Category: ରାଜ୍ୟ ଖବର

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗୀୟ ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭାଗୀୟ ସମୀକ୍ଷା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନି ଆବାସ ଘରକୁ ନେଇ ନିଜ ନିଜର ମତ ରଖିଛନ୍ତି। ସେମାନେ ସାମ୍ୱାଦିକ…

ଭିନ୍ନକ୍ଷମ ସଶକ୍ତୀକରଣ ପାଇଁ ଭୁବନେଶ୍ୱର ଓ ସୁନ୍ଦରଗଡ଼ରେ ଦୁଇଟି ବିଶ୍ଵସ୍ତରୀୟ କେନ୍ଦ୍ର ମନୋଦୟ ପ୍ରତିଷ୍ଠା ହୋଇଛି

ଭୁବନେଶ୍ବର: ଭିନ୍ନକ୍ଷମ ସଶକ୍ତୀକରଣ ପାଇଁ ଭୁବନେଶ୍ୱର ଓ ସୁନ୍ଦରଗଡ଼ରେ ଦୁଇଟି ବିଶ୍ଵସ୍ତରୀୟ କେନ୍ଦ୍ର ମନୋଦୟ ପ୍ରତିଷ୍ଠା ହୋଇଛି | ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ସମୀକ୍ଷା ପରେ ଏ ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ଅଶୋକ…

ବେଆଇନ୍ ଲିଙ୍ଗ ନିରୂପଣ ଅଭିଯୋଗରେ କଟକରେ ଡାକ୍ତରଙ୍କ କ୍ଲିନିକ୍‌ ସିଲ୍‌

କଟକ: ବେଆଇନ୍ ଲିଙ୍ଗ ନିରୂପଣ ଅଭିଯୋଗରେ କଟକରେ ଜଣେ ଡାକ୍ତରଙ୍କ କ୍ଲିନିକ୍‌ରେ ଚଢଉ ହୋଇଛି। ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶରେ ହୋଇଥିବା ଏହି ଚଢ଼ଉରେ ସ୍ଥାନୀୟ ଥାନା ଅଧିକାରୀଙ୍କ ସହ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ଉପସ୍ଥିତ ଥିଲେ। ତେବେ ବହୁ ପୂର୍ବରୁ…

ଆଜି ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର : ଦିନକୁ ଦିନ ଆହୁରି ଅସହ୍ୟ ହେବାରେ ଲାଗିଛି ଖରା ତାତି । ପାରଦ ବଢୁଛି ଉପରକୁ । ଆଜି ନୂଆପଡ଼ାରେ ସର୍ବାଧିକ ୪୪ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି । ତା ପଛକୁ ଝାରସୁଗୁଡ଼ା ୪୩.୪, ତାଳଚେର ୪୩.୨,…

ପର୍ଯ୍ୟଟକଙ୍କୁ ଆକ୍ରମଣ ଘଟଣା: ୪ ଅଭିଯୁକ୍ତ ଗିରଫ, ଟୋଲ ଗେଟ୍‌ ସିଲ୍‌

ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁଣ୍ଡଳି ଟୋଲ ଗେଟ୍‌ ଠାରେ ମଙ୍ଗଳବାର ଘଟିଥିବା ଆକ୍ରମଣ ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପାଟେଣିଗାଁର ଦୀପକ ପ୍ରଧାନ (୨୩) ,ପାଟେଣିଗାଁର ବୁବୁ ଓରଫ ଦୀପକ…

ପ୍ରତି ପଞ୍ଚାୟତକୁ ଗଡ଼ିବ ମୋ’ ବସ୍‌

ଭୁବନେଶ୍ବର : ରାଜ୍ୟର ପ୍ରତି ପଞ୍ଚାୟତକୁ ଗଡ଼ିବ ମୋ’ ବସ୍‌। ‘ଲକ୍ଷ୍ମୀ’ ଯୋଜନାରେ ଗ୍ରାମାଞ୍ଚଳରେ ଦିଆଯିବ ପରିବହନ ସୁବିଧା। ବ୍ଲକରୁ ପ୍ରତି ପଞ୍ଚାୟତକୁ ଚାଲିବ ମୋ’ ବସ୍‌। ପ୍ରଥମ ପର୍ଯାୟରେ ପାଇଲଟ୍‌ ପ୍ରୋଜେକ୍ଟ ଭାବେ ରାଜ୍ୟର ୬ଟି ଜିଲ୍ଲାକୁ ହାତକୁ ନିଆଯାଇଛି।…

‘ଫୌଜଦାରୀ ମାମଲା ବିଚାରାଧୀନ ଥିଲେ ସରକାରୀ କର୍ମଚାରୀଙ୍କୁ ପଦୋନ୍ନତି ମନା’

କଟକ : ଭିଜିଲାନ୍ସ କିମ୍ୱା ଅନ୍ୟ ଫୌଜଦାରୀ ମାମଲା ବିଚାରାଧୀନ ଥିଲେ ସରକାରୀ କର୍ମଚାରୀଙ୍କୁ ପଦୋନ୍ନତି ମିଳିବ ନାହିଁ। ଆଜି ଏଭଳି ରାୟ ଶୁଣାଇଛନ୍ତି ଓଡିଶା ହାଇକୋର୍ଟ। ଜଣିକିଆ ବିଚାରପତିଙ୍କ ରାୟକୁ ଚାଲେଞ୍ଜ କରି ରାଜ୍ୟ ସରକାର ଦାୟର କରିଥିବା ୪୬ଟି…

ବଦଳିଲା ମାଟ୍ରିକ୍‌ ପରୀକ୍ଷା ଢାଞ୍ଚା; ହଟିଲା ସମ୍ମେଟିଭ୍‌

କଟକ : ବଦଳିଲା ମାଟ୍ରିକ୍‌ ପରୀକ୍ଷା ଢାଞ୍ଚା। କରୋନା ପାଇଁ ଗତ ଦୁଇ ବର୍ଷ ଧରି ନବମ ଓ ଦଶମରେ ହେଉଥିବା ସମ୍ମେଟିଭ୍‌ ପରୀକ୍ଷା ଆଉ ହେବନାହିଁ। କିନ୍ତୁ ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ ଓ ହାପ୍‌ ଇଅଲି ପରୀକ୍ଷା ହେବ। ଏଥିସହ ଦଶମ…

ଏଣିକି ଶୈବ ପୀଠରେ ଗଞ୍ଜେଇ ମନା

ଭୁବନେଶ୍ବର : ଓଡ଼ିଶାର ସମସ୍ତ ଶୈବ ପୀଠରେ ନିଷେଧ ହେବ ଗଞ୍ଜେଇ ବ୍ୟବହାର। ଶୈବପୀଠ ମାନଙ୍କରେ ଗଞ୍ଜେଇ ବ୍ୟବହାର ନିଷେଧ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲପାଳ ଓ ଏସପିଙ୍କୁ ଚିଠି ଲେଖିଛି ଓଡ଼ିଆ ଭାଷା ସାହିତ୍ୟ ଓ…

ପ୍ରସବ ବେଳେ ଜନ୍ମନିୟନ୍ତ୍ରଣ ଅସ୍ତ୍ରୋପଚାର!

କେନ୍ଦୁଝର : ପ୍ରସବ ବେଳେ ଜନ୍ମନିୟନ୍ତ୍ରଣ ଅସ୍ତ୍ରୋପଚାର କରିଦେଲେ ଡାକ୍ତର! ଏନେଇ ପ୍ରସୂତିଙ୍କ ସ୍ୱାମୀ ଥାନାରେ ଏତଲା ଦେଇଥିବା ବେଳେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଅସ୍ତ୍ରୋପଚାର କରିଥିବା ଡାକ୍ତର। ସେ କହୁଛନ୍ତି, ପ୍ରସୂତିଙ୍କ ଅନୁମତି ଓ ଦସ୍ତଖତ ନିଆଯାଇ ଜନ୍ମନିୟନ୍ତ୍ରଣ ଅସ୍ତ୍ରୋପଚାର…