ଓଁ ନମଃ ଶିବାୟ ଧ୍ୱନିରେ କମ୍ପୁଛି ଶିବାଳୟ
ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ…
ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ…
ପୁରୀ: ଆଜି ହେଉଛି ମହାଶିବରାତ୍ରୀ । ଏହି ଅବସରରେ ବାଲୁକା କଳାରେ ଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନିଳାଦ୍ରୀ ବିଚରେ ବାଲିରେ ତିଆରି କରିଛନ୍ତି ଦେବ ଦେବ ମହାଦେବଙ୍କ ଏକ ବିରାଟ ପ୍ରତିମା । ଏହାସହ…
ପୁରୀ: ଆଜି ହେଉଛି ଫାଲଗୁନ ମାସ କୃଷ୍ଣପକ୍ଷ ଦଶମୀ ତିଥି । ଆଜି ପୁରୀ ରେ ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ପାଳିତ ହେଉଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ ଶ୍ରୀଲୋକନାଥ ଦେବଙ୍କ ପୀଠରେ ଆଜିର ଦିନର…
ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କୁ ଗଜଉଧାରଣ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ମଧ୍ୟାହ୍ନ ଧୂପ ପରେ ମଇଲମ ହେବାପରେ ସିଂହାରୀ ସେବକଙ୍କ ଦ୍ୱାରା ଗଜ ଉଦ୍ଧାରଣ ବେଶ କରାଯିବ ।…
ପୁରୀ: ଆସନ୍ତାକାଲି ଅର୍ଥାତ୍ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।…
ଭୁବନେଶ୍ବର: ମନ୍ତ୍ରଧ୍ୱନିରେ କମ୍ପୁଛି ଖଣ୍ଡଗିରି-ଉଦୟଗିରି ପାଦଦେଶ । ଭଜନ କୀର୍ତ୍ତନ ଓ ହରିନାମରେ ତପୋଭୂମୀ ଅଞ୍ଚଳ ଫାଟି ପଡ଼ୁଛି । ଶୁକ୍ରବାରଠାରୁ ପବିତ୍ର ମାଘ ସପ୍ତମୀ ଆରମ୍ଭ ହୋଇଥିବାବେଳେ କୁମ୍ଭମେଳା ଏବେ ଖୁବ ଭିଡ଼ ଜମୁଛି । ଆଜି ପଞ୍ଚମ ଦିନରେ…
ଢେଙ୍କାନାଳ: ଆସନ୍ତା ୨୨ ତାରିଖରୁ ଢେଙ୍କାନାଳର ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ ମେଳା। ହଜାର ହଜାର ସାଧୁସନ୍ଥଙ୍କ ସହ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବ ମାଘ…
ଅଯୋଧ୍ୟା: ଦୈନିକ ଅପରାହ୍ଣରେ ରାମ ଲଲ୍ଲା ଘଣ୍ଟା ବିଶ୍ରାମ ନେବେ ବୋଲି ସ୍ଥିର କରାଯାଇ ଥିବାରୁ ଶୁକ୍ରବାର ଠାରୁ ରାମ ମନ୍ଦିର ଦର୍ଶନ ପାଇଁ ନୂତନ କାର୍ଯ୍ୟନିର୍ଘଣ୍ଟ ଲାଗୁ କରାଯିବ ବୋଲି ‘ଟାଇମ୍ସ୍ ନାଓଁ’ ରିପୋର୍ଟ କରିଛି। ରାମ ଲଲ୍ଲାଙ୍କ ସ୍ବାସ୍ଥ୍ୟାବସ୍ଥା…
ପୁରୀ : ପବିତ୍ର ଶ୍ରୀପଞ୍ଚମୀରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ୩ଟି ଧଉରା କାଠ ଅନୁକୂଳ। ଏହି କାଠରେ ରଥର କୋଣଗୁଜ ତିଆରି ହେବ। ଆସନ୍ତା ଶ୍ରୀରାମ ନବମୀରେ ହେବ ରଥ କାଠ…
ଆଗାମୀ କାଲି ଅନୁଷ୍ଠିତ ହେବ ମା ବିଦ୍ୟାଦାୟିନୀ ସରସ୍ୱତୀଙ୍କ ପୂଜା | ଏଥିଲାଗି ସାରା ରାଜ୍ୟ ଉତ୍ସବମୁଖର ହୋଇ ଉଠିଛି | ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ଏହି ପୂଜା ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ…