Category: ରାଜ୍ୟ ଖବର

ଶିଶୁଯତ୍ନ ଅନୁଷ୍ଠାନରୁ ୪ ନାବାଳିକା ନିଖୋଜ, ସଂପୃକ୍ତ ସଂସ୍ଥା ନାବାଳିକାଙ୍କୁ ବିକ୍ରି କରିଥିବା ଅଭିଯୋଗ

ବାଲେଶ୍ବର: ଶିଶୁଯତ୍ନ ଅନୁଷ୍ଠାନ ପରିସରରୁ ୪ ନାବାଳିକା ନିଖୋଜ । ବାଲେଶ୍ବର ରେମୁଣା ଥାନା ଅନ୍ତର୍ଗତ ମାରିଲାକ ସେବା ସଦନରେ ଗତକାଲି ରାତିରେ ୪ ଜଣ ନାବାଳିକା ନିଖୋଜ ହୋଇଥିବା ଅଭିଯୋଗ ହୋଇଛି । ବିଭିନ୍ନ ମାମଲାରେ ପୂର୍ବରୁ ନିଖୋଜ ନାବାଳିକାଙ୍କୁ…

ଜମି ବିବାଦକୁ ନେଇ ବାପାକୁ ହାଣିଲା ପୁଅ

ସୋର : ରକ୍ତ ସଂପର୍କକୁ ଭୁଲିଗଲା ପୁଅ । ଜମିବାଡ଼ି ବିବାଦକୁ ନେଇ ବାପାକୁ ହାଣିଲା ପୁଅ । ଜମିବାଡ଼ି ବିବାଦରୁ ସୋର କୋର୍ଟ ସମ୍ମୁଖରେ ବାପାକୁ ହାଣିଲା ପୁଅ । ଗୋଡ଼େଇ ଗୋଡ଼େଇ କଟୁରୀରେ ଦୁଇ ପୁଅ ହାଣିଥିବା ବେଳେ…

ରଥଯାତ୍ରା ପ୍ରସ୍ତୁତି ନେଇ ବୈଠକ ଡାକିଲେ ଆଇନ ମନ୍ତ୍ରୀ, ଭିଡ଼ ନିୟନ୍ତ୍ରଣ ନେଇ ଆଲୋଚନା

ପୁରୀ : ରଥଯାତ୍ରା ପ୍ରସ୍ତୁତି ନେଇ ବଡ଼ ବୈଠକ। ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ରାଜ୍ୟ ଅତିଥି ଭବନରେ ହୋଇଛି ବୈଠକ । ରିପିଟ ନହେଉ ଦଳଚକଟା ଘଟଣା । କେମିତି ହେବ ଭିଡ଼ ନିୟନ୍ତ୍ରଣ। ଗୁଣ୍ଡିଚାରେ ରଥ ଲାଗିବା…

ଅଟୋକୁ ଧକ୍କା ଦେଲା ବସ୍, ୬ ମୃତ, ୪ ଗୁରୁତର

ବ୍ରହ୍ମପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ବସ୍ । ଦୁର୍ଘଟଣାରେ ୬ ମୃତ, ୪ ଗୁରୁତର । ଗଞ୍ଜାମ ପୁରୁଷତ୍ତମପୁର ଥାନା ଲଡ଼କପଲ୍ଲା ଛକରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସମସ୍ତ ଗୁରୁତରଙ୍କୁ…

ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟରେ ତାଲା ପକାଇଲେ ଲୋକେ

ବଲାଙ୍ଗିର : ଗୋଟେ ପଟେ ଅସହ୍ୟ ତାତି, ଅନ୍ୟପଟେ ବିଦ୍ୟୁତ କାଟ୍ । ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ତାତିଲେ ଲୋକେ । ବଲାଙ୍ଗିର ବିଦ୍ୟୁତ ବିଭାଗ କାର୍ଯ୍ୟାଳୟରେ ତାଲା ପକାଇଲେ ଆନ୍ଦୋଳନକାରୀ l ପ୍ରାୟ ତିନିଘଣ୍ଟା ଧରି ବିଦ୍ୟୁତ ବିଭାଗ…

ବିଚ୍ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼

ଉଦଳା: ପୋଲିସକୁ ନାହିଁ ଭୟ । ବାଲିଅନ୍ତା, ବ୍ରହ୍ମପୁର ପରେ ଏବେ ଉଦଳାରେ ସମାନ ଘଟଣା । ରାସ୍ତା ପାଲଟିଲା ରେସଲିଂ ରିଙ୍ଗ । ବିଚ୍ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ ହୋଇଛି । ଥାନା ଠାରୁ ମାତ୍ର ୫…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ଅଙ୍ଗନବାଡି କେନ୍ଦ୍ର ବନ୍ଦ, ଗର୍ଭବତୀ ଓ ଶିଶୁଙ୍କ ଘରେ ଖାଦ୍ୟ ପହଞ୍ଚାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: କଟକରେ ଅଙ୍ଗନବାଡି କେନ୍ଦ୍ର ବନ୍ଦ । ଆଜି ଓ କାଲି ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିର୍ଦ୍ଦେଶନାମା ଜାରି କରାଯାଇଛି । ଦୁଇ ଦିନ ଅଙ୍ଗନବାଡି କେନ୍ଦ୍ର ବନ୍ଦ ନେଇ…

ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି ବୈଠକ: ସମୀକ୍ଷା କଲେ ଡିଜିପି

ଭୁବନେଶ୍ଵର:ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ…

ପ୍ରସୂତୀଙ୍କ ମୁତ୍ୟୁ ଘଟଣାରେ ଡାକ୍ତରଙ୍କ ଗିରଫ ଦାବିରେ ମେଡିକାଲ ଆଗରେ ଧାରଣା

ବାଣପୁର:ଗତକାଲି ବାଣପୁର ଡାକ୍ତରଖାନା ରେ ଜଣେ ଗର୍ଭବତୀ ମହିଳାଙ୍କ ପ୍ରସୂତୀ ପାଇଁ ଚିକିତ୍ସା ଚାଲିଥିଲା।ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ ଡାକ୍ତର ରମାକାନ୍ତ ନାୟକଙ୍କ ଭୁଲ ଚିକିତ୍ସା ପାଇଁ ମହିଳାଙ୍କ ମୃତ୍ୟୁ ହୋଇଛି|ଏନେଇ ବାଣପୁର ଥାନାରେ ପରିବାର ପକ୍ଷରୁ ଅଭିଯୋଗ ମଧ୍ୟ ହୋଇଛି|ଗତକାଲି…

ଛାତରୁ ପଡ଼ି ଛାତ୍ର ଗୁରୁତର

ନୀଳଗିରି: ନୀଳଗିରି ବ୍ଲକ ଜାମୁଡିହାସ୍ଥିତ ଆଦର୍ଶ ବିଦ୍ୟାଳୟର ଜଣେ ଅଷ୍ଟମଶ୍ରେଣୀ ଛାତ୍ର ଛାତରୁ ଖସିପଡ଼ି ଗୁରୁତର ହୋଇଛନ୍ତି। ଗରଡ଼ିହି ପଞ୍ଚାୟତ ଅଧୀନ ବାଙ୍କିସାହି ଅଞ୍ଚଳର ନିଳାଦ୍ରୀ ଜେନାଙ୍କ ପୁଅ ତନ୍ମୟ(୧୩) ଆଦର୍ଶ ବିଦ୍ୟାଳୟରେ ପାଠ ପଢ଼ୁଥିବା ବେଳେ ସେ ନିକଟସ୍ଥ ଏକ…