ରାଷ୍ଟ୍ରପତିଙ୍କ ପାଖକୁ ମନୀଷ ସିସୋଦିଆ ଓ ସତ୍ୟେନ୍ଦ୍ର ଜୈନ୍ଙ୍କ ଇସ୍ତଫାପତ୍ର ପଠାଇଲେ ଦିଲ୍ଲୀର ଉପରାଜ୍ୟପାଳ
ନୂଆଦିଲ୍ଲୀ: ଆଜି ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସାକ୍ସେନା ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍ଙ୍କ ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇବା ସହିତ…