Category: ଭକ୍ତି

ଜାନୁଆରି ୨୨ ଅପରାହ୍ଣ ୧୨.୨୦ରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା : ଚମ୍ପତ ରାୟ

ଅଯୋଧ୍ୟା: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ସୋମବାର ଘୋଷଣା କରିଛନ୍ତି ଯେ ଜାନୁଆରୀ ୨୨ ତାରିଖ ଅପରାହ୍ନ ୧୨ଟା ୨୦ରେ ପ୍ରାଣ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହେବ। ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ରାୟ…

ଆଜିଠୁ ତିନି ଦିନ ଧରି ଚାଲିବ ମହାଯଜ୍ଞ

ପୁରୀ: ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ଏନେଇ ଚଳଚଞ୍ଚଳ ସମଗ୍ର ଶ୍ରୀକ୍ଷେତ୍ର । ଅଙ୍କୁର ପୂଜନ ପରେ ଆଜିଠୁ ଆରମ୍ଭ ହେବ । ତିନି ଦିନ ପର୍ଯ୍ୟନ୍ତ ଚାଲିବ ହୋମଯଜ୍ଞ । ଏଥିପାଇଁ…

ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ

ଭୁବନେଶ୍ବର: ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି…

ଆସନ୍ତାକାଲି ଠାରୁ ଆରମ୍ଭ ହେବ ବରଗଡ଼ ଧନୁଯାତ୍ରା ମହୋତ୍ସବ

ଆସନ୍ତାକାଲିଠୁ ଆରମ୍ଭ ହେଉଛି ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା। ଏଥିଲାଗି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। କଂସଙ୍କ ରାଜ ଦରବାର ସମେତ ରଙ୍ଗମହଲ ଓ ବିଭିନ୍ନ ତୋରଣ କାମ ଜୋରସୋରରେ ଆଗେଇ ଚାଲିଛି। ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଥିବା…

ଶ୍ରୀନଅରରେ ଗଜପତିଙ୍କ ଆଚାର୍ଯ୍ୟବରଣ ନୀତି ସମ୍ପନ୍ନ

ପୂରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯଜ୍ଞ କାର୍ଯ୍ୟ ପାଇଁ ଆଚାର୍ଯ୍ୟ ବରଣ ହୋଇଛି। ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଆଚାର୍ଯ୍ୟବରଣ ନୀତି ସମ୍ପନ୍ନ ହୋଇଛି। ଆଚାର୍ଯ୍ୟବରଣ ନୀତି ସମାପନ ପରେ ଗଜପତି ମହାରାଜ କହିଛନ୍ତି, ପ୍ରଶାସନ ଦ୍ୱାରା କରାଯାଇଥିବା ଶ୍ରୀମନ୍ଦିର…

ରାତି ଗୋଟାଏରୁ ହେବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଇଂରାଜୀ ନୂଆ ବର୍ଷ ପାଇଁ ଚଳଚଞ୍ଚଳ ଶ୍ରୀ କ୍ଷେତ୍ର । ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ କରାଯାଉଛି ଅନେକ ପରିବର୍ତ୍ତନ। ଆଜି ରାତି ଗୋଟାଏରେ ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି କରାଯାଇ ଆରମ୍ଭ ହେବ ଦର୍ଶନ ବ୍ୟବସ୍ଥା। ମିଳିଥିବା ସୂଚନା…

ଲିଙ୍ଗରାଜ ମନ୍ଦିରରେ ନୂଆବର୍ଷରୁ ନୂଆ ନିୟମ

ଭୁବନେଶ୍ବର: ନୂଆବର୍ଷ ଆରମ୍ଭରୁ ଓମ୍‌ଫେଡ ଘିଅରେ ଶ୍ରୀଲିଙ୍ଗରାଜଙ୍କ କୋଠ ଭୋଗ ରନ୍ଧା ହେବ। ୧୫ଦିନ ମଧ୍ୟରେ ସେବାୟତଙ୍କ ପରିଚୟପତ୍ର ପାଇଁ ମନ୍ଦିର ପ୍ରଶାସନକୁ ତାଲିକା ପ୍ରଦାନ କରାଯିବ। ଏଥିସହ ଶ୍ରୀଲିଙ୍ଗରାଜ ମନ୍ଦିରକୁ ପାନ, ଗୁଟ୍‌ଖା ସେବନକାରୀଙ୍କୁ ପ୍ରବେଶ ନିଷେଧ ସହିତ ପଲିଥିନ୍…

ପୁରୀ ପରିକ୍ରମା ପ୍ରକଳ୍ପ: ମା ବିରଜା ଓ ବରାହଙ୍କୁ ନିମନ୍ତ୍ରଣ

ଯାଜପୁର: ଆସନ୍ତା ୧୭ ତାରିଖ ଦିନ ପୁରୀ ଶ୍ରୀମନ୍ଦିର ଜଗନ୍ନାଥ ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ ହେବାକୁ ଥିବା ବେଳେ ଦେଶର ବିଭିନ୍ନ ମନ୍ଦିର ମାନଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଉଛି । ଆଜି ଯାଜପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା…

ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀରେ ମା’ ଯଶୋଦାଙ୍କ ହାତରନ୍ଧା ଖାଇଲେ ପ୍ରଭୁ ଶ୍ରୀକୃଷ୍ଣ

ପୁରୀ : ଆଜି ହେଉଛି ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀ । ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ହୁଏ ନାନାଦି ବ୍ୟଞ୍ଜନ । ପୁରୀ ବଳିଆପଣ୍ତା ସ୍ଥିତ ଗୌରବିହାର ବା ମାତା ମଠରେ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ସୁସ୍ୱାଦୁ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ…

ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଗଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୧୭ ତାରିଖରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯିବାପରେ ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ କରିଛି ଟିମ୍। ଆଜି ଶ୍ରୀମନ୍ଦିର…