Category: ଅପରାଧ

ମିଳିଲା ନିଖୋଜ ନବଜାତ ଶିଶୁ, ମିଳୁନି ମା’ ର ପତ୍ତା

ପାରାଦୀପ: ନବଜାତ ପୁତ୍ରସନ୍ତାନକୁ ବିକ୍ରି ଅଭିଯୋଗ ଘଟଣା।ଭାଇଜାଗରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର। ଉଦ୍ଧାର ପରେ ଶିଶୁଟିକୁ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ନିଜେ…

କଲେଜ ଅଧ୍ୟକ୍ଷଙ୍କୁ ଅଫିସ୍‌ ଭିତରେ ପଶି ନିସ୍ତୁକ ମାଡ଼

ଖୋର୍ଦ୍ଧା : କଲେଜ ଅଧ୍ୟକ୍ଷଙ୍କୁ ତାଙ୍କ କାର୍ଯ୍ୟାଳୟର କୋଠରୀ ମଧ୍ୟରେ ନିସ୍ତୁକ ମାଡ଼ ଅଭିଯୋଗ । ମାଡ଼ ମାରିଛନ୍ତି କଲେଜର ପରିଚଳନା କମିଟି ସଭାପତି ଏବଂ ଅଧ୍ୟାପକ…

କାର୍ଯ୍ୟରେ ଅବହେଳା କାରଣରୁ ସସପେଣ୍ଡ ହେଲେ ୩ ପୋଲିସ

ନୟାଗଡ଼: ନୟାଗଡ଼ ସଦର ଥାନାର ୩ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ଏସପି। ଡ୍ୟୁଟିରେ ଖିଲାପ ନେଇ ୩ ଜଣଙ୍କୁ ସସପେଣ୍ଡ କରିଥିବା ସୂଚନା।ଏସଆଇ ହସିନା ପ୍ରଧାନ, ଏଏସଆଇ…

ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ: ଡିସିପି

ଭୁବନେଶ୍ୱର: ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ନାରକୀୟ କାଣ୍ଡ । ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ…

ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌

ନୟାଗଡ଼: ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌। ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ଘରେ ରେଡ୍‌ କରିଛି ଭିଜିଲାନ୍ସ। ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

ରାଜଧାନୀରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରେ ଲଜ୍ଜା । ଅଢେଇ ବର୍ଷର ନାବାଳିକା ଝିଅଙ୍କୁ ଦୁଷ୍କର୍ମ । ଦୁଷ୍କର୍ମ କରି ଫରାର ହେଲା ଅଭିଯୁକ୍ତ । କାବୁ କଲା କମିସନରେଟ୍ ପୋଲିସ୍…

ହତ୍ୟା ପରେ କଟା ମୁଣ୍ଡ ଧରି ଗାଁରେ ବୁଲିଲା ନାତି

ବଣେଇ : ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡର କେ ବଲାଙ୍ଗ ଥାନା ପୁରୁଣା ପାଣି ଗାଁରେ ଘଟି ଯାଇଛି ବୀଭତ୍ସ ହତ୍ୟାକାଣ୍ଡ ଅଜାକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନାତି…

ମୃତ ସ୍ତ୍ରୀକୁ ଡାକ୍ତରଖାନାରେ ଛାଡ଼ି ସ୍ବାମୀ ଫେରାର

ସୁବର୍ଣ୍ଣପୁର: ମୃତ ସ୍ତ୍ରୀକୁ ଡାକ୍ତରଖାନାରେ ଛାଡ଼ି ସ୍ବାମୀ ଫେରାର। ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଥାନା ପିପିଲିପାଲି ଗାଁର ସୁଦାମ ବାଗ ଗତକାଲି ରାତିରେ ଏଭଳି ଘଟଣା ଘଟିଛି। ଗତକାଲି…