ଜମିବାଡ଼ି ବିବାଦକୁ ନେଇ ମହିଳାଙ୍କୁ ହତ୍ୟା
ମାହାଙ୍ଗା : ଜମିବାଡ଼ି ବିବାଦକୁ ନେଇ ସୋମବାର ସକାଳେ ଜଣେ ମହିଳାଙ୍କୁ ବିଲରେ ହାଣିଲା ଖୁଡ଼ୁତାଶୂର। ମୃତକ ଜଣକ ହେଉଛନ୍ତି କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ଅକରପଡା ଗ୍ରାମର ସ୍ଵର୍ଣ୍ଣଲତା ସାହୁ। ଘଟଣା ଅନୁସାରେ ମୃତକ ସ୍ଵର୍ଣ୍ଣଲତା ସାହୁ ଘାସ କାଟିବାକୁ…
ମାହାଙ୍ଗା : ଜମିବାଡ଼ି ବିବାଦକୁ ନେଇ ସୋମବାର ସକାଳେ ଜଣେ ମହିଳାଙ୍କୁ ବିଲରେ ହାଣିଲା ଖୁଡ଼ୁତାଶୂର। ମୃତକ ଜଣକ ହେଉଛନ୍ତି କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ଅକରପଡା ଗ୍ରାମର ସ୍ଵର୍ଣ୍ଣଲତା ସାହୁ। ଘଟଣା ଅନୁସାରେ ମୃତକ ସ୍ଵର୍ଣ୍ଣଲତା ସାହୁ ଘାସ କାଟିବାକୁ…
ଭୁବନେଶ୍ୱର : ବାଲିଅନ୍ତା ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲାରେ ଚିହ୍ନଟ ହେଲେ ସବୁ ଅଭିଯୁକ୍ତ। ସିସିଟିଭିରୁ ଚିହ୍ନଟ ହୋଇଛନ୍ତି ସବୁ ଅଭିଯୁକ୍ତ। କ୍ରାଇମବ୍ରାଞ୍ଚ ଡିଜି ବିନୟ ତୋଷ ମିଶ୍ର ଏ ନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ବାଲିଅନ୍ତା ବର୍ବର…
ଭୁବନେଶ୍ୱର : ବିଜେପି କୋର କମିଟି ବୈଠକରେ ୨୦୩୬ ‘ବିକଶିତ ଓଡ଼ିଶା’ ପାଇଁ ପ୍ରସ୍ତୁତ ହେଲା ମାଷ୍ଟରପ୍ଲାନ୍ । ଉତ୍ତରଦାୟୀ ସରକାର ଓ ଶକ୍ତିଶାଳୀ ସଂଗଠନ ଉପରେ ଜୋର ଦିଆଯାଇଛି । ବୈଠକରେ ଯୋଗ ଦେବା ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ…
ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ । ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ଵାରା ପରିଚାଳିତ ୨୦୨୬ ବାର୍ଷିକ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ ଆସନ୍ତା ମେ’…
ବାରଙ୍ଗ: ଅସାବଧାନତା ଯୋଗୁଁ ଚାଲିଗଲା ଜୀବନ । ଦୁଇ ମହଲା ଛାତରୁ ତଳକୁ ଖସିପଡ଼ି ଯୁବକ ମୃତ । ମୃତ ଯୁବକ ହେଲେ ଜଗନ୍ନାଥ ସାହୁ। ସେ ଓମଫେଡରେ କ୍ଷୀର ଟ୍ୟାଙ୍କର ଚାଳକ ଭାବେ କାର୍ଯ୍ୟ କରନ୍ତି । ଯୁବକଙ୍କ ନିଜ…
ଭୁବନେଶ୍ବର: ୪ ଦଫା ଦାବିକୁ ନେଇ ପାତ୍ରପଡା ଭଗବାନପୁର ଆମ ବସ ଡିପୋରେ ଆନ୍ଦୋଳନରେ ବସିଛନ୍ତି ଆମ ବସ କର୍ମଚାରୀ । ଦରମା ପ୍ରଦାନରେ ବିଳମ୍ବ, EPF ଓ ESI ସୁବିଧା ସମସ୍ୟା ସହ ବିଭିନ୍ନ ଦାବିକୁ ନେଇ ଭୋର ୪ଟାରୁ…
ଭୁବନେଶ୍ୱର: ମହାପ୍ରଭୁ ଜଗନ୍ନାଥଙ୍କ ସଂସ୍କୃତିର ପ୍ରଚାର ପ୍ରସାରକୁ ମିଳିବ ପ୍ରୋତ୍ସାହନ । ରାଜ୍ୟରେ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଏବଂ ବ୍ୟାଖ୍ୟାନ କେନ୍ଦ୍ର ପ୍ରତିଷ୍ଠା ହେବ । ଏନେଇ ୩୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ସମ୍ମିଳନୀ କକ୍ଷ ସହ ଏକ ଦୃଶ୍ୟ-ଶ୍ରାବ୍ୟ ହଲ୍ ଏବଂ…
କଟକ: ଦେଶରେ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ହେବାର ଆଶଙ୍କା ଦେଖାଦେଇଛି। ଏହି ତୈଳ ସଙ୍କଟ ସମୟରେ ସଚେତନତା ସୃଷ୍ଟି ପାଇଁ ସାଇକେଲରେ ହାଇକୋର୍ଟ ଗଲେ ୩ ବିଚାରପତି। ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ…
କେନ୍ଦୁଝର:ପିଇଓଙ୍କୁ ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ୧୮ ହଜାର ଟଙ୍କା। ଭତ୍ତା ବାଣ୍ଟିବାକୁ ଟଙ୍କା ନେଇ ଯାଉଥିଲେ ପିଇଓ । ଏହି ସମୟରେ ବାଉରୀପଦା ପଞ୍ଚାୟତ ଅଫିସ୍ ନିକଟରୁ ଏହି ଲୁଟ୍ ହୋଇଛି । ସଦର ଥାନାରେ ଲିଖିତ…
ଭୁବନେଶ୍ୱର: ଦିନକୁ ଦିନ ଆକାଶଛୁଆଁ ହେଉଥିବା ଇନ୍ଧନ ଦର ଏବଂ ବଢ଼ୁଥିବା ମୁଦ୍ରାସ୍ଫୀତି ସାଧାରଣ ଜନତାଙ୍କ ଅଣ୍ଟା ଭାଙ୍ଗିଦେଲାଣି। ଏହି ଜ୍ୱଳନ୍ତ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଏବେ କେନ୍ଦ୍ର ସରକାରଙ୍କ ଦ୍ୱାରସ୍ଥ ହୋଇଛନ୍ତି ରାଜ୍ୟସଭା ସାଂସଦ ତଥା ବିଜେଡି ନେତା…