକ ବିଶେଷ ସୂତ୍ରରୁ ଖବର ପାଇ କଳିଙ୍ଗ ବିହାର ନିକଟସ୍ଥ ନୀଳକଣଠେଶ୍ଵର ମନ୍ଦିର ନିକଟରୁ ପୋଲିସ ହଠାତ୍ ଅଭିଯୁକ୍ତ କୁ ମାଡ଼ି ବସିଥିଲା । ଅଭିଯୁକ୍ତ ଜଣକ…

ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲ୍ଲା ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବରିଷ୍ଠ କିରାଣି ମନୋଜ କୁମାର ଭଞ୍ଜ। ଜଣେ ଠିକା ନର୍ସିଂ ଅଫିସରଙ୍କଠାରୁ ସେ ୮ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଥିଲେ। ଉକ୍ତ କର୍ମଚାରୀଙ୍କ…

ଘରୁ ଲୁଟିନେଲେ ୧୭ ଲକ୍ଷର ଟଙ୍କାସୁନା

ଘରେ କେହି ନଥିଲେ। ଏହାର ସୁଯୋଗ ନେଇ ଘରେ ପଶି କଳାକନା ବୁଲାଇଦେଲେ ଡକାୟତ। ଟଙ୍କା ଓ ସୁନାକୁ ମିଶାଇ୧୭ ଲକ୍ଷ ଟଙ୍କା ଚୋରି ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ…

ପୁଅକୁ ଲୁହା ରଡରେ ଚେଙ୍କ ଦେଲା ବାପା

ଅନୁଗୁଳ : ସାବତ ମାଆ ସିଖାଇଦେଲା ତାପରେ ବାପା ଦେଇଦେଲା ଚେଙ୍କ । କିଛି ଶୁଣିଲେନି କଣ ହେଇଛି ବି ବୁଝିଲେନି ସାବତ ମାଆର ପ୍ରରୋଚନାରେ ପଡି ବାପା ଦେଲା ପୁଅକୁ ଚେଙ୍କ । ହଁ ଆଜ୍ଞା ସ୍କୁଲ ଗଲା ନାହିଁ…

ପେଟ ଭିତରେ କଟା ଆଙ୍ଗୁଠି ରଖିଦେଲେ ଡାକ୍ତର

ସମ୍ବଲପୁର: ଚିକିତ୍ସାରେ ସାଂଘାତିକ ତ୍ରୁଟି ଅଭିଯୋଗ । ପେଟ ଭିତରେ କଟା ଆଙ୍ଗୁଠି ରଖିଦେଲେ ଡାକ୍ତର । ଏଭଳି ଭୁଲ୍ ଚିକିତ୍ସା ନେଇ ବଡ଼ ଅଭିଯୋଗ ଆସିଛି ସମ୍ବଲପୁରରୁ । ସମ୍ବଲପୁର ହୀରାକୁଦ କଲୋନୀର ସନତ ମହାନ୍ତି ଏଭଳି ସାଂଘାତିକ ଅଭିଯୋଗ…

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୪ ଦୁର୍ବୃତ୍ତ

ଭୁବନେଶ୍ବର: ଅଶାନ୍ତ ରାଜଧାନୀ। ଦିନ ଦି’ ପହରରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୪ ଦୁର୍ବୃତ୍ତ। ରାଜଧାନୀ ଭୁବନେଶ୍ୱର ଛାତି ଉପରେ ଘଟିଛି ଏପରି ରକ୍ତ ରଞ୍ଜିତ ଘଟଣା। ଆକ୍ରମଣ କାରଣ ଜଣାପଡ଼ିନଥିବା ବେଳେ ଚୋରି ସାମଗ୍ରୀ ଭାଗବଣ୍ଟାକୁ ନେଇ…

୩ ସାଇବର ଠକ ଗିରଫ

ଭୁବନେଶ୍ବର: ଶିକ୍ଷିତ ବେକାରୀ ଯୁବକଙ୍କୁ ଚାକିରି ଲୋଭ ଦେଖାଇ ସାଇବର ଠକମାନେ ଶିକାର କରୁଛନ୍ତି। ଯୁବକମାନଙ୍କୁ ନିଜ ଜାଲରେ ପକାଇ ହଜାର ହଜାର ଟଙ୍କା ଠକି ନେଇ ଚମ୍ପଟ ମାରୁଛନ୍ତି। ଠକାମୀର ଶିକାର ହୋଇ ଯୁବକମାନେ ଥାନାର ଦ୍ବାରସ୍ଥ ହେଲା ପରେ…

୪ ଦିନର ଛୁଆକୁ ଅଢ଼େଇ ଲକ୍ଷରେ ବିକି ଦେଇଥିଲେ ; ୮ ଦିନ ପରେ ଛତିଶଗଡ଼ରୁ ଉଦ୍ଧାର

ଅଢ଼େଇ ଲକ୍ଷ ଟଙ୍କାରେ ୪ ଦିନର ଶିଶୁପୁତ୍ରକୁ ବାପାମା’ ବିକ୍ରି କରି ଦେଇଥିଲେ। ବିକ୍ରି କରାଯିବାର ୮ଦିନ ପରେ ଛତିଶଗଡରୁ ଶିଶୁଟିକୁ ଉଦ୍ଧାର କରିଛି ପୁଲିସ। ଘଟଣାଟି ଘଟିଛି ବଲାଙ୍ଗିର ଜିଲ୍ଲାରେ। ଅଗଷ୍ଟ ୩ ତାରିଖରେ ଟିଟିଲାଗଡ଼ ସହର ଝଙ୍କରପଡ଼ାର ସନ୍ତୋଷ…

ନିଜେ ଝୁଲିପଡିଥିଲେ ଶୁଭଲକ୍ଷ୍ମୀ, ସ୍ପଷ୍ଟ କଲେ ଡିସିପି ପ୍ରତୀକ ସିଂ

ଭୁବନେଶ୍ୱର: ଶୁଭଲକ୍ଷ୍ମୀ ଡେଥ୍ ମିଷ୍ଟ୍ରିରୁ ଏଯାଏ ହଟିନି ପରଦା । ସେ ଆତ୍ମହତ୍ୟା କରିଥିବା ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡ଼ିଛି । ଏହି ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ । ସେ କହିଛନ୍ତି, ଏହି ମାମଲାରେ ସବୁ ଦିଗରୁ ତଦନ୍ତ…