ସରିଲା ମହାପ୍ରଭୁଙ୍କ ଆଡ଼ପ ଦର୍ଶନ: ଜୁନ୍ ୨୮ରେ ବାହୁଡ଼ାଯାତ୍ରା, ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ଶ୍ରୀଜିଉ
ପୁରୀ: ଶରଧାବାଲିରେ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ମଙ୍ଗଳବାର ସନ୍ଧ୍ୟା ୫ଟାରେ ଶେଷ ହୋଇଯାଇଛି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମୟ ଅନୁସାରେ ସାଧାରଣ ଭକ୍ତମାନେ ଆଜି ସକାଳ ୭ଟାରୁ ସନ୍ଧ୍ୟା ୫ଟା ଯାଏଁ ଧାଡ଼ିରେ ରହି ଆଡ଼ପ ଦର୍ଶନ କରିଛନ୍ତି। ପବିତ୍ର ନବମୀ…