Category: ଭକ୍ତି

ପରମ୍ପରା ଅନୁଯାୟୀ ଆଜିଠୁ ରଥଭଙ୍ଗା କାମ ଆରମ୍ଭ

ପୁରୀ: ନବଦିନାତ୍ମକ ଯାତ୍ରା ସାରି ମହାପ୍ରଭୁ ରତ୍ନସିଂହାସନରେ ବିରାଜମାନ କରିଛନ୍ତି । ହେଲେ ଚତୁର୍ଦ୍ଧାବିଗ୍ରହ ଯାତ୍ରା କରିଥିବା ତିନିରଥ ସିଂହଦ୍ୱାର ସମ୍ମୁଖରେ ରହିଥିବା ବେଳେ ଆଜିଠାରୁ ଭଙ୍ଗା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଆଜି ଭୋଇ…

ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଶ୍ରାବଣ ଶୁକ୍ଲ ତୃତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ…

ନୂଆଖାଇ ପାଇଁ ବାହାରିଲା ଶୁଭ ଲଗ୍ନ

ବଲାଙ୍ଗୀର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ। ଚଳିତ ଥର ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ…

ଚିତାଲାଗି ଅମାବାସ୍ୟାର ମହତ୍ତ୍ବ

ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର (ତିନିଠାକୁର) ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ…

ଆଜି ରସଗୋଲା ଦିବସ

ଭୁବନେଶ୍ଵର: ସାରା ରାଜ୍ୟରେ ଆଜି ପାଳିତ ହେଉଛି ‘ରସଗୋଲା ଦିବସ’ । ରସଗୋଲା ହେଉଛି ମିଠାମାନଙ୍କ ରାଜା। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି।…

ଦୁର୍ଲଭ ସୁନାବେଶରେ ତିନି ଠାକୁର, ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ ସୁନାବେଶ ଦର୍ଶନ

ପୁରୀ: ଆଜି ସୁନାବେଶରେ ମହଣ ମହଣ ସୁନାରେ ସୁଶୋଭିତ ହୋଇ ଝଟକୁଛନ୍ତି ରଥାରୁଢ଼ ମହାପ୍ରଭୁ । ସୁବର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ହୋଇଛନ୍ତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ…

ଫେରିଲେ ମହାବାହୁ, ସିଂହଦ୍ୱାର ଆଗରେ ଲାଗିଲା ତିନି ରଥ

ପୁରୀ: ଲୀଳାମୟ ମହାବାହୁଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ଶେଷ ହୋଇଛି। ଜନ୍ମବେଦିରେ ନବଦିନର ଲୀଳାଖେଳ ସାରି ଭାଇଭଉଣୀଙ୍କୁ ସାଙ୍ଗରେ ଧରି କୋଟି କୈବଲ୍ୟନାଥ ବ୍ରହ୍ମାଣ୍ଡ ଠାକୁର ଶ୍ରୀମନ୍ଦିର ସିଂହଦ୍ବାରକୁ ବାହୁଡ଼ିଛନ୍ତି। ଭାବଦିଆ କାଳିଆ ଠାକୁର ବଡ଼ଦାଣ୍ଡକୁ ନିସ୍ବାର୍ଥ ଭକ୍ତିଭାବରେ ବୁଡ଼ାଇଛନ୍ତି। ପୁଣିଥରେ…

ପୋଡପିଠା ଖାଇଲେ ବ୍ରହ୍ମାଣ୍ଡ ଠାକୁର

ପୁରୀ: ଆଜି ହେଉଛି ପବିତ୍ର ବାହୁଡା ଯାତ୍ରା । ଏନେଇ ଉଠୁଛି ପଡୁଛି ଜଗନ୍ନାଥ ଧାମ । ମାଉସୀ ମାଙ୍କ ଘରେ ଶ୍ରୀଜିଉ ବଡ ଭାଇ ବଳରାମ ଗେହ୍ଳି ଭଉଣୀ ସୁଭଦ୍ରାଙ୍କୁ ଧରି ପୋଡପିଠା ଖାଇଛନ୍ତି ବ୍ରହ୍ମାଣ୍ଡ ଠାକୁର । ବଡ…

ଆରମ୍ଭ ହେଲା ମହାପ୍ରଭୁଙ୍କ ଆଡ଼ପ ଦର୍ଶନ

ପୁରୀ: ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ…

ଦିନକ ପରେ ପୁରୀ ବିଶ୍ବପ୍ରିସଦ୍ଧ ରଥଯାତ୍ରା: ୩ ରଥରେ ଶେଷ ସ୍ପର୍ଶ ଦେଉଛନ୍ତି କାରିଗର

ପୁରୀ : ଦିନକ ପରେ ପୁରୀ ବିଶ୍ବପ୍ରିସଦ୍ଧ ରଥଯାତ୍ରା । ୩ ରଥରେ ଶେଷ ସ୍ପର୍ଶ ଦେଉଛନ୍ତି କାରିଗର । ସରିଲାଣି ସିଂହାସନ ପ୍ରଭାରେ ରୂପ ଖୋଦେଇ l ଚାଲିଛି ରଙ୍ଗ କାର୍ଯ୍ୟ । ତିନି ରଥକୁ ଉଠିଛି କଳସ, ଓଲଟ…