ହେମନ୍ତ ଦାସକୁ ପୁଣି ବାନ୍ଧିଲା ବାଦାମବାଡ଼ି ପୁଲିସ
ପୁଣି ବାଦାମବାଡ଼ି ପୁଲିସ ଦ୍ଵାରା ଗିରଫ ହୋଇଛି କୁଖ୍ୟାତ ଲୁଟେରା ହେମନ୍ତ ଦାସ। ବାଦାମବାଡି ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରୁ ଚୋରି କରିବା ଅଭିଯୋଗରେ ପୁଲିସ ତାକୁ ଗିରଫ କରିଛି। ହେମନ୍ତ ନାଁରେ କେବଳ ରାଜ୍ୟରେ ୧୦୦ରୁ ଅଧିକ ମାମଲା…
ପୁଣି ବାଦାମବାଡ଼ି ପୁଲିସ ଦ୍ଵାରା ଗିରଫ ହୋଇଛି କୁଖ୍ୟାତ ଲୁଟେରା ହେମନ୍ତ ଦାସ। ବାଦାମବାଡି ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରୁ ଚୋରି କରିବା ଅଭିଯୋଗରେ ପୁଲିସ ତାକୁ ଗିରଫ କରିଛି। ହେମନ୍ତ ନାଁରେ କେବଳ ରାଜ୍ୟରେ ୧୦୦ରୁ ଅଧିକ ମାମଲା…
ଆଠମଲ୍ଲିକ: ନାବାଳକ ସଞ୍ଜିତକୁ ନରବଳି ଅଭିଯୋଗରେ ୪ଜଣଙ୍କୁ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ୍ କିଆକଟା ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଥିବାର ଖବର ମିଳିଛି। ଟୁସର ଗାଁର ରୀତାଞ୍ଜଳି ବାଘ ଓ ତାଙ୍କ ୩ ପୁଅକୁ ଅଟକ ରଖିଛି ପୁଲିସ। ସୂଚନା…
ପିପିଲି: ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଜୟପୁରଶାସନ ଗ୍ରାମର ମେଳଣ ପଡ଼ିଆ ଠାରେ ଶନିବାର ରାତିରେ ପୁଲିସ ଭ୍ୟାନ୍କୁ କେତେକ ମହିଳା ଓ ପୁରୁଷ ମାନେ ଏକ ଘଣ୍ଟାରୁ ଅଧିକ ସମୟ କାଳ ଅଟକାଇ ରଖିଥିଲେ। ପିପିଲି ଥାନା ଅଧିକାରୀ ଦୀପକ କୁମାର…
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାରେ ପୁଣି ଫୁଟିଲା ଗୁଳି । ଗୁଳିମାଡ଼ରେ ଗୁରୁତର ହୋଇପଡ଼ିଛନ୍ତି ଜଣେ ଯୁବକ । ମାର୍ଶାଘାଇ ଥାନା ମଙ୍ଗଳା ଛକରେ ଆଜି ଏହି ଗୁଳିମାଡ଼ ହୋଇଛି । ଗୁଳିମାଡ଼ର ଶିକାର ଯୁବକଙ୍କ ନାଁ ଶକ୍ତି ଚନ୍ଦନ ମହାନ୍ତି…
ଭଦ୍ରକ: ଭଦ୍ରକ ଦୋଳସାହିରେ ଅଘଟଣ । ମାଛ ଧରୁଥିବା ବେଳେ ନଦୀରେ ଭାସି ଯାଇଛନ୍ତି ୨ ସାଙ୍ଗ । ଜଣଙ୍କର ମୃତଦେହ ମିଳିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଆଜି ୨…
କରଞ୍ଜିଆ: ରକ୍ତ ରଞ୍ଜିତ ଶିମିଳିପାଳ ଅଭୟାରଣ୍ୟ ହେବ ଶିକାରୀ ମୁକ୍ତ। ସେଥିପାଇଁ ଚାଲିଛି ସର୍ଚ୍ଚ ଅପରେଶନ। ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଥିବା ଗାଁରେ ପୁଲିସ୍ ଚଢ଼ଉ କରି ଶିକାର ଉଦ୍ଦେଶ୍ୟରେ ବ୍ୟବହାର ହେଉଥିବା ୯ ବନ୍ଧୁକ ଜବତ କରିଛି। ଏନେଇ ସୂଚନା…
ତନ୍ତ୍ର ସାଧନା ପାଇଁ ଜଣେ ବାବାଙ୍କ ଜୀବନ ନେଲେ ଅନ୍ୟ ଜଣେ ବାବା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ୍ୟ। ଜଣେ ବାବାଙ୍କ କାଠଫାଳିଆ ମାଡ଼ରେ ଜଣେ ବାବାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।…
ଗଞ୍ଜାମ: ସମ୍ପତ୍ତି ପାଇଁ ତୁଚ୍ଛ ହେଲା ରକ୍ତ ସମ୍ପର୍କ। ଭାଇକୁ ଶାବଳରେ ପିଟି ଜଣେ ଯୁବକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗୀ ପଞ୍ଚାୟକ ବାସୁଦେବପୁର ଗାଁରେ। ମୃତ ଯୁବକ ଜଣକ…
ଯାଜପୁର : ନିଲମ୍ବିତ ହେଲେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଅଧିକାରୀ ରମାକାନ୍ତ ମଲିକ। ଯୁବତୀଙ୍କୁ ବ୍ଲାକମେଲ କରି ଅଡ଼ୁଆରେ ପଡ଼ିଥିଲେ ଅଧିକାରୀ। ଯୁବତୀଙ୍କ ସହ ତାଙ୍କର ଅଶ୍ଳୀଳ ବାର୍ତ୍ତାଳପର ଅଡିଓ ଭାଇରାଲ ପରେ ଚର୍ଚ୍ଚାକୁ ଆସିଥିଲେ ରମାକାନ୍ତ। କଟକ ସେଣ୍ଟ୍ରାଲ ରେଞ୍ଜ…
ଭୁବନେଶ୍ୱର: OSSC ଜେଇ ସିଭିଲ ମେନ୍ ପରକ୍ଷାର ପ୍ରଶ୍ନପତ୍ର ଲିକ୍ ମାମଲାରେ ୫୫ ଜଣ ଛାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ପ୍ରଶ୍ନପତ୍ର ଲିକ୍ ମାମଲାରେ ସଂପୃକ୍ତ ଥିବା ଅଭିଯୋଗରେ ୫୫ ଜଣ ପରୀକ୍ଷାର୍ଥୀଙ୍କୁ ଶନିବାର କାରଣ ଦର୍ଶାଅ…