Category: ଭକ୍ତି

ଆସନ୍ତାକାଲିଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସକାଳୁ ମିଳିବ ଅବଢ଼ା

ଭୁବନେଶ୍ୱର: ଶନିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସକାଳୁ ମିଳିବ ଅବଢ଼ା । ଶ୍ରଦ୍ଧାଳୁମାନେ ସକାଳ ୯ଟାରେ ଆନନ୍ଦବଜାରରୁ ଅବଢ଼଼ା କିଣିପାରିବେ। ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣ ଏହି ଭୋଗ ପାଇପାରିବେ। ଏହାଦ୍ୱାରା ତୀର୍ଥଯାତ୍ରୀମାନେ ଉପକୃତ ହେବେ।…

ଶ୍ରୀମନ୍ଦିର ହେବ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ: ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ମୁଖ୍ୟ ପ୍ରଶାସକଙ୍କ ଅନୁରୋଧ

ପୁରୀ : ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ। ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ। କଟନ୍ ବ୍ୟାଗ୍,କାଠ ବା…

ଆଜି ପ୍ରଥମାଷ୍ଟମୀ : ଏଣ୍ଡୁରୀ ପିଠାରେ ମହକୁଛି ଘର

ଭୁବନେଶ୍ୱର : ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା। ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ଲୋକଭାଷାରେ ‘ପରୁହାଁ ଅଷ୍ଟମୀ’ ବା…

ପୋଢୁଆଁ ହେବେ ମହାପ୍ରଭୁ, ମାମୁଁ ଘର ମାଧବରୁ ଶ୍ରୀକ୍ଷେତ୍ରକୁ ଯିବ ପ୍ରଥମାଷ୍ଟମୀ ଭାର

ଭୁବନେଶ୍ୱର : ଆସନ୍ତା ଡିସେମ୍ଵର ୫ ତାରିଖରେ ମାର୍ଗଶୀର ଅଷ୍ଟମୀ ତିଥିରେ ପଡୁଛି ପ୍ରଥମାଷ୍ଟମୀ। ଏନେଇ ଠାକୁରଙ୍କ ମଉଳା କ୍ଷେତ୍ର କୁହାଯାଉଥିବା ପ୍ରାଚୀର ଅଧିଷ୍ଠାତା ଦେବତା ଶ୍ରୀମାଧବଙ୍କ ପୀଠରୁ ପୋଢୁଆଁ ଭାର ଶ୍ରୀକ୍ଷେତ୍ର ପଠାଯିବ । ତେଣୁ ପ୍ରଥମାଷ୍ଟମୀ ପୂର୍ବଦିନ ଅର୍ଥାତ…

ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ ଦେଖିବାକୁ ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି

ପୁରୀ: ଆଜି ମହାପଞ୍ଚୁକ ବ୍ରତର ଶେଷ ଦିନ । ଅର୍ଥାତ୍ ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ବା ଡଙ୍ଗା ଭସା । ଆଜି ସୁନାବେଶ ବା ରାଜରାଜେଶ୍ବର ବେଶରେ ପର୍ଶନ ଦେଉଛନ୍ତି ମହାପ୍ରଭୁ । ସୁନାବେଶ ଦର୍ଶନ କରିବା ଲାଗି…

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇଲେ ଲୋକ

ଭୁବନେଶ୍ବର/ କଟକ : ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପଞ୍ଚୁକର ଶେଷ ଦିନ। ଆଜିର ଦିନରେ ଡଙ୍ଗା ଭସାଇବାର ପରମ୍ପରା ରହିଛି । ତେଣୁ ବଡି ଭୋରରୁ ବିଭିନ୍ନ ପୁଷ୍କରଣୀ ଓ ନଦୀ କୂଳରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଭୁବନେଶ୍ବର ବିନ୍ଦୁ…

ଶ୍ରୀମନ୍ଦିରରେ ଆଜି ହେବନାହିଁ ମହାପ୍ରଭୂଙ୍କର ରାତ୍ର ପହୁଡ: ବିଳମ୍ବିତ ରାତି ଯାଏଁ ଚାଲିବ ଦର୍ଶନ

ପୁରୀ : ଆଜି ମହାକାର୍ତ୍ତିକମାସର ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି। ଆଜି ମହାପ୍ରଭୁ ଭକ୍ତ ମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି । ବିଳମ୍ବିତ ରାତି ପର୍ଯ୍ୟନ୍ତ ଆଜି ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । କାରଣ ଆଜି…

କାର୍ତ୍ତିକ ପୂର୍ଣ୍ଣମୀ ପ୍ରସ୍ତୁତି: ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି

ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ । ଏଥିପାଇଁ ଆଜିଠାରୁ ଶ୍ରୀମନ୍ଦିରରେ ନାହିଁନଥିବା ଭିଡ଼ ଦେଖିବାକୁ ମିଳିଛି । ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଏବଂ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ…

ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ତରଣ ଓ ଗଜଭୋଗ

କଟକ : ଚାଲିଛି ମହାପଞ୍ଚୁକ ବ୍ରତ । ଏଥିଲାଗି ରାଜ୍ୟର ପ୍ରାୟ ସବୁ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇପଡିଛି । ସକାଳୁ ସକାଳୁ ସବୁ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ପରିଲକ୍ଷିତ ହେଉଛି । ଆଜି ବଡ଼ସିଂହାର ସହ ହରିହର…

ସୁବର୍ଣ୍ଣପୁରରେ ଜମୁଛି କଲାସି ଯାତ୍ରା

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ଡବଳା ଗାଁରେ ବଡ ଧୂମଧାମ ସହକାରେ ଚାଲିଛି କଲାସି ଯାତ୍ରା । ସନ୍ଧ୍ୟା ହେଲେ ଶହ ଶହ ଭକ୍ତଙ୍କର ସମାଗମ ହେଉଛି । ଡବଳାଠାରେ ଚାଲିଥିବା ଏହି ଯାତ୍ରାର ରହିଛି ଭିନ୍ନ ଆକର୍ଷଣ…