ବାଚସ୍ପତିଙ୍କ ସହ ଇସ୍ତଫା ଦେଲେ ଦୁଇ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ବର: ଜଲଦି ହେବ ମନ୍ତ୍ରୀ ମଣ୍ଡଳ ଅଦଳବଦଳ । ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିବା ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନିଜ ପଦରୁ ଇସ୍ତଫା…
ଭୁବନେଶ୍ବର: ଜଲଦି ହେବ ମନ୍ତ୍ରୀ ମଣ୍ଡଳ ଅଦଳବଦଳ । ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିବା ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନିଜ ପଦରୁ ଇସ୍ତଫା…
ପୁରୀ : ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ବୁଧବାର ଦିନ ୧୭ ଦିନରେ ପହଞ୍ଚିଛି। ୧୭ ଦିନ ଶେଷ ସୁଦ୍ଧା ତିନି ରଥର ୨୫ଟି ଚକ ନିର୍ମାଣ ଶେଷ ହୋଇଛି। ତାଳଧ୍ବଜ ଓ ଦର୍ପଦଳନ ରଥର ୮ଟି ଲେଖାଏଁ ଚକ ନିର୍ମାଣ…
କଟକ : ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ। ଆଜି ଅପରାହ୍ନରେ କଟକ ତଳତେଲେଙ୍ଗା ବଜ଼ାର ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ହେବ ସେ କର୍କଟ…
ଭୁବନେଶ୍ୱର: ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ। କେନ୍ଦୁଝର , ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରାରେ ଏକକାଳୀନ ଚଢ଼ାଉ କରାଯାଉଥିବା ସୂଚନା । ଭୁବନେଶ୍ଵରର ବାସ ଭବନରେ ମଧ୍ଯ ଚାଲିଛି ଚଢ଼ାଉ। ଟ୍ୟାକ୍ସ ଫାଙ୍କିବା ନେଇ ରେଡ…
ଭୁବନେଶ୍ବର: ବନ୍ଦ ହେବାକୁ ଯାଉଛି ରାଜଧାନୀର ଆଉ ଏକ ପୁରାତନ ଉଚ୍ଚ ବିଦ୍ୟାଳୟ। ୧୯୬୭ ମସିହାରେ ସହରର ଛାତି ଉପରେ ଗଢ଼ିଉଠିଥିବା ୟୁନିଟ୍-୯ ବାଳିକା ଉଚ୍ଚ ବିଦ୍ୟାଳୟରେ ସବୁଦିନ ଲାଗି ତାଲା ପକାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୫୭ ବର୍ଷ…
ସମ୍ବଲପୁର : ଭୂଷଣ ଷ୍ଟିଲ ପ୍ଲାଣ୍ଟ କ୍ୱାର୍ଟର ୬ ମହଲା ଉପରୁ ପଡି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ। ବାଲକୋନୀରେ ଖେଳୁଥିବା ବେଳେ ତଳକୁ ଖସି ପଡ଼ିଥିବା ସୂଚନା ମିଳିଛି । ଶିଶୁଟିକୁ ଝାରସୁଗୁଡା ମୁଖ୍ୟ ମେଡିକାଲରେ ମୃତ ଘୋଷଣା କଲେ…
ନୟାଗଡ଼ : ରଣପୁର ତହସିଲ ଏନଫୋର୍ସମେଣ୍ଟ ଟିମ୍କୁ ଆକ୍ରମଣ । ୨୦ରୁ ଅଧିକ ପଥର ମାଫିଆ ଆକ୍ରମଣ କରିଛନ୍ତି । ଜୋର ଜବରଦସ୍ତ ଗାଡି ନେଇଯିବା ସହ ଗାଡି ଚଢାଇ ମାରି ଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏଥିରୁ…
ଭୁବନେଶ୍ବର: ଝାରସୁଗୁଡ଼ା ଭୋଟ୍ ପରେ ବିଜେଡି ପକ୍ଷରୁ ବଡ଼ ବୟାନ ଜାରି ହୋଇଛି। ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, ୫୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିବେ ଦୀପାଳି ଦାସ। ସେ ଆହୁରି କହିଛନ୍ତି, ଦୀପାଳି ଲୋକଙ୍କ ଦ୍ୱାରା ଆଦୃତ…
ସୁନ୍ଦରଗଡ଼: ଆଜି ସୁନ୍ଦରଗଡ଼ ଜିଲ୍ଲା ଦୌରା ଜଜଙ୍କ ଅଦାଲତରେ ଏକ ଚାଞ୍ଚଲ୍ୟକର ଗଣଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ଚଳନ୍ତା କାରରେ ବିଧବା ମହିଳାଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ଯସ୍ତ କରି ୨୦ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ…
କଟକ: ରାଜ୍ୟର ବିଭିନ୍ନ ନଦୀ ଓ ଜଳଭଣ୍ଡାରରେ ଡଙ୍ଗା/ବୋଟ ଦୁର୍ଘଟଣାକୁ ନେଇ ଆଗତ ମାମଲାର ଶୁଣାଣି ହାଇକୋର୍ଟରେ ହୋଇଥିବା ବେଳେ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ବାଣିଜ୍ୟ ଓ ପରିଵହନ ବିଭାଗ ପକ୍ଷରୁ ଏକ ବିସ୍ତ୍ରୁତ ସତ୍ୟପାଠ ଦାଖଲ କରାଯାଇଛି। ଓଡିଶା…