Category: ରାଜ୍ୟ ଖବର

ସମ୍ବଲପୁରରେ ୪ ଅଣ୍ଡରପାସ୍ ଓ ଫ୍ଲାଇଓଭର ଦାବି: କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ସମ୍ବଲପୁର: ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୫୫ ନମ୍ବର ଜାତୀୟ ରାଜପଥ (NH-55)ର ତୁରନ୍ତ ମରାମତି ଏବଂ ଖାଲସବୁର ସମାଧାନ ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି। ସମ୍ବଲପୁର ସଂସଦୀୟ…

କୁଖ୍ୟାତ ଅପରାଧୀ ଦେବାଶିଷ ନାୟକ ଘର ଉପରେ ବୁଲିଲା ବୁଲ୍‌ଡୋଜର

ଭୁବନେଶ୍ୱର: ଭୁବନେଶ୍ୱରର ପେଶାଦାର ଅପରାଧୀ ଦେବାଶିଷ ନାୟକ ଓରଫ୍ ‘ସାଲୁ’ର ବେଆଇନ ଘର ଉପରେ ବୁଲଡୋଜର ଚାଲିଛି। ସାଲୁର ଘର ଭାଙ୍ଗିଲା ଚନ୍ଦ୍ରଶେଖରପୁର ପୋଲିସ। ଭୁବନେଶ୍ୱର ମହାନଗର ନିଗମ (BMC) ଏବଂ ଚନ୍ଦ୍ରଶେଖରପୁର ଥାନା ପୋଲିସ ମିଳିତ ଭାବେ ଏହି ବଡ଼…

ଆସନ୍ତାକାଲିଠୁ ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏନେଇ ମଙ୍ଗଳବାର ଦିନ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି।…

SCB ମେଡିକାଲ ପରିସରରେ ପାଣିଟାଙ୍କିରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ: କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଥିବା ଏକ ପାଣି ଟାଙ୍କି ଉପରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ଘଟଣାକୁ ନେଇ ଦୀର୍ଘ ସମୟ ଧରି ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲା।…

ନିଶୁଳ୍କ ହବିଷିଆଳୀ ଯୋଜନା ପାଇଁ ଆରମ୍ଭ ହେଲା ଅନଲାଇନ୍ ଆବେଦନ

ପୁରୀ: ଆଜିଠାରୁ ନିଶୁଳ୍କ ହବିଷିଆଳୀ ଯୋଜନା ପାଇଁ ଅନଲାଇନ୍ ଆବେଦନ । edistrict.odisha.gov.in ପୋର୍ଟାଲ୍ ରେ ହେବ ଆବେଦନ । ଧାର୍ଯ୍ୟ ସଂଖ୍ୟା ପୂରଣ ହେବା ପର୍ଯ୍ୟନ୍ତ ଚାଲିବ ଅନଲାଇନ୍ ରେଜିଷ୍ଟ୍ରେସନ୍ । ଅକ୍ଟୋବର ୨୬ରୁ ନଭେମ୍ବର ୨୪ ପର୍ଯ୍ୟନ୍ତ କାର୍ତ୍ତିକ…

ଝାରପଡ଼ାରେ ଦୁର୍ଗାପୂଜା ତୋରଣକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର : ପାର୍ବଣ ପୂର୍ବରୁ ଅଶାନ୍ତ ରାଜଧାନୀ । ଭୁବନେଶ୍ୱରଝାରପଡ଼ା ଅଞ୍ଚଳରେ ୨ ଗୋଷ୍ଠୀ ମୁହାଁମୁହିଁ । ଦୁର୍ଗାପୂଜା ତୋରଣକୁ କେନ୍ଦ୍ର କରି ଉତ୍ତେଜନା । ରାସ୍ତା ଉପରେ ତୋରଣ ନିର୍ମାଣକୁ ଗୋଟିଏ କମିଟିର ବିରୋଧ । ତୋରଣ ନିର୍ମାଣକୁ ପୋଲିସ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ ରାଇଫଲ୍‌ର ଯବାନ ଭାବେ କାର୍ଯ୍ୟ କରୁଥିଲେ। ଶହୀଦ ଯବାନଙ୍କର ବୟସ ଥିଲା ମାତ୍ର ୩୦…

ମେନିଆପାଜୁ ଜଙ୍ଗଲରୁ ହାତୀର ଗଳିତ ଶବ ଉଦ୍ଧାର

ବୌଦ୍ଧ : ବୌଦ୍ଧ ଜିଲ୍ଲାରେ ବନ୍ୟ ପ୍ରାଣୀ ସପ୍ତାହ ପାଳନ ଚାଲିଥିବା ବେଳେ ଜାମୁଖୋଲ ବିଟର ମେନିଆପାଜୁ ଜଙ୍ଗଲରୁ ଏଜ ହାତୀର ଗଳିତ ମୃତ ଦେହ ଠାବ କରାଯାଇଛି । ୭ ଦିନ ତଳେ ହାତୀଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି…

OAS ସ୍ତରରେ ବଡ଼ ଅଦଳବଦଳ, ଗୋଟିଏ ଦିନରେ ୨୭ ଅଧିକାରୀଙ୍କ ବଦଳି

ଭୁବନେଶ୍ବର: ରାଜ୍ୟ ସରକାର ଆଜି (ସୋମବାର) ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୋଟିଏ ଦିନରେ ୨୭ଜଣ ଉପଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ କାର୍ଯ୍ୟାଳୟର ଅତିରିକ୍ତ କମିସନର ଶୁଭାଶିଷ ମାନସିଂହଙ୍କୁ…

ଲାଞ୍ଚ ନେବା ବେଳେ ପ୍ରଧାନଶିକ୍ଷକଙ୍କୁ ଧରିଲା ଭିଜିଲାନ୍ସ

ବାଲିପାଟଣା: ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ। ଲାଞ୍ଚ ନେବା ବେଳେ ରେଡ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ । ମଧ୍ୟାହ୍ନ ଭୋଜନ ବିଲ୍ ପାସ କରିବା ପାଇଁ ଲାଞ୍ଚ ନେବା ବେଳେ ବାଲିପାଟଣା ଥାନା ଗୁଆପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ…