Category: ଭକ୍ତି

ଢେଙ୍କାନାଳ ଓ ଅନୁଗୁଳରେ ଲକ୍ଷ୍ମୀପୂଜା ଶେଷ, ମେଲାଣି ନେଉଛନ୍ତି ମା’ ପଦ୍ମାଳୟା

ଢ଼େଙ୍କାନାଳ/ ଅନୁଗୁଳ : ଢ଼େଙ୍କାନାଳ ଲକ୍ଷ୍ମୀପୂଜା ମହୋତ୍ସବ ଶେଷ ହୋଇ ଯାଇଛି । ଆଜି ଭସାଣି । ୧୧ଦିନ ଧରି ପୂଜା ପରେ ଆଜି ମା’ଙ୍କୁ ମେଲାଣି ଦେବେ ଢ଼େଙ୍କାନାଳବାସୀ । ଏଥିପାଇଁ ସମସ୍ତ ପୂଜା ଅନୁଷ୍ଠାନଗୁଡ଼ିକ ତରଫରୁ ବ୍ୟାପକ ପ୍ରସ୍ତୁତି…

ଆରମ୍ଭ ହେଲା କାର୍ତ୍ତିକ ମାସ; ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ

ଆରମ୍ଭ ହୋଇଛି କାର୍ତ୍ତିକ ମାସ । କାର୍ତ୍ତିକ ମାସର ହିନ୍ଦୁ ଧର୍ମରେ ଖୁବ୍‌ ମହତ୍ତ୍ୱ ରହିଛି । ଏହି ସମୟରେ ଭଗବାନ ବିଷ୍ଣୁ ଓ ମା’ଲକ୍ଷ୍ମୀଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ବ୍ୟକ୍ତିଙ୍କ ଜୀବନରେ ସୁଖସମୃଦ୍ଧି ବୃଦ୍ଧି ହୋଇଥାଏ । ଏହି ସମୟରେ…

ଆଜିଠୁ ଗଜଲକ୍ଷ୍ମୀ ପୂଜା, ଦୁଲୁକୁଛି କେନ୍ଦ୍ରାପଡ଼ା ଓ ଢେଙ୍କାନାଳ

ଧରାପୃଷ୍ଠରୁ ଜଗତଜନନୀ ମା’ ଦୁର୍ଗା ମେଲାଣି ନେବା ପରଠୁ ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜାବେଶ୍‌ ଜାକଜମକରେ ଅନୁଷ୍ଠିତ ହେଉଛି।କିନ୍ତୁ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ ଲାଭ କରିଥିବା ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ…

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ…

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ; ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଦୈନିକ ଅବକାଶ ନୀତି ପରେ ଏହି ବେଶ କରାଯାଏ। ରାଧା ଦାମୋଦର ବେଶରେ ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ତ୍ରିକଚ୍ଛ ବସ୍ତ୍ର ପରିଧାନ କରିଥାନ୍ତି।…

ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ମାଆ ଦଶଭୂଜା

ପାପର ବିନାଶ ଘଟିଛି, ସତ୍ୟର ବିଜୟ ହୋଇଛି। ୯ ଦିନ ଧରି ଧରାପୃଷ୍ଟରେ ମାଆ ଭକ୍ତଙ୍କୁ ଦର୍ଶନ ଦେବା ପରେ ଏବେ ବିଦାୟ ନେଉଛନ୍ତି। ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଭସାଣ ଚାଲିଛି। ଗତକାଲିଠୁ କିଛି ମୂର୍ତ୍ତି…

କଟକ ଚାନ୍ଦିନୀଚୌକରେ ନିଆରା ପରମ୍ପରା, ଲାଗିହୁଏ ମାଛ ଭୋଗ

କଟକ: ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ। ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ସହରଠୁ ପୁରପଲ୍ଲୀ । ପୂଜା…

ଆଜି ପବିତ୍ର ବିଜୟା ଦଶମୀ, ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର : ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟ ଓ ପାପ ଉପରେ ପୁଣ୍ୟର ବିଜୟର ସ୍ବରୂପ ହେଉଛି ବିଜୟା ଦଶମୀ । ଆଜି ମହିଷାସୁରକୁ ବଧ କରିବେ ମା’ ଦୁର୍ଗା । ମା’ ଜଗଜ୍ଜନନୀଙ୍କ ଆଗମନରେ ଗାଁଠୁ…

ଶାରଦୀୟ ଦୁର୍ଗୋତ୍ସବରେ ଶ୍ରୀକ୍ଷେତ୍ରରେ ନାଗାର୍ଜୁନଙ୍କୁ ଉପାସନା କରାଯାଏ

ଭାରତ ବର୍ଷରେ ଶରତକାଳୀନ ଶାରଦୀୟ ଦୁର୍ଗାପୂଜା ପ୍ରତିଟି ସ୍ଥାନରେ ଧୂମଧାମରେ ପାଳନ କରାଯାଏ। କିନ୍ତୁ କୌଣସି ସ୍ଥାନରେ ନାଗାର୍ଜୁନଙ୍କୁ ପୂଜା କରାଯାଇନଥାଏ। ହେଲେ ଶାରଦୀୟ ଦୁର୍ଗୋତ୍ସବରେ ଶ୍ରୀକ୍ଷେତ୍ରରେ ନିଆରା ପରମ୍ପରାରେ ଉପାସିତ ହୋଇଥାଆନ୍ତି ନାଗାର୍ଜୁନ। ନାଗାର୍ଜୁନଙ୍କୁ ବନଯାଗ ମନ୍ତ୍ରରେ ଉପସନା କରାଯାଇଥାଏ।…

ରକ୍ତ ରଞ୍ଜିତ ହେଲା ମାଣିକେଶ୍ୱରୀଙ୍କ ପୀଠ, ପଡ଼ିଲା ୧୦ ହଜାର ପଶୁବଳି

ଭବାନୀପାଟଣା: ସଂପନ୍ନ ହେଲା ମାଆ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଜେନାଖାଲରୁ ଛତର ବାହାରି ଦିନ ୧୨ଟାରେ ମନ୍ଦିରରେ ପହଞ୍ଚିଥିଲା। ତେବେ ଏଥର ପାଖାପାଖି ୧୦ ହଜାରରୁ ଊର୍ଦ୍ଧ୍ବ ପଶୁବଳି ଦିଆଯାଇଥିବା ସୂଚନା ମିଳିଛି। କଳାହାଣ୍ଡିରେ ଶାରଦୀୟ ଦଶହରା କହିଲେ ଇଷ୍ଟଦେବୀ…