ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା, ୧୯ଟି ସିଟିଂରେ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ
ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ଥିଓରି ପରୀକ୍ଷା। ପରୀକ୍ଷା ପାଇଁ ସକାଳ ୮.୩୦ ସୁଦ୍ଧା ସମସ୍ତ କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିଥିଲା। କପି ରୋକିବାକୁ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୧୯ଟି…