ଏସ୍ସିବିରେ ହେବ ରାଜ୍ୟର ପ୍ରଥମ ବୋନ୍ ବ୍ୟାଙ୍କ
କଟକ : କଟକ ବଡ଼ଡାକ୍ତରଖାନା(ଏସ୍ସିବି)ରେ ଖୋଲିବ ରାଜ୍ୟର ପ୍ରଥମ ବୋନ୍ ବ୍ୟାଙ୍କ। ଏଥିପାଇଁ ଅସ୍ଥିଶଲ୍ୟ(ଅର୍ଥୋପେଡିକ୍) ବିଭାଗରେ ସମସ୍ତ ପ୍ରସ୍ତୁତି ସରିଛି। ଅନ୍ୟପଟେ ଏଥିପାଇଁ ଆବଶ୍ୟକୀୟ ଭିତ୍ତିଭୂମି ପ୍ରସ୍ତୁତି ସରିଥିବାବେଳେ ମେସିନ୍ ପାଇଁ ଟେଣ୍ଡର ଡକାଯାଇଛି। ଯାହାକି ଆସନ୍ତା ୨୯ତାରିଖରେ ଖୋଲାଯିବ। ବର୍ତ୍ତମାନ…