Category: ରାଜ୍ୟ ଖବର

ମାର୍ଚ୍ଚରୁ ମେ ମାସ ଯାଏ ରାଜ୍ୟରେ ଦିନ ତାପମାତ୍ରା ଅଧିକ ରହିବା ସମ୍ଭାବନା

ଭୁବନେଶ୍ବର: ମାର୍ଚ୍ଚ ପ୍ରଥମ ସପ୍ତାହରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରି ଯାଏଁ ବଢ଼ିବାର ସମ୍ଭାବନା ରହିଛି। ରାଜ୍ୟରେ ମାର୍ଚ୍ଚ ମାସରୁ ସ୍ୱାଭାବିକଠାରୁ…

୮ହଜାର ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଳସାଥୀ, ଆହାର ସାଥୀ, ସ୍ବଚ୍ଛସାଥୀ ଓ ସୁପରଭାଇଜର୍ ଆଦିଙ୍କୁ ସାଇକେଲ ବଣ୍ଟନ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ୮ହଜାର ସହଭାଗୀଙ୍କୁ ସାଇକେଲ ବଣ୍ଟନ…

ଅବସରପ୍ରାପ୍ତ ଶିକ୍ଷକଙ୍କ ଗାଡ଼ି ଡ଼ିକିରୁ ଲକ୍ଷେ ଟଙ୍କା ଲୁଟିନେଲେ

ଢେଙ୍କାନାଳ : ସୁନା କିଣିବା ପାଇଁ ବ୍ୟାଙ୍କରୁ ଲକ୍ଷେ ଟଙ୍କା ଉଠାଇ ଘରକୁ ଫେରୁଥିଲେ। ହେଲେ ବାଟରେ ଗାଡ଼ି ରଖି ଚାରା କିଣୁ କିଣୁ ଡିକି ଭାଙ୍ଗି…

ପରୀକ୍ଷା ଦେଇ ଫେରୁଥିବା ବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଆକ୍ରମଣ, ଗଳା କାଟି ଦେଲେ ଯୁବକ

ରାୟଗଡ଼ା : ପରୀକ୍ଷା ଦେଇ ଫେରୁଥିବା ବେଳେ ଜଣେ ଯୁକ୍ତ ଦୁଇ କଳା ଛାତ୍ରୀଙ୍କୁ ହୋଇଛି ଆକ୍ରମଣ। ଜଣେ ଯୁବକ ଛୁରୀରେ ତାଙ୍କ ବେକ କାଟି ଦେଇଛନ୍ତି।…

୨୦୨୩-୨୪ ବଜେଟରେ ସ୍ଵାସ୍ଥ୍ୟସେବା କ୍ଷେତ୍ରକୁ ୧୬ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି: ସ୍ଵାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ୨୦୨୩-୨୪ ବଜେଟରେ ସ୍ଵାସ୍ଥ୍ୟସେବା କ୍ଷେତ୍ରକୁ ୧୬ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଏହା ଗତ ବଜେଟ ତୁଳନାରେ ୨୭% ଅଧିକ ଏବଂ ୨୦୧୭-୧୮…

ରାଜନୈତିକ ଫାଇଦା ପାଇଁ ଦରଦାମ ବୃଦ୍ଧି କଥା କହୁଛି ବିଜେଡି: ବିରୋଧୀ ଦଳ ମୁଖ୍ୟ ସଚେତକ

ଭୁବନେଶ୍ବର: ଦରଦାମ ବୃଦ୍ଧିକୁ ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ। ସେ କହିଛନ୍ତି,…

ଆନ୍ଦୋଳନରେ ସାମିଲ ନଥିବା, ଚା’-ପାଣି ଦେବାକୁ ଆସିଥିବା ଲୋକ ଗିରଫ ହୋଇଛନ୍ତି: ଜୟନାରାୟଣ ମିଶ୍ର

ଭୁବନେଶ୍ବର: ବିଧାନସଭା ଘେରାଉ ସମୟରେ ଧସ୍ତାଧସ୍ତି ଘଟଣାରେ ପୁଲିସ ଦ୍ବାରା ଗିରଫ ହୋଇଥିବା ବିଜେପି ଯୁବ ମୋର୍ଚ୍ଚା ନେତା ଓ କର୍ମୀମାନଙ୍କୁ ଗୁରୁବାର ଝାରପଡ଼ା ଜେଲ୍‌ରେ ଭେଟିଛନ୍ତି…

ସରକାରୀ ଶିଳ୍ପ ତାଲିମ କେନ୍ଦ୍ରର ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଉମରକୋଟ: ନବରଙ୍ଗପୁର ଜିଲ୍ଲା ଉମରକୋଟସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର(ଆଇଟିଆ)ରେ ଅଧ୍ୟନରତା ଜଣେ ଦ୍ଵିତୀୟ ବର୍ଷର ଛାତ୍ରୀ ହଷ୍ଟେଲ୍‌ ରୁମ୍‌ ଭିତରେ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା…

ପିଣ୍ଟୁ ନନ୍ଦଙ୍କ ମୃତ୍ୟୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଶ୍ରୀତମ

ଭୁବନେଶ୍ବର : ଅଭିନେତା ପିଣ୍ଟୁ ନନ୍ଦଙ୍କ ମୃତ୍ୟୁ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ଅଭିନେତା ତଥା ସିନେ କଳାକାର ସଂଘ ସଂପାଦକ ଶ୍ରୀତମ ଦାସ। ସେ…

୭ କୋଟି ୩୫ ଲକ୍ଷ ଟଙ୍କାର ନକଲି ଔଷଧ ଜବତ, ଜଣେ ଗିରଫ

ଭୁବେନଶ୍ବର : ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ନକଲି ଔଷଧ ମିଳିବା ଘଟଣାରେ ଉତ୍ତର ପ୍ରଦେଶରେ ଜଣେ ବ୍ୟକ୍ତି ଗିରଫ ହୋଇଛନ୍ତି। ଉତ୍ତର ପ୍ରଦେଶ ଏସ୍‌ଟିଏଫ୍‌ ତାଙ୍କୁ…