Category: ରାଜ୍ୟ ଖବର

ବର୍ଷାଙ୍କୁ ପ୍ରତିପକ୍ଷ ଓକିଲଙ୍କ ଜେରା

କଟକ: ବହୁ ଚର୍ଚ୍ଚିତ ଷ୍ଟାର ଦମ୍ପତ୍ତିଙ୍କ ପାରିବାରିକ ବିବାଦ ମାମଲାରେ କଟକ ପରିବାର ଆଡାଲତରେ ଆଜି ଦ୍ୱିତୀୟ ଦିନ ପାଇଁ ହାଜର ହୋଇଥିଲେ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି। ଅନୁଭବଙ୍କ ତରଫରୁ ଦାୟର ଛାଡ଼ପତ୍ର ଆବେଦନ ଉପରେ ଆଜି ପୁନଶ୍ଚ…

ଠକ ସଂସ୍ଥାର ୧.୨୨ କୋଟି ଟଙ୍କା ଫ୍ରିଜ୍ କଲା ଇଓଡବ୍ଲୁ

ଭୁବନେଶ୍ବର: ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) ଏକ ପୋନଜି ଆପ୍ ଜଏନ୍ ଟ୍ରେଡ୍’ର ୧.୨୨ କୋଟି ଟଙ୍କା ଫ୍ରିଜ୍ କରିଛି। ଅକ୍ଷୟ କୁମାର ଏବଂ ମନୀଷ ପଲଙ୍କ ପରି ବଲିଉଡର ଲୋକପ୍ରିୟ ଅଭିନେତାଙ୍କ ଚିତ୍ର ଦେଇ ବିଜ୍ଞାପନ ମାଧ୍ୟମରେ ଜନସାଧାରଣଙ୍କୁ ଭ୍ରମିତ କରିବା…

୨୦୨୦ ମସିହା ପାଇଁ ଓଡ଼ିଶା ବିଜ୍ଞାନ ଏକାଡେମୀ ପୁରସ୍କାର ଘୋଷିତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛିା ଜଟଣୀସ୍ଥିତ “ନାଇଜର’ର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡାଙ୍କୁ ବୈଜ୍ଞାନିକ ଉତ୍କର୍ଷ ପାଇଁ “ବିଜୁ ପଟ୍ଟନାୟକ…

ବାଣ ବିସ୍ଫୋରଣ ଘଟି ସରକାରୀ କ୍ୱାର୍ଟର୍ସରେ ଲାଗିଲା ନିଆଁ

ଭୁବନେଶ୍ବର: ବାଣ ବିସ୍ଫୋରଣ ଘଟି ସରକାରୀ କ୍ୱାର୍ଟର୍ସରେ ନିଆଁ ଲାଗିଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏପରି ଘଟଣା ଘଟିଛି ଭୁବନେଶ୍ୱର ୟୁନିଟ୍ ୨ ଥିବା ଏକ ସରକାରୀ କ୍ୱାର୍ଟର୍ସରେ। ଭୁବନେଶ୍ୱର ୟୁନିଟ୍ ୨ରେ ଥିବା ଏକ ସରକାରୀ…

ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍‌, ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍‌। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତିା ଏଠି କ୍ୟାନ୍ସର ରୋଗୀଙ୍କ ଉତ୍ତମ ଚିକିତ୍ସା ଓ ନିରାକରଣ ଦିଗରେ କାର୍ଯ୍ୟ ହେବ। ୨୦୦ ଶହ ବେଡ୍ ବିଶିଷ୍ଠ ଏହି ହସ୍ପିଟାଲ ମୋଟ…

ନିଲମ୍ବିତ ପୁଲିସ୍ କନେଷ୍ଟବଲଙ୍କ ମାଡ଼ରେ ଯୁବକ ଗୁରୁତର

ନିଲମ୍ବିତ ପୁଲିସ୍ କନେଷ୍ଟବଲଙ୍କ ବାଟୁଳି ମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ଖଡ଼ିଆପଡ଼ାରେ। ଯୁବକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ ପଟ୍ଟନାୟକ କହିଲେ ଆମେ ତୃତୀୟ ସାମ୍ମୁଖ୍ୟରେ ନାହୁଁ

ଭୁବନେଶ୍ବର : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଆଲୋଚନା ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଯେଉଁଥିରେ ଆସନ୍ତା ନିର୍ବାଚନରେ ବିଜେଡିର ଭୂମିକା କିପରି ରହିବ ଓ ତୃତୀୟ ସାମ୍ମୁଖ୍ୟରେ ସାମିଲ ହେବା ନେଇ…

୪୩ ଡିଗ୍ରି ଟପିଲା ଝାରସୁଗୁଡା ଓ ବୌଦ୍ଧର ତାପମାତ୍ରା

ଭୁବନେଶ୍ବର: ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଛି । ଦେହରୁ ଝାଳ ଶୁଖୁନି କି ଘରେ କିମ୍ବା ବାହାରେ କେଉଁଠି ବି ଶାନ୍ତି ନାହିଁ। ତଣ୍ଟି ବାରମ୍ବାର ଶୁଖିଯାଉଛି। ଖରାରେ ୫ ମିନିଟ୍‌ ରହିଲେ, ଅଚେତ ହେବା ଭଳି…

ଘୁଞ୍ଚିଘୁଞ୍ଚି ଯାଉଛି ଫୁଟ୍‌ ଓଭରବ୍ରିଜ୍‌ ନିର୍ମାଣ: ଗୋଟିକର ବି କାମ ଆରମ୍ଭ ହେଉନି

ଭୁବନେଶ୍ବର: ୧୬ ନମ୍ବର ଜାତୀୟ ରାଜପଥରେ ରାଜଧାନୀ ଭିତରେ ବ୍ଲାକ୍‌ସ୍ପଟ୍‌ ଭାବେ ଜଣାଶୁଣା ୪ଟି ସ୍ଥାନରେ ଫୁଟ୍‌ଓଭର ବ୍ରିଜ୍‌ ନିର୍ମାଣ ହେବ ବୋଲି ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଏଥିପାଇଁ କିଛି ସ୍ଥାନ‌ରେ ଶିଳାନ୍ୟାସ ବି ହୋଇଛି।…

ମହାଠକର ଆକାଉଣ୍ଟରୁ ବାହାରିଲା ମାତ୍ର ୬୫ ଟଙ୍କା, ଟଙ୍କା ଗାୟବ ନେଇ STF ତାଜୁବ୍‌

ଭୁବନେଶ୍ୱର: ମହାଠକର ଆକାଉଣ୍ଟରୁ ବାହାରିଲା ମାତ୍ର ୬୫ ଟଙ୍କା। ଚାକିରି ଦେବାକୁ କହି ଲକ୍ଷାଧିକ ଟଙ୍କା ଠକିଥିବା ମନୋଜ ଆକାଉଣ୍ଟରୁ କୁଆଡେ ଗାୟବ ହେଲା ଏତେ ଟଙ୍କା। ତାକୁ ନେଇ ତାଜୁବ୍‌ STF। ୩ଟି ଆକାଉଣ୍ଟରୁ ୬୫ ଟଙ୍କା ବାହାରିବା ପରେ…