Category: ଦେଶ-ବିଦେଶ

ନନ୍ଦନ ନୀଲେକଣିଙ୍କ ନେତୃତ୍ୱରେ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ:ପ୍ରତିଯୋଗିତାମୂଳକ ପରୀକ୍ଷାର ବିଶ୍ୱସନୀୟତା, ସ୍ୱଚ୍ଛତା ଏବଂ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ସେୟାର କରିଥିବା ଏକ ଭିଡିଓ ବାର୍ତ୍ତାରେ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଏକ…

ପିଓକେ ଛଡ଼ା ପାକିସ୍ତାନ ସହ ଅନ୍ୟ କୌଣସି ବିଷୟ‌ରେ କଥାବାର୍ତ୍ତା ହେବନି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ସ୍ପଷ୍ଟ କରିଛନ୍ତି ଯେ, ଭାରତ ପିଓକେ (ପାକିସ୍ତାନ-ଅଧିକୃତ କାଶ୍ମୀର) ବ୍ୟତୀତ ଅନ୍ୟ କୌଣସି ପ୍ରସଙ୍ଗ‌ରେ ପାକିସ୍ତାନ ସହ କଥାବାର୍ତ୍ତା କରିବନାହିଁ। ରାଜନାଥ କହିଛନ୍ତି, ପିଓକେ ହେଉଛି ଭାରତର ଅବିଚ୍ଛେଦ୍ୟ ଅଂଶ ଏବଂ ଏହା…

ମାଇନ ସଂସ୍ପର୍ଶରେ ଆସି ହର୍ମୁଜରେ ଜଳିଗଲା ତୈଳ ଟ୍ୟାଙ୍କର

ନୂଆଦିଲ୍ଲୀ: ଇରାନୀ ସମ୍ବାଦ ସରବରାହ ସଂସ୍ଥା ‘ତସନିମ’ ଅନୁସାରେ ହର୍ମୁଜ ପ୍ରଣାଳୀରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହୋଇଛି। ଜାହଜରେ ଏହି ବିସ୍ଫୋରଣ ଇରାନ ଦ୍ୱାରା ନିର୍ଦ୍ଧାରିତ ଜଳ ମାର୍ଗ ବାହାରେ ମାଇନ ସଂସ୍ପର୍ଶରେ ଆସିବା ଯୋଗୁ ହୋଇଛି। ଏହି ମାମଲାରେ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଇଛନ୍ତି ପ୍ରହ୍ଲାଦ ଯୋଶୀ । ପ୍ରହ୍ଲାଦ ଯୋଶୀ ଖାଦ୍ୟ, ସାଧାରଣ ବଣ୍ଟନ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରଣାଳୟର…

ପଡ଼ୋଶୀ ପାକିସ୍ତାନ, ନେପାଳ ଓ ଶ୍ରୀଲଙ୍କାରେ ଭାରତୀୟ ‘ଜେନ୍‌ ଜେଡ୍‌’ଙ୍କୁ ପ୍ରବଳ ପ୍ରଶଂସା

ନୂଆଦିଲ୍ଲୀ: ଭାରତର ଜେନ୍ ଜେଡ୍‌ ଆନ୍ଦୋଳନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କାରଣ ହୋଇଥିଲା। ଏହି ଆନ୍ଦୋଳନ କେବଳ ଦେଶର ଆକର୍ଷଣ ନୁହେଁ ବରଂ ସୀମା ଡେଇଁ ପଡ଼ୋଶୀ ପାକିସ୍ତାନ, ନେପାଳ ଓ ଶ୍ରୀଲଙ୍କାର ଯୁବପିଢ଼ିଙ୍କୁ ପ୍ରଭାବିତ କରିଛି। ଭାରତୀୟ…

ଶାସକ ଦଳର ବି-ଟିମ୍‌ ଆକ୍ଷେପକୁ ପ୍ରତ୍ୟାଖାନ, ଉତ୍ତର ପ୍ରଦେଶରେ ଏକାଠି ଲଢ଼ିବାକୁ ସମାଜବାଦୀ ପାର୍ଟିକୁ ଅଫର ଦେଲେ ଓୱେସୀ

ଲକ୍ଷ୍ନୌ: ଆଗାମୀ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟିକୁ ପରାସ୍ତ କରିବା ପାଇଁ AIMIM ମୁଖ୍ୟ ଅସାଦୁଦ୍ଦିନ୍ ଓୱେସୀ ସମାଜବାଦୀ ପାର୍ଟି (SP) ମୁଖ୍ୟ ଅଖିଳେଶ ଯାଦବଙ୍କୁ ଏକାଠି ନିର୍ବାଚନ ଲଢ଼ିବା ପାଇଁ ଆହ୍ୱାନ ଦେଇଛନ୍ତି। ମୋରାଦାବାଦଠାରେ…

NSG ପ୍ରଥମ ମୁଖ୍ୟଙ୍କ ପରଲୋକ,ସ୍ୱର୍ଣ୍ଣମନ୍ଦିର ଅପରେସନ ବ୍ଲାକ୍ ଥଣ୍ଡର-୧ର ନେଇଥିଲେ ନେତୃତ୍ୱ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସୁରକ୍ଷା ଗାର୍ଡ (ଏନଏସଜି)ର ପ୍ରଥମ ମୁଖ୍ୟ ଆର.ଟି.ନାଗରାନୀ ଯିଏ ୧୯୮୬ ଅମୃତସର ସ୍ୱର୍ଣ୍ଣମନ୍ଦିରରୁ ସଶସ୍ତ୍ର ଆତଙ୍କବାଦୀଙ୍କୁ ବାହାର କରିବା ପାଇଁ ଅପରେସନ ବ୍ଲାକ୍ ଥଣ୍ଡର-୧ର ନେତୃତ୍ୱ ନେଇଥିଲେ ତାଙ୍କର ରବିବାର ପରଲୋକ ହୋଇଛି। ସେ ୯୮ ବର୍ଷ ବୟସରେ…

‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଚମକିଲା ଭୁବନେଶ୍ୱର: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପାଇଁ ଆସିଛି ଏକ ଗର୍ବର ବିଷୟ। ଜଳ ସଂରକ୍ଷଣ ଦିଗରେ ସହରର ନିରନ୍ତର ପ୍ରୟାସ ଏବଂ ସଫଳତାକୁ ଏବେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ପ୍ରସାରିତ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍…

ଆଦେଶ ନୁହେଁ ଯୁବପିଢ଼ିଙ୍କୁ ଆଲୋଚନା ଆବଶ୍ୟକ : ମୋହନ ଭାଗୱତ

ନୂଆଦିଲ୍ଲୀ: ଆରଏସଏସ ମୁଖ୍ୟ ମୋହନ ଭାଗୱତ ଶନିବାର ଦିଲ୍ଲୀରେ କହିଛନ୍ତି ଯେ, ଆଜିର ନୂଆ ପିଢ଼ି ବହୁତ ପ୍ରଶ୍ନ ପଚାରନ୍ତି। ଆମକୁ ନିର୍ଦ୍ଦେଶ ଦେବା ପରିବର୍ତ୍ତେ ସେମାନଙ୍କ ସହିତ ଆଲୋଚନା ହେବା ଉଚିତ। ସେ କହିଛନ୍ତି ଯେ ସେମାନଙ୍କୁ ଯୁକ୍ତି ବୁଝାଇବା…

ଆସମରୁ ୩ ସନ୍ଦିଗ୍ଧ ଆତଙ୍କୀ ଗିରଫ

ନୂଆଦିଲ୍ଲୀ : ଆସମରୁ ୩ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ । ପାକିସ୍ତାନର ଗୁପ୍ତଚର ସଂସ୍ଥା ISI ଦ୍ଵାରା ପରିଚାଳିତ ଏକ ବଡ଼ ସ୍ଲିପର୍ ସେଲ୍ ନେଟୱର୍କକୁ ଧ୍ବଂସ କରିଛି ଆସାମ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ । ଏହି ସମସ୍ତ ଅପରେଟିଭ୍…