Category: ଭକ୍ତି

ଶ୍ରୀମନ୍ଦିରରେ ଆଜିଠୁ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି । ଆଶ୍ବିନ ମାସ ଶୁକ୍ଳ ଏକାଦଶୀ ଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଏହି ନୀତି ମହାପ୍ରଭୁଙ୍କର ଚାଲିବାକୁ ଥିବାବେଳେ ଏକ ମାସ ଧରି ମହାପ୍ରଭୁଙ୍କ ସ୍ବତନ୍ତ୍ର ବାଳଭୋଗ…

ମା ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା, ପାରମ୍ପରିକ ବାଦ୍ୟର ଧ୍ବନିରେ କମ୍ପୁଛି ମହାନଗର

କଟକ: ମା ଜଗତଜନନୀ ଦୁର୍ଗାଙ୍କ ଭସାଣି ଯାତ୍ରା କଟକରେ ଆରମ୍ଭ ହୋଇଥିବାର ସୂଚନା ମିଳିଛି। ଆଜି ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା। କଟକ ସହର ଏବେ ପାରମ୍ପରିକ ବାଦ୍ୟର ଧ୍ବନିରେ କମ୍ପୁଛି। ବିଭିନ୍ନ ମଣ୍ଡପରୁ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ…

ଆଜି ମଣ୍ଡପରେ ମହାନବମୀ ପୂଜା, ଶକ୍ତି ପୀଠରେ ବିଶ୍ରାମ ନେଉଛନ୍ତି ମହାମାୟା

ଭୁବନେଶ୍ବର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା’ ଜଗତଜନନୀ ଦୁର୍ଗା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ଶକ୍ତିପୀଠରେ ଆଜି ବିଶ୍ରାମ ଥିବା ବେଳେ ମଣ୍ଡପରେ ଆଜି ମାଆଙ୍କର ମହା ନବମୀ ପୂଜା । ଘଣ୍ଟଘଣ୍ଟା, ଶଙ୍ଖଧ୍ୱନି ଓ…

ପୁଣି ରକ୍ତ ରଞ୍ଜିତ ହେଲା ମା ମାଣିକେଶ୍ବରୀଙ୍କ ଛତର ଯାତ୍ରା

କଳହାଣ୍ଡି : ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ପୁରା କଳାହାଣ୍ଡି ସହର । ମାଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ପାରମ୍ପରିକ…

ଶକ୍ତିପୀଠରେ ଆଜି ମହାନବମୀ, ମଣ୍ଡପରେ ମହାଷ୍ଟମୀ ପୂଜା

ଭୁବନେଶ୍ବର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା’ ଜଗତଜନନୀ ଦୁର୍ଗା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ଶକ୍ତିପୀଠରେ ଆଜି ମହାନବମୀ ପୁଜା ଚାଲିଥିବା ବେଳେ ମଣ୍ଡପରେ ଆଜି ମାଆଙ୍କର ମହାଷ୍ଟମୀ ପୂଜା । ସବୁଠି ଉତ୍ସବର ମାହୋଲ…

ଶକ୍ତିପୀଠରେ ଚାଲିଛି ମା’ଙ୍କ ଷୋଡଷ ଉପଚାର ପୂଜା

କଟକ : ଶକ୍ତି ପୀଠରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା । ସମ୍ପୁର୍ଣ୍ଣ ରୀତିନୀତିର ସହ ମାଆଙ୍କର ଷୋଡଶ ଉପଚାରରେ ପୂଜା କରାଯାଉଥିବା ବେଳେ ପ୍ରତିଦିନ ଭିନ୍ନ ଭିନ୍ନ ବେଶରେ ଦର୍ଶନ ଦେଉଛନ୍ତି ମାଆ । ସେହିପରି ମା କଟକ…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି…

ହବିଷ୍ୟାଳିଙ୍କ ପାଇଁ ପଞ୍ଜିକରଣ ଆରମ୍ଭ

ପୁରୀ: କାର୍ତ୍ତିକ ମାସରେ ବ୍ରତ ପାଳନ ପାଇଁ ହବିଷ୍ୟାଳି ଯୋଜନାରେ ଆଜି ଠାରୁ ପଞ୍ଜିକରଣ ଆରମ୍ଭ ହେବ । ଚଳିତବର୍ଷ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ୩ ହଜାରରୁ ଉର୍ଦ୍ଧ ହବିଷ୍ୟାଳିଙ୍କୁ ବ୍ରତ ପାଳନର ସୁଯୋଗ ମିଳିବ । ଏଥିପାଇଁ ବୃନ୍ଦାବତୀ ନିବାସ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ…