ବିଧାନସଭାରେ ଉଠିଲା ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦ: ପ୍ରବଳ ହଟ୍ଟଗୋଳ, ଅପରାହ୍ଣ ୪ ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ବର: ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ଗୃହରେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ଏହାକୁ ନେଇ ପ୍ରବଳ ହଟ୍ଟଗୋଳ ହେବା ଯୋଗୁ ଅପରାହ୍ଣ ୪ ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ବିରୋଧୀ ଦଳ…