ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁଅନେଶ୍ୱର: ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା। ଝୁଲନ୍ତା ଅବସ୍ଥାରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଥିଲା ପୋଲିସ। ମୃତୁର କାରଣ ଅସ୍ପଷ୍ଟ ରହିଛି । ମୃତକ ଜଣକ ମଞ୍ଚେଶ୍ୱରର ଏକ ଘରୋଇ କଲେଜର ITI ଇଲେକଟ୍ରିକାଲ ଛାତ୍ର ଥିଲେ । ତାଙ୍କ…