Category: ରାଜ୍ୟ ଖବର

ଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡ, ଏକ୍ସପୋଜ କରିବାକୁ ହୋଇଥିଲା ହ୍ଵାଟସ୍‌ ଆପ୍‌ ଗ୍ରୁପ୍

ଭୁବନେଶ୍ୱର: ଆଜେକ୍ସ-ଏକ୍ସପୋଜ-ହ୍ଵାଟସ୍‌ ଆପ୍‌ ଗ୍ରୁପ । ଡିଜେ ଆଜେକ୍ସ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ନୂଆ ସୁରାକ । ଆଜେକ୍ସଙ୍କୁ ଏକ୍ସପୋଜ କରିବାକୁ ହୋଇଥିଲା ହ୍ଵାଟସ୍‌ ଆପ୍‌ ଗ୍ରୁପ । ତିନିଜଣ ଯୁବତୀ କରିଥିଲେ ହ୍ଵାଟସ୍‌ ଆପ୍‌ ଗ୍ରୁପ । ସାଇବର…

ଗୃହ କମିଟି ବୋଡେନ ଯାଇ ରିପୋର୍ଟ ଦାଖଲ କରିବାକୁ କଂଗ୍ରେସ ବିଧାୟକ ଦଳ ନେତାଙ୍କ ଦାବି

ଭୁବନେଶ୍ବର: ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଆଦିବାସୀଙ୍କ ଉପରେ ପୁଲିସର ଅତ୍ୟାଚାର ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ, ବୋଡେନ ଗାଁରେ ଗୋଟେ ପଟେ ମାଓବାଦୀଙ୍କ ଭୟ, ଅନ୍ୟପଟେ ପୁଲିସର ଅତ୍ୟାଚାର ଭୟରେ ଗାଁ ଛାଡ଼ୁଛନ୍ତି ଲୋକେ। ଅଶିକ୍ଷିତ…

ହାତୀକୁ ମାରି ଦାନ୍ତ କାଟିନେଲେ ଶିକାରୀ

ବାଲେଶ୍ଵର : ପୁଣି ଏକ ଦନ୍ତାର ମୃତ୍ୟୁ। ମାରି ଦାନ୍ତ କାଟିନେଲେ ଶିକାରି। ବାଲେଶ୍ଵର ଜିଲ୍ଲା ନୀଳଗିରି କୂଳଡିହା ଅଭୟାରଣ୍ୟକଳମା ଚତୁରୀ ନିକଟରୁ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ତାକୁ ଗୁଳି ମାରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଗୋଟିଏ ବର୍ଷରେ…

ଏପ୍ରିଲ ୩ରୁ ମାଟ୍ରିକ ଖାତା ମୂଲ୍ୟାୟନ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାର ଖାତା ମୂଲ୍ୟାୟନ ଏପ୍ରିଲ ୩ରୁ ଆରମ୍ଭ ହେବ। ଏଥି ପାଇଁ ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ମୂଲ୍ୟାୟ‌ନ…

ବିଶ୍ୱ ଯକ୍ଷ୍ମା ଦିବସ: ପୁରୀ ବେଳାଭୂମିରେ ‘ୟେସ ଉଇ କ୍ୟାନ ଉଇନ ଟିବିର’ ବାର୍ତ୍ତା ଦେଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ୟେସ ଉଈ କ୍ୟାନ ଉଇନ ଟିବିର ବାର୍ତ୍ତା ଦେଲେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ୬ଟନ ବାଲିରେ ଏହି ବାଲୁକା ଭାସ୍କର୍ଯ୍ୟକୁ ବେଳାଭୂମିରେ ପ୍ରସ୍ତୁତ କରିଛନ୍ତି ସୁଦର୍ଶନ । ଆଜି ମାର୍ଚ୍ଚ ୨୪କୁ…

ଦୁଇ ଅନାଥ ପିଲାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ କାଲିଫର୍ଣ୍ଣିଆ ଦମ୍ପତି

ଯାଜପୁର: ଦୁଇ ଅନାଥ ପିଲାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ବିଦେଶୀ ଦମ୍ପତି। ଯାଜପୁର ଜିଲ୍ଲା ବଡ଼ଚଣାର ବୁଢ଼ାକେନ୍ଦୁଆସ୍ଥିତ ନେସନ୍ ଅନୁଷ୍ଠାନରେ ପହଞ୍ଚିଥିଲେ ସୁଦୂର କର୍ଲିଫର୍ଣିଆର ଡକ୍ଟର ଦମ୍ପତି ଷ୍ଟିଫେନ ଥାଡିଅସ ଓ ଫତିମା ନଥାନ ଫଙ୍କ। ଉଭୟ ଦମ୍ପତି…

ଶୂନ୍ୟକାଳରେ କେନ୍ଦ୍ର ଅବହେଳା କଥା ଉଠାଇଲା ବିଜେଡି, ଜବାବ ରଖିଲା ବିଜେପି

ଭୁବନେଶ୍ବର: ଶୂନ୍ୟକାଳରେ କେନ୍ଦ୍ର ଅବହେଳା କଥା ଉଠାଇଲେ ବିଜେଡି ବିଧାୟକ ଅରୁଣ ସାହୁ। ଗମନାଗମନ ପ୍ରସଙ୍ଗକୁ ନେଇ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ। ଖୋର୍ଦ୍ଧା ବଲାଙ୍ଗୀର ପ୍ରକଳ୍ପ ଉଠାଇ ସେ କହିଥିଲେ, ରେଳ ବଜେଟରେ କେନ୍ଦ୍ର ସରକାର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଇଥିବା ଛାତ୍ରୀର ମୃତ୍ୟୁ

ଭୁବନ: ମା’ଙ୍କ ସହିତ ବସ୍‌ରେ ଅଜାଘରକୁ ଯାଇଥିଲେ ସମ୍ଭବତଃ ସଡ଼କ ଦୁର୍ଘଟଣାରେ ଜୀବନ ଯାଇ ନଥାନ୍ତା। ବାପାଙ୍କ ସହ ଅଜାଙ୍କ ଘରକୁ ବାଇକ୍‌ରେ ଯିବି ବୋଲି ଜିଦ୍‌ ଧରିବା ଦଶମ ଶ୍ରେଣୀ ଛାତ୍ରୀ ପାଇଁ କାଳ ହୋଇଛି। ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ…

ଗଞ୍ଜାମରେ ଯକ୍ଷ୍ମା ନେଉଛି ବର୍ଷକୁ ୨୫୦ ଜୀବନ; ବଢୁଛି ପଜିଟିଭ୍‌ ସଂଖ୍ୟା, ଏଚ୍‌ଆଇଭି ସଂକ୍ରମିତଙ୍କୁ ବିପଦ ଅଧିକ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଏଡ୍‌ସ ଠାରୁ ଆହୁରି ଭୟଙ୍କର ରୂପ ନେଉଛି ଯକ୍ଷ୍ମା। ଦିନକୁ ଦିନ ପଜିଟିଭ୍‌ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁହାର ମଧ୍ୟ ବଢ଼ି ଚାଲିଛି। ଗତ ୩ବର୍ଷ ମଧ୍ୟରେ ପ୍ରତିବର୍ଷ ହାରାହାରି ୨୫୦ ଜଣ ଯକ୍ଷ୍ମା ରୋଗୀ ଜୀବନ…

ଅପପୁଷ୍ଟି ପ୍ରସଙ୍ଗକୁ ନେଇ ବିଧାନସଭା ହୁଲସ୍ତୁଲ: ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ଅପପୁଷ୍ଟି ପ୍ରସଙ୍ଗକୁ ନେଇ ଆସି ବିଧାନସଭା ହୁଲସ୍ତୁଲ । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଆଜି ବିଧାନସଭାରେ କଳିଙ୍ଗନଗର ଅପପୃଷ୍ଟି ପ୍ରସଙ୍ଗ ଉଠାଇବା ପରେ ଏହାର ଜବାବ ରଖିଥିଲେ ଶାସକ ଦଳ ବିଧାୟକ ଅମର ଶତପଥୀ। ଏହାକୁ ନେଇ…