ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା
ଜଗତସିଂହପୁର: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି। ସେହିପରି…