Category: ରାଜ୍ୟ ଖବର

ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ: ବଢ଼ିଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର

ଭୁବନେଶ୍ବର : ମଧ୍ୟପ୍ରାଚ୍ୟ ଯୁଦ୍ଧ, ଡଲାର ମୂଲ୍ୟ ବୃଦ୍ଧି ଏବଂ ବର୍ଦ୍ଧିତ ପେଟ୍ରୋଲ ଓ ଡିଜେଲ ଦର ପ୍ରଭାବ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଉପରେ ପଡ଼ିଛି। ପରିବହନ ମୂଲ୍ୟ ବଢ଼ିବା ଦ୍ବାରା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦରଦାମ ବୃଦ୍ଧି ପାଇଛି। ଖାଇବା…

ତିନି ରଥର ଅଖ ନିର୍ମାଣ ଓ ବିନ୍ଧ ଅନୁକୂଳ କାର୍ଯ୍ୟ ଆରମ୍ଭ

ପୁରୀ : ତିନିରଥର ୪୨ଟି ଚକ ନିର୍ମାଣ ଶେଷ ପରେ ଅଖ କାର୍ଯ୍ୟ ଆରମ୍ଭ ହୋଇଛି। ଏଥିସହ ରଥର ବିଭିନ୍ନ ଅଂଶର ନିର୍ମାଣ କାର୍ଯ୍ୟ, ସମସ୍ତ ଅଖ ନିର୍ମାଣ ପରେ ପାଞ୍ଚ ଦଣ୍ଡା ଚଉପଟ ହୋଇ ସେଥିରେ ଉଭୟ ପଟରେ ମୁହଁାଟି…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର : କାଳବୈଶାଖୀ ନେଲା ୩ ଜୀବନ । କେନ୍ଦୁଝର ଟାଉନ ଥାନା ନରଣପୁର ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ । ପ୍ରବଳ ଝଡ଼ପବନରେ ଭାଙ୍ଗିଲା ଟେଣ୍ଟ, ଚାପି ହୋଇ ୩ ମୃତ । ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ସୂଚନା…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ାର ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ କୋଲନରା ବ୍ଲକରେ କାର୍ଯ୍ଯରତ ଅଛନ୍ତି । ରାୟଗଡା ସହରର ରାଉତ କଲୋନୀ ସ୍ଥିତ ବାସଭବନ,…

ପାଇଖାନାରୁ ବେକ ମୁହଁ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ମର୍ଣ୍ଣିଙ୍ଗ ୱାକରେ ଯାଇଥିବା ଛାତ୍ରଙ୍କୁ ହତ୍ୟା । ପାଇଖାନା ଭିତରୁ ବେକ ମୁହଁ ବନ୍ଧା ଅବସ୍ଥାରେ ମିଳିଲା ମୃତଦେହ । ହତ୍ୟା ଅଭିଯୋଗ ଆଣିଲେ ପରିବାର । ଭଦ୍ରକ ଜିଲ୍ଲା ଚରମ୍ପା ହାଇସ୍କୁଲ ରୋଡ଼ ଅଞ୍ଚଳରେ ଘଟିଛି ଘଟଣା ।…

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ, ନାଏବ ସରପଞ୍ଚଙ୍କ ସ୍ୱାମୀ ଗିରଫ

ଅନୁଗୋଳ: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ ଓ ମରଣାନ୍ତକ ଆକ୍ରମଣ ଘଟଣାରେ ନାଏବ ସରପଞ୍ଚଙ୍କ ସ୍ୱାମୀ ଗିରଫ । ଅନୁଗୋଳ ଜିଲ୍ଲା କଣିଁହା ବ୍ଲକ ଅନ୍ତର୍ଗତ ବାଲିପସି ଗ୍ରାମପଞ୍ଚାୟତ ର ନାଏବ ସରପଞ୍ଚଙ୍କ ସ୍ୱାମୀ ବିଷ୍ଣୁଚରଣ ପ୍ରଧାନ ନିଶାସକ୍ତ ଅବସ୍ଥାରେ ଗ୍ରାମ…

କାଠଯୋଡ଼ି ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବାରଙ୍ଗ : ବାରଙ୍ଗରେ ପୁଣି ଚାଞ୍ଚଲ୍ୟ । ମହିଳାଙ୍କୁ ମାରି ପୋତିଦେଲେ । କାଠଯୋଡ଼ି ନଦୀ ପଠାରୁ ମିଳିଲା ଅଧା ପୋତାହୋଇଥିବା ମୃତଦେହ । ଆଜି ସକାଳେ ମୃତଦେହକୁ କୁକୁର ଖାଉଥିବାଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ମହିଳାଙ୍କର…

ଆସନ୍ତା ୨୪ ଯାଏଁ ଅପରିବର୍ତ୍ତିତ ରହିବ ପାଗ; ଗ୍ରୀଷ୍ମ ଲହରୀ ସାଙ୍ଗକୁ ଗୁଳୁଗୁଳିରୁ ମିଳିବନି ନିସ୍ତାର

ଭୁବନେଶ୍ୱର: ବୁଧବାର ଓଡ଼ିଶାର ୨୨ଟି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଛି । ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଥିବାବେଳେ, ଉପକୂଳବାସୀଙ୍କୁ ମଧ୍ୟ ଗରମ ସହ ଗୁଳୁଗୁଳିରୁ ନିସ୍ତାର ନାହିଁ । ରାତିରେ ବି ତାତିରୁ ତ୍ରାହି ମିଳୁନି ।…

ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନାବାଳିକାଙ୍କୁ ଦୁଷ୍କର୍ମ, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ଭିତରେ ଜଣେ ମହିଳା ରହିଥିବା ସୂଚନା ରହିଛି । ମୁଖ୍ୟ ଅଭିଯୁକ୍ତର…

ସାମାନ୍ୟ ବଚସାରୁ ଦିନ ଦ୍ବିପହରେ ୩ ଜଣଙ୍କୁ ଛୁରାମାଡ଼

ପୁରୀ: ପୁରୀରେ ଦେଖାଦେଇଛି ଆଶ୍ଚର୍ଯ୍ୟଜନକ ଘଟଣା । ଦିନ ଦ୍ବିପହରେ ପୁରୀରେ ଆତଙ୍କ । ସାମାନ୍ୟ ବଚସାରୁ ୩ଜଣଙ୍କୁ ହୋଇଛି ଛୁରାମାଡ଼ । ପୁରୀ ବଳିଆପଣ୍ଡା ପ୍ରାଚୀ ଛକ ନିକଟରେ ହୋଇଛି ଆକ୍ରମଣ । ଛୁରୀମାଡ଼ର ଶିକାର ହୋଇଛନ୍ତି ବଳିଆପଣ୍ଡା ଅଞ୍ଚଳର…