Category: ଭକ୍ତି

ଚଳଚଞ୍ଚଳ ରଥଖଳା: ମୋଟ ୪୨ଟି ଚକ ମଧ୍ୟରୁ ୧୬ଟି ଚକ ନିର୍ମାଣ ଶେଷ

ପୁରୀ : ଚଳଚଞ୍ଚଳ ରଥଖଳା । ୧୮ଦିନରେ ପହଁଚିଛି ରଥ ନିର୍ମାଣ କାର୍ଯ୍ୟ l ତିନି ରଥ ନାହାକା ଅଖର ଉଭୟ ପାର୍ଶ୍ଵ ଗୋଲେଇ ସହ ମାଠେଣୀ କାର୍ଯ୍ୟ ଶେଷ ହୋଇଛି । ତିନି ରଥର ମୋଟ ୪୨ଟି ଚକ ମଧ୍ୟରୁ…

ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ବାସୁଙ୍ଗା ପାଟ

ପୁରୀ : ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପହଞ୍ଚିଲା ବାସୁଙ୍ଗା ପାଟ l ତିଗିରିଆ ନୂଆପାଟଣା ଅଞ୍ଚଳରୁ ଆସିଛି ୩ କୁଇଣ୍ଟାଲ ବାସୁଙ୍ଗା ପାଟ l ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବାସୁଙ୍ଗା ପାଟକୁ ପ୍ରଶାସନିକ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି l ଶ୍ରୀ…

ତିନି ରଥର ଗୋଟିଏ ଗୋଟିଏ ନାହାକା ଅଖର ଅନୁକୂଳ ପୂଜା ସମ୍ପନ୍ନ

ପୁରୀ : ପବିତ୍ର ଭଉଁରୀ ତିଥିରେ ଚକା ଡେରା ନୀତି ପାଳିତ ହେବାକୁ ଥିବାରୁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି । ସେଥିପାଇଁ ତିନି ରଥର ଗୋଟିଏ ଗୋଟିଏ ନାହାକା ଅଖର ଅନୁକୂଳ ପୂଜା ତିନି ରଥର ମୁଖ୍ୟ ବିଶ୍ଵକର୍ମା ସେବକଙ୍କ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ରଥ ନିର୍ମାଣର ତୃତୀୟ ଦିନରେ ରଥ ଖଳାରେ ଜୋର ଧରିଛି ରଥ କାମ । ତିନି ମୁଖ୍ୟ ବିଶ୍ୱକର୍ମା ମହାରଣାଙ୍କ ନେତୃତ୍ୱରେ ରଥ ନିର୍ମାଣ କାମ ଆଗେଇ…

ଅକ୍ଷୟ ତୃତୀୟାରେ ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ

ଆଜି ପବିତ୍ର ଅକ୍ଷୟ ତୃତୀୟାରେ ହୋଇଛି ଅଖି ମୁଠି ଅନୂକୂଳ। କ୍ଷେତରେ ବିହନ ବୁଣାର ଅନୁକୂଳ ସହ ଚାଷ କାମର ଶୁଭାରମ୍ଭ କରିଛି ଚାଷୀ। ସେହିପରି ଏହି ପବିତ୍ର ଦିନରେ ପୁରୀରେ ଘୋଷଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ…

ଆରମ୍ଭ ହେଲା ଶୀତଳ ଷଷ୍ଠୀ ଯାତ୍ରା

ସମ୍ବଲପୁର: ସମ୍ବଲପୁର ଶୀତଳ ଷଷ୍ଠୀ ଯାତ୍ରାର ଆଜି ଆଦ୍ୟ ପର୍ବ। ଶିବ ବିବାହ ପାଇଁ ଆଜି ଥାଳ ଉଠା ସହ କନ୍ୟା ମାତା ପିତା ଚୟନ କରାଯିବ। ଆଜି ଅପରାହ୍ନରେ ବିଭିନ୍ନ ଶିବାଳୟରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ମନ୍ଦିରରୁ ଥାଳ…

ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆଜି ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ । ଆଜିର ଦିନରେ ଚାଷୀ ଭାଇମାନେ ଅକ୍ଷିମୁଠି ଅନୁକୂଳ କରିଥା’ନ୍ତି। ରଥ ନିର୍ମାଣର ଆରମ୍ଭ…

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ସୂଚନାଯୋଗ୍ୟ ପ୍ରତିମାସରେ…

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ : ଆଜି ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ । ଆସିକା ବନଖଣ୍ଡ ରୁ ଏହି କାଠ ଆସି ପହଞ୍ଚିଥିବା ରଥ ତତ୍ତ୍ୱାବଧାରକ ସୂଚନା ଦେଇଛନ୍ତି । ସମୁଦାୟ ୧୪ଗୋଟି ଫାଶୀ କାଠ ଆସିକା ବନଖଣ୍ଡରୁ ରଥଖଳାରେ ଆସି ପହଞ୍ଚିଛି…

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ

ପୁରୀ: ଆଉ କିଛି ଦିନ ପରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା । ଆସନ୍ତା ମେ’ ମାସ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହେବ । ଦୀର୍ଘ…