ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ
ଚାନ୍ଦବାଲି : ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଭାଟପଡା ପଂଚାୟତ ଭଉଁରୀ ଗାଁରେ ଯୌତୁକକୁ ନେଇ ବଧୂହତ୍ୟା ଅଭିଯୋଗ ହୋଇଛି । ମୃତ ଯୁବତୀଙ୍କ ନା ରୁକ୍ମଣୀ ନାୟକ ବୋଲି ଜଣାପଡିଛି। ଅଭିଯୋଗ ମୁତାବକ…
ଚାନ୍ଦବାଲି : ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଭାଟପଡା ପଂଚାୟତ ଭଉଁରୀ ଗାଁରେ ଯୌତୁକକୁ ନେଇ ବଧୂହତ୍ୟା ଅଭିଯୋଗ ହୋଇଛି । ମୃତ ଯୁବତୀଙ୍କ ନା ରୁକ୍ମଣୀ ନାୟକ ବୋଲି ଜଣାପଡିଛି। ଅଭିଯୋଗ ମୁତାବକ…
ଟିଟିଲାଗଡ଼ : ଟିଟିଲାଗଡ଼ରେ ପୁଣି ଚାଞ୍ଚଲ୍ୟ। ୫ଦିନର ଶିଶୁ ପୁତ୍ରକୁ ବିକିଲା ବାପା । ୨.୫ ଲକ୍ଷ ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ବାପା ହେଲେ ଟିଟିଲାଗଡ ଝାଙ୍କରପଡାର ସନ୍ତୋଷ ପଟେଲ। ସୂଚନା ଅନୁସାରେ ସନ୍ତୋଷ ଓ ପୁଷ୍ପା…
ଆନନ୍ଦପୁର: ଏପଟେ ଟମାଟୋ ଦର ଗ୍ରାହକଙ୍କୁ କନ୍ଦାଉଥିବା ବେଳେ ସେପଟେ ଟମାଟୋ ପାଇଁ ମହାଭାରତ । ଟମାଟୋ କିଣାକୁ ନେଇ ପରିବା ଦୋକାନୀଙ୍କ ଛୁରା ମାଡରେ ଜଣେ ଆହତ, ଅନ୍ୟ ଜଣେ ଗୁରତର । ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘଷିପୁରା…
ଖୋର୍ଦ୍ଧା: ଖୋର୍ଦ୍ଧା ଭ୍ରାମ୍ୟମାଣ ଅବକାରୀ ଟିମ୍ ପକ୍ଷରୁ ଚଢ଼ଉ କରାଯାଇ ଶୁକ୍ରବାର ସକାଳୁ ଖୋର୍ଦ୍ଧା ପୌରାଂଚଳର ଠେଙ୍ଗାହାଟ ଛକ ନିକଟରୁ ଜଣେ ମହିଳାଙ୍କ ଠାରୁ ୧୧୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଗିରଫ ହୋଇଥିବା ମହିଳା ଜଣକ ଠେଙ୍ଗାହାଟ ନିକଟବର୍ତୀ ସ୍ବପ୍ନେଶ୍ବର…
ଭୁବନେଶ୍ୱର: ଏକ ମାମଲାର ରଫାଦଫା କରିବାକୁ ୮ ହଜାର ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଦଶମନ୍ତପୁର ଥାନା ଅଧିକାରୀ ଚନ୍ଦ୍ରଭାନୁ ମହାନ୍ତିଙ୍କୁ ଆଜି ପୁଲିସ ଡିଜି ନିଲମ୍ବନ କରିଛନ୍ତି | ଭିଜିଲାନ୍ସ ଦ୍ୱାରା ଗିରଫ ହେବା ପରେ ଆଜି…
କଟକ: କମିଶନରେଟ ପୁଲିସ ସ୍ୱତନ୍ତ୍ର ଟିମ ପଞ୍ଝାରେ ଧରାପଡ଼ିଲେ ୫ ପେଷାଦାର ବନ୍ଧୁକ ବେପାରୀ। ସେମାନଙ୍କ ଠାରୁ ଜବତ ହୋଇଛି ୫ ବନ୍ଧୁକ ସାଙ୍ଗକୁ ୫୦ ରାଉଣ୍ଡ ଜୀବନ୍ତ ଗୁଳି। ଏହି କାରବାରରେ ବ୍ୟବହାର ହେଉଥିବା ଗୋଟିଏ କାର, ୨ଟି ବାଇକକୁ…
ଯୁବତୀଙ୍କୁ ନିର୍ଯାତନା ମାମଲାରେ ସିଙ୍ଗର ସୌରିନ ଭଟ୍ଟଙ୍କୁ ଅନ୍ତରୀଣ ସୁରକ୍ଷା। ସୁରକ୍ଷା ପ୍ରଦାନ କରିଛନ୍ତି ଓଡ଼ିଶା ହାଇକୋର୍ଟ। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଗିରଫ ହେବେ ନାହିଁ ସୌରିନ। ଯୁବତୀଙ୍କ ଅଭିଯୋଗ ପରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ବଲିଉଡ ସିଙ୍ଗର।…
ଭୁବନେଶ୍ୱର: ୫ ଲକ୍ଷ ୫୪ ହଜାର ଟଙ୍କା ସହ ଧରାପଡ଼ିଲେ ଅବସରପ୍ରାପ୍ତ ସରକାରୀ ଅଧିକାରୀ । ବସରେ ଭୁବନେଶ୍ୱର ଆସୁଥିବା ବେଳେ ଚନ୍ଦ୍ରଗିରିରେ ଧରିଲା ଭିଜିଲାନ୍ସ । ଏତେ ଟଙ୍କା ନେଇ କୁଆଡେ ଯାଉଥିଲେ ? ସେ ନେଉ ଖୋଳତାଡ ଚଲାଇି…
ହାତୀକୁ ନିଆଁହୁଳାରେ ମାଡ଼ ଘଟଣାରେ ଦୁଇ ଜଣ ଅସ୍ଥାୟୀ ବନ କର୍ମଚାରୀଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ସେମାନେ ହେଉଛନ୍ତି ଦୀପକ ମୁଣ୍ଡା ଓ ବାପି ମାଝୀ। ବନ ବିଭାଗର ଦୁଧିଆଣି ରେଞ୍ଜ ଅଧିକାରୀ ପ୍ରଦୀପ ପୃଷ୍ଟି ଏହି ସୂଚନା ଦେଇଛନ୍ତି। ମୟୁରଭଞ୍ଜ…
ଟାଙ୍ଗି: ଓଡିଶା ପ୍ରସିଦ୍ଧ ତନ୍ତ୍ର ପୀଠ ମା ଉଗ୍ରତାରାଙ୍କ ମନ୍ଦିର ରୁ ଚୋରି। ଗତ କାଲି ରାତିରେ ହୋଇଛି ଚୋରୀ। ଦୁର୍ବୃତ୍ତମାନେ ଗତ କାଲି ରାତିରେ ମନ୍ଦିରରେ ପଶି ମା’ଙ୍କର ବିଭିନ୍ନ ସୁନା ରୁପା ଅଳଙ୍କାର ଲୁଟି ନେଇଛନ୍ତି। ମନ୍ଦିର ଭିତରେ…