Category: ଭକ୍ତି

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ, ଆଜି କଂସ ବଦ୍ଧ ନୀତି

ପୁରୀ : ଆଜି ଶ୍ରୀମନ୍ଦିରରେ କଂସ ବଦ୍ଧ ନୀତି । ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଚାଲିଥିବା ଶ୍ରୀକୃଷ୍ଣ ଲୀଳାର ଆଜି ଅନ୍ତିମ ଦିବସ । ଭାଦ୍ରବ ମାସ ଶୁକ୍ଳପକ୍ଷ ନବମୀ ତିଥିରେ କଂସ ମହାରାଜଙ୍କୁ ବଦ୍ଧ କରିବେ…

ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର : ନୂଆଁଖାଇ ପାଇଁ ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା। ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ। ପୂର୍ବ ନିର୍ଦ୍ଧାରିତ ସମୟରେ ଇଷ୍ଟଦେବୀଙ୍କ ପାଖରେ ରୀତିନୀତି ଅନୁସାରେ ନବାନ୍ନ ଲାଗି ହୋଇଛି। ମାଆ ସମଲେଶ୍ୱରୀଙ୍କୁ ଲାଗି ହୋଇଛି ନୂତନ ସରିଆ…

ଆଜି କୃଷିଭିତ୍ତିକ ପର୍ବ ନୂଆଁଖାଇ : ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡିଶା

ସମ୍ବଲପୁର: ଆଜି ପଶ୍ଚିମ ଓଡିଶା ର ଲୋକପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମଗ୍ର ପଶ୍ଚିମ ଓଡିଶା । ନୂଆଁ ନୂଆଁରେ ପାଳନ ହେବ ନୂଆଖାଇ ପର୍ବ । ଚାଷୀ ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ ନିକଟରେ ଅର୍ପଣ…

ବିଘ୍ନହର୍ତ୍ତା ଶ୍ରୀ ଗଣେଶ

ଗଣେଶ, ଗଣପତି, ବିନାୟକ ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ହିନ୍ଦୁମାନେ ଜାତି,…

୬୯ କିଲୋଗ୍ରାମ ସୁନା, ୩୩୬ କିଲୋଗ୍ରାମ ରୁପାରେ ନିର୍ମିତ ହେଲା ଗଣେଶ ମୂର୍ତ୍ତି

ମୁମ୍ବାଇ: ରାତି ପାହିଲେ ଗଣେଶ ଚତୁର୍ଥୀ । ଏନେଇ ସବୁଆଡ଼େ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ମହାରାଷ୍ଟ୍ରରେ ମଧ୍ୟ ଗଣେଶ ପୂଜା ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ବିଭିନ୍ନ ରାସ୍ତାଘାଟଠାରୁ ଆରମ୍ଭ କରି ପୂଜା ମଣ୍ଡପଗୁଡ଼ିକ ଆଲୋକମାଳାରେ…

ରାମ ମନ୍ଦିରର ପ୍ରଥମ ଆଳତି ପାଇଁ ଯୋଧପୁରରୁ ଆସିବ ୬୦୦ କିଲୋ ଘିଅ

୨୦୨୪ ଜାନୁୟାରୀରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ଉଦ୍‌ଘାଟନ ହେବ। ମନ୍ଦିର ଗର୍ଭଗୃହରେ ପ୍ରଭୁ ଶ୍ରୀରାମ ବିରାଜମାନ କରିବେ। ଏହି ଐତିହାସିକ ଉତ୍ସବରେ ଯୋଧପୁରର ମଧ୍ୟ ଖାସ୍‌ ଯୋଗଦାନ ରହିବ। ରାମ ମନ୍ଦିରରେ ହେବାକୁ ଥିବା ପ୍ରଥମ ଆଳତି ଏବଂ ମହାଯଜ୍ଞରେ…

ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି

ସମ୍ବଲପୁର : ଦିନଟିଏ ପରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଫଳରେ ମାଁ ସମଲେଶ୍ୱରୀଙ୍କ ପୀଠରେ ପ୍ରସ୍ତୁତି ଜୋରଦାର ଚାଲିଛି। ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି । ସ୍ଥାନୀୟ ଜନ ସମୁଦାୟଙ୍କ ଦାବି…

ଆଜି ପାଳନ ହେଉଛି ପବିତ୍ର ବିଶ୍ୱକର୍ମା ପୂଜା

ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ୍ ଆଜିର ଦିନରେ ପୂରା ଦେଶରେ ବିଶ୍ୱକର୍ମା ଜୟନ୍ତୀ ପାଳନ ହେଉଛି । ଏହି ଦିନ ଶିଳ୍ପକାରମାନେ ଭଗବାନ ବିଶ୍ୱକର୍ମାଙ୍କ ପୂଜା କରିଥାନ୍ତି । ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କର କୂଳଦେବତା ହେଉଛନ୍ତି ବିଶ୍ୱକର୍ମା…

ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ଶ୍ରୀଜୀଉଙ୍କ ବନଭୋଜି ବେଶ

ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ଶନିବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନଭୋଜି ବେଶ ଅନୁଷ୍ଠିତ ହୋଇଛି । ମଧ୍ୟାହ୍ନ ଧୂପ ନୀତି ଶେଷ ହେବାପରେ ସେବାୟତମାନେ ଶ୍ରୀଜୀଉଙ୍କୁ ଏହି ବେଶରେ ସଜ୍ଜିତ କରିଥିଲେ। ମହାପ୍ରଭୁ ବନଭୋଜି ଉଦ୍ଦେଶ୍ୟରେ ଯାଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ, ସନ୍ଧ୍ୟା ଧୂପ ପରେ କରାଯିବ ସୁସଜ୍ଜିତ

ପୁରୀ: ଗତ ମଙ୍ଗଳବାର ଦିନଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଛି । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ଆଜି ଠାରୁ ଶ୍ରୀଜିଉଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ ।…