Category: ଭକ୍ତି

‘ମହାବିଷୁବ ସଂକ୍ରାନ୍ତି’ର ମହତ୍ତ୍ବ

ଓଡ଼ିଆ ସଂସ୍କୃତି ଓ ପରମ୍ପରାରେ ‘ପଣା ସଂକ୍ରାନ୍ତି’ ବା ‘ମହାବିଷୁବ ସଂକ୍ରାନ୍ତ’ର ଏକ ସ୍ୱତନ୍ତ୍ର ଓ ମହାର୍ଘ ସ୍ଥାନ ରହିଛି। ଏହା କେବଳ ଏକ ତିଥି ବା ପର୍ବ ନୁହେଁ, ବରଂ ଓଡ଼ିଆ ଜାତିର ଅସ୍ମିତା, ଆଧ୍ୟାତ୍ମିକ ଚେତନା ଏବଂ ସାମାଜିକ…

ଶ୍ରୀମନ୍ଦିରରେ ପାଳିତ ହେଲା ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା

ପୁରୀ: ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଇଛି । ରାଖି ପିନ୍ଧିଲେ ଚତୁଦ୍ଧାମୂର୍ତ୍ତି। ଗହ୍ମା ଗହ୍ମାପୂର୍ଣ୍ଣମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧିଲେ ଭଉଣୀ…

ସିଂହଦ୍ଵାର ସମ୍ମୁଖରେ ତିନି ରଥ

ପୁରୀ: ମାଉସୀ ଘରେ ୯ ଦିନ ରହିବା ପରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରି ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ବଡ଼ ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଶନିବାର…

ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଲେ ବଳଭଦ୍ର ଓ ଦେବୀ ସୁଭଦ୍ରା, ପୋଡ଼ପିଠା ଖାଇ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାପ୍ରଭୁ

ପୁରୀ: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶ୍ରୀଜିଉମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ଆଗି ସିଂହଦ୍ବାରକୁ ଆସୁଛନ୍ତି। ସର୍ବ ପ୍ରଥମେ ପ୍ରଭୁ ବଳଭଦ୍ର ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଏହା ପରେ ଭଉଣୀ ସୁଭଦ୍ରା ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଅଳ୍ପ ସମୟ ମଧ୍ୟରେ…

ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ । ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ…

ହାତୀବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ଶ୍ରୀକ୍ଷେତ୍ର ଆଜି ଚଳଚଞ୍ଚଳ ହୋଇ ଉଠିଛି । ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି । ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେଉଛନ୍ତି । ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ…

ମହାପ୍ରଭୁଙ୍କ ମହାସ୍ନାନ ନୀତି ସମ୍ପନ୍ନ, ଶ୍ରୀଜିଉଙ୍କ ଦିବ୍ୟ ଦର୍ଶନ କଲେ ଭକ୍ତ

ପୁରୀ: ଦେବସ୍ନାନ ପୂର୍ଣ୍ଣିମାରେ ଚାରି ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହୋଇଛି । ସୁନା କୂଅରୁ ୧୦୮ ଗରା ପାଣି ଅଣାଯାଇ ମହାପ୍ରଭୁଙ୍କୁ ସେବାୟତମାନେ ମହାସ୍ନାନ କରାଇଛନ୍ତି । ମଙ୍ଗଳ ଆଳତି, ମଇଲମ, ଅବକାଶ ନୀତି ପରେ ମହାସ୍ନାନ ନୀତି ଆରମ୍ଭ…

ଚଳଚଞ୍ଚଳ ରଥଖଳା, ଉଠିଲା ତିନି ରଥର ଚାରିନାହାକା

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଉଠିଲା ତିନି ରଥର ଚାରିନାହାକା । ସ୍ନାନଯାତ୍ରାରେ ଉଠିବାକୁ ଥିବା ଚାରି ନାହାକା ଆଜି ଉଠାଯାଇଛି । ଭୋଇ ସେବକମାନେ ତୃତୀୟ ନମ୍ବର ହରିବୋଲ ପକାଇଛନ୍ତି । ସେପଟେ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ସନ୍ଧ୍ୟା ଧୂପ ନୀତି ଶେଷ ପରେ ଆଜ୍ଞାମାଳ ବିଜେ

ପୁରୀ : ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନୀତି । ସନ୍ଧ୍ୟା ଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ ଶ୍ରୀଜିଉ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର…

ସାବିତ୍ରୀ ବ୍ରତ: ସତୀତ୍ୱ ନିଷ୍ଠା ଓ ପ୍ରେମର ଅନନ୍ୟ ପ୍ରତୀକ

ଭାରତୀୟ ସଂସ୍କୃତି ଓ ପରମ୍ପରାରେ ବ୍ରତ ଏବଂ ଓଷା ଗୁଡ଼ିକର ଏକ ବିଶେଷ ସ୍ଥାନ ରହିଛି। ଏଗୁଡ଼ିକ କେବଳ ପୂଜାପାଠରେ ସୀମିତ ନ ରହି, ଆମ ଜୀବନଶୈଳୀ, ସାମାଜିକ ସମ୍ବନ୍ଧ ଏବଂ ନୈତିକ ମୂଲ୍ୟବୋଧକୁ ମଧ୍ୟ ପ୍ରତିଫଳିତ କରନ୍ତି। ଏହି ପରିପ୍ରେକ୍ଷୀରେ,…