Category: ରାଜ୍ୟ ଖବର

ପୁରୀ ସହର: ୩ହଜାର କୋଠାରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା

ପୁରୀ:‌ ବଡ଼ଦାଣ୍ଡ ସମ୍ରାଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ପରେ ପୁରୀ ସହରର ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ନେଇ ବଡ଼ ପ୍ରଶ୍ନ ଠିଆ ହୋଇଛି। ସୌଭାଗ୍ୟକୁ କେହି ମୃତାହତ…

ଶ୍ରୀକ୍ଷେତ୍ର ଗାଥା ବଖାଣିବ ନରେନ୍ଦ୍ର ପୁଷ୍କରିଣୀ କାନ୍ଥ

ପୁରୀ: ନୂଆ ରୂପ ନେଉଛି ନରେନ୍ଦ୍ର ପୁଷ୍କରିଣୀ। କାଚକେନ୍ଦୁ ଭଳି ଝଲମଲ ଜଳରାଶି ‌ପାଇଁ ଚାଲିଛି ପଙ୍କୋଦ୍ଧାର। ଔଷଧୀୟ ଗୁଳ୍ମରେ ତୀର୍ଥ ଜଳକୁ ବିଶୋଧନ କରିବା ପାଇଁ…

ରାଜ୍ୟରେ ୩୬ଟି ନୂତନ ଥାନା ପ୍ରତିଷ୍ଠା କରାଯାଇଛି: ଗୃହ ରାଷ୍ଟ୍ର ମନ୍ତ୍ରୀ

ଭୁବ‌ନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟରେ ୩୬ଟି ନୂତନ ଥାନା ପ୍ରତିଷ୍ଠା କରାଯାଇଛି ବୋଲି ସ୍ଵରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି ବିଧାନସଭାରେ…

ଓଡ଼ିଶାର ବନାଗ୍ନି ଦେଶରେ ସର୍ବାଧିକ, କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟରେ ହୁହୁ ହୋଇ ବଢ଼ୁଥିବା ଜଙ୍ଗଲ ନିଆଁ ନେଇ ଗଭୀର ଚିନ୍ତାବ୍ୟକ୍ତ କରି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ କେନ୍ଦ୍ର ଶିକ୍ଷା…

ଥଣ୍ଡା, କାଶ ଥିଲେ କୋଭିଡ ଟେଷ୍ଟ କରାଇନିଅନ୍ତୁ: ଜନ ସ୍ୱାସ୍ଥ୍ୟ ନିର୍ଦେଶକ

ଭୁବ‌ନେଶ୍ବର: ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ। ରାଜ୍ୟରେ ଏଚ ୩ ଏନ ୨ ଭାଇରସ ଚିନ୍ତା ବଢ଼ାଇଥିବା ବେଳେ ଏନେଇ ଜନ…

ଗତ ୯ ବର୍ଷ ଭିତରେ ଥାନା ପୁଲିସ ହେପାଜତରେ ୫୧ଜଣ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଛି: ମନ୍ତ୍ରୀ

ଭୁବ‌ନେଶ୍ବର: ଗତ ୯ ବର୍ଷ ଭିତରେ ଥାନା ପୁଲିସ ହେପାଜତରେ ୫୧ଜଣ ଅଭିଯୁକ୍ତ ଓ ୫୪୬ଜଣ କଏଦୀ/ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି। ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ…

ବନ୍ୟଜନ୍ତୁଙ୍କ ଶିକାର ପାଇଁ ନିଆଁ ଲଗାଉଛନ୍ତି ଶିକାରୀ: ପିସିସିଏଫ

ଭୁବ‌ନେଶ୍ବର: ଜଙ୍ଗଲ ନିଆଁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ୱାଳ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଶିକାରୀ ବନ୍ୟଜନ୍ତୁଙ୍କ ଶିକାର ପାଇଁ ନିଆଁ ଲଗାଉଛନ୍ତି। ଗତକାଲି କନ୍ଧମାଳ ଜିଲ୍ଲାରୁ…

ରାଜ୍ୟରେ ଏବେ ୮ ହଜାର ୨୧୩ ଜଣ ଡାକ୍ତର କାର୍ଯ୍ୟରତ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବ‌ନେଶ୍ବର: ରାଜ୍ୟରେ ମୋଟ ୧୦ ହଜାର ୭୭୪ ଡାକ୍ତର ପଦବୀ ରହିଛି। ବର୍ତ୍ତମାନ୍ ୭ ହଜାର ୧୮୦ ଡାକ୍ତର ଅଛନ୍ତି। ଚୁକ୍ତିଭିତ୍ତିକ ଓ ଅନ୍ୟ ପଦକୁ ମିଶାଇଲେ…

ଗୃହରେ ଉଠିଲା ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲା: ଉତ୍ତର ରଖିଲେ ମନ୍ତ୍ରୀ

ଭୁବ‌ନେଶ୍ବର: ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାରେ ଗୃହରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷ‌ାରକାନ୍ତି ବେହେରା। ଏହି ମାମଲାର କ୍ରାଇମବ୍ରାଞ୍ଚ୍ ତଦନ୍ତ ସହ ନ୍ୟାୟିକ ତଦନ୍ତ ଚାଲିଛି।…