Category: ରାଜ୍ୟ ଖବର

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ହେବ କାଳବୈଶାଖୀ; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପର ଦେଇ ସମୁଦ୍ର ପତନଠାରୁ ୯ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଛତିଶଗଡ଼ ଛପରେ ଘୂର୍ଣ୍ଣିବଳୟ ପ୍ରବାହିତ ହେଉଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ…

ରାଇରଙ୍ଗପୁର ମାଟି ଆଜି ମୋତେ ଶୀର୍ଷ ସ୍ଥାନରେ ପହଞ୍ଚାଇଛି : ରାଷ୍ଟ୍ରପତି

ବାରିପଦା : ନିଜ ମାଟିରେ ନିଜ ଅଞ୍ଚଳ ଲୋକଙ୍କ ଭିତରେ ଖୁବ୍‌ ଭାବବିହ୍ଵଳ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜ ଜୀବନୀ ବିଷୟରେ କହିଲେ । ବାପା ମା’ଙ୍କୁ କୃତଜ୍ଞତା ଜଣାଇଲେ । କାରଣ ସେମାନେ ନିଜେ ପାଠ ପଢ଼ି…

କନେଷ୍ଟବଳ ଚାକିରି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ଠକ ଗିରଫ

ଭୁବନେଶ୍ୱର : ପୋଲିସରେ ନିଯୁକ୍ତି ନାଁରେ ଠକେଇ । କନେଷ୍ଟବଳ ଚାକିରି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଠକେଇ ଟଙ୍କାରେ ଦାମୀ ଗାଡି ଓ ବାଇକ କିଣି ଅୟସ କରୁଥିଲା ଅଭିଯୁକ୍ତ । ଏହି ଘଟଣାରେ ମୟୂରଭଞ୍ଜ…

ମାଲକାନଗିରିରେ ଓଲଟିଲା ଟ୍ରାକ୍ଟର, ୩ ଜଣଙ୍କର ମୃତ୍ୟୁ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡପୁଟ ଘାଟିରେ ଗତକାଲି ରାତିରେ ମର୍ମନ୍ତୁଦ ସଡ଼କ ଘଟିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡ଼ିବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ…

ରିମାଣ୍ଡରେ ସତ ଉଗାରୁଛି କଟକରୁ ଗିରଫ ମୁଲାନା କୈଫି ଖାନ୍‌

କଟକ : ଖୋଲୁଛି ଭଣ୍ଡ ତାନ୍ତ୍ରିକର ଠକେଇ ପେଡ଼ି । ରିମାଣ୍ଡରେ ସତ ଉଗାରୁଛି କଟକରୁ ଗିରଫ ମୁଲାନା କୈଫି ଖାନ୍‌ । ତାକୁ ଜେରା ବେଳେ ପୋଲିସ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି । ଏପଟେ ଠକ ତାନ୍ତ୍ରିକର…

ଆସନ୍ତା ୭ ତାରିଖରେ ଝାରସୁଗୁଡ଼ାରେ ପ୍ରଚାର କରିପାରନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଝାରସୁଗୁଡ଼ା : ଝାରସୁଗୁଡ଼ା ପ୍ରଚାର ମୈଦାନାକୁ ଓହ୍ଲାଇ ପାରନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦୀପାଳିଙ୍କ ପାଇଁ ପ୍ରଚାର କରିପାରନ୍ତି । ଆସନ୍ତା ୭ ତାରିଖରେ ଝାରସୁଗୁଡ଼ାରେ ପ୍ରଚାର କରିବା ସମ୍ଭାବନା ରହିଛି । ନିର୍ବାଚନୀ ସଭାକୁ ସମ୍ବୋଧିତ କରିପାରନ୍ତି…

ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ବରଗଡ଼ : ବରଗଡ଼ ଜିଲ୍ଲା ଆଖିଫୁଟା ଗାଁରେ ସ୍ୱାମୀ ଓ ଦୁଇ ପତ୍ନୀଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଛତିଶଗଡ଼ରୁ ମୁଖ୍ୟ ଅଭିଯୁକ୍ତ ବାସୁଦେବ ସାହୁକୁ ଗିରଫ କରିଛି ବରଗଡ଼ ପୋଲିସ । ସେହିପରି ବାସୁଦେବ ରଖିଥିବା ଚୋରି…

ପଡ଼ୋଶୀଙ୍କୁ ହତ୍ୟା ଅଭିଯୋଗରେ ଦୁଇ ଯୁବକ ଗିରଫ

ରାଉରକେଲା: ପଡ଼ୋଶୀଙ୍କୁ ହତ୍ୟା ଅଭିଯୋଗରେ ଦୁଇ ଯୁବକଙ୍କୁ ଗିରଫ କରିଛି ରଘୁନାଥପାଲି ପୁଲିସ। ଦୁଇ ଅଭିଯୁକ୍ତ ହେଲେ ଅମରଜିତ ସାହୁ ଓ ମନୋଜ ସାମସୀ। ସୂଚନା ଅନୁଯାୟୀ ଗତ ମାସ ୨୩ ତାରିଖରେ ଅମରଜିତ ସାହୁ(୩୦) ଓ ମନୋଜ ସାମସୀ(୩୫) ପଡ଼ୋଶୀ…

ମୁଗ ଭାଗବଣ୍ଟାକୁ ନେଇ ପୁଅ-ବୋହୂଙ୍କୁ ହାଣି ଦେଲେ

କେନ୍ଦ୍ରାପଡ଼ା : ବିଲରେ ମୁଗ ଭାଗବଣ୍ଟାକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପୁଅ ଓ ବୋହୂଙ୍କୁ ଭୁଜାଲିରେ ଆକ୍ରମଣ କରିଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ସାନଆଙ୍କୋ ଗାଁରେ ଘଟିଛି…

ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେପିର ପ୍ରତିନିଧି ଦଳ

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନରେ ହିଂସାକୁ ନେଇ ଆଜି ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି ବିଜେପିର ଏକ ପ୍ରତିନିଧି ଦଳ l ବିଜେପି ପକ୍ଷରୁ ଅଭିଯୋଗ କରାଯାଇଛି ଯେ ଝାରସୁଗୁଡା ନୀତିମାଳ ଗାଁ ପାଇକାରା ଗ୍ରାମପଞ୍ଚାୟତରେ ବିଧାୟିକା କୁସୁମ ଟେଟେଙ୍କୁ ଆକ୍ରମଣ କରାଯାଇଛି,…