Category: ରାଜ୍ୟ ଖବର

ଚିଲିକାରେ ବିନା ଲାଇଫ ଜ୍ୟାକେଟରେ ଡଙ୍ଗା ଚଳାଚଳ ନିଷିଦ୍ଧ

ବ୍ରହ୍ମଗିରି : ଚିଲିକାରେ କଡ଼ା ସୁରକ୍ଷା ନିୟମ । ବିନା ଲାଇଫ ଜ୍ୟାକେଟରେ ଡଙ୍ଗା ଚଳାଚଳ ନିଷିଦ୍ଧ। ମଧ୍ୟପ୍ରଦେଶରେ କ୍ରୁଜ ବୁଡ଼ି ଘଟଣା ପରେ ସମଗ୍ର ଚିଲିକାରେ ଲାଗିଛି କଟକଣା । ବିନା ଲାଇଫ ଜ୍ୟାକେଟରେ ଡ଼ଙ୍ଗା ନେବାକୁ ମନାକରାଯାଇଛି କିନ୍ତୁ…

ଜନଗଣନା କାର୍ଯ୍ୟରେ ନିୟୋଜିତ ହେବେ ଘରୋଇ ସ୍କୁଲ ଶିକ୍ଷକ, ବାଧା ଦେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଜନଗଣନା ପାଇଁ ସରକାରଙ୍କ ୱାର୍ଣ୍ଣିଂ । ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ । ମନା କଲେ ହେବ କାର୍ଯ୍ୟାନୁଷ୍ଠାନ। ଓଡ଼ିଶାରେ ଚାଲିଥିବା ଜନଗଣନା-୨୦୨୭ କାର୍ଯ୍ୟକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି…

୧୦ ତାରିଖ ଯାଏଁ ରାଜ୍ୟରେ କମ୍ ରହିବ ତାତି

ଭୁବନେଶ୍ୱର : ୧୦ ଯାଏଁ କମ୍ ତାତି । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା…

ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ୩ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର : ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ । ୩ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଭୋର ୪ଟା ୩୦ରେ ଆପାର୍ଟମେଣ୍ଟର ତଳ ମହଲାରେ ନିଆଁ ଲାଗିଥିଲା ।…

ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ

କଟକ: ସଡ଼କ ଦୁର୍ଘଟଣା ହ୍ରାସ ଉପରେ ପ୍ରାଧାନ୍ୟ ଦେଇଛନ୍ତି ସରକାର । ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସମସ୍ତ ଉପ ପରିବହନ ଆୟୁକ୍ତ (ଡିସିଟି), ଆଞ୍ଚଳିକ ପରିବହନ ଅଧିକାରୀ…

ସହରାଞ୍ଚଳରେ ବନ୍ୟା ମୁକାବିଲା ପାଇଁ ସ୍ଥାପନ ହେବ ୨୪ ଘଣ୍ଟିଆ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍

ଭୁବନେଶ୍ୱର:ଆଗାମୀ ମୌସୁମୀ-୨୦୨୬ ପାଇଁ ସହରାଞ୍ଚଳର ସୁରକ୍ଷା ଓ ପ୍ରସ୍ତୁତିକୁ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ଗୁଡ଼ିକୁ ଏହି ନିର୍ଦ୍ଦେଶାବଳୀ ପାଳନ…

ଆସନ୍ତା ୮ରୁ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫର୍ମ ପୂରଣ

କଟକ: ଆସନ୍ତା ୮ ତାରିଖରୁ ଆରମ୍ଭ ହେବ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ । ୧୮ ତାରିଖ ମଧ୍ୟ ରାତ୍ର ସୁଦ୍ଧା ଚାଲିବ ଫର୍ମ ପୂରଣ…

ଭାଉଜକୁ ଗାଁ ଦାଣ୍ଡରେ ହାଣି ହତ୍ୟା କଲା ଦିଅର

ଗଞ୍ଜାମ : ହିଞ୍ଜିଳି ଥାନା ଖିରିଡା ଗାଁରେ ମଙ୍ଗଳବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟଣା ହଇଚଇ ସୃଷ୍ଟି କରିଛି। ଭାଉଜକୁ ଗାଁ ଦାଣ୍ଡରେ ହାଣି ଦେଲା ଦିଅର। ମୃତ ମହିଳା ହେଲେ ପୂଜା ସ୍ୱାଇଁ। ନ୍ୟାୟ ପାଇଁ ଧାରଣାରେ ବସିଥିବା ଯୁବତୀଙ୍କୁ…

ବିଜେଡିର ନୂଆ ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷିତ

ଭୁବନେଶ୍ୱର : ବିଜୁ ଜନତା ଦଳ ପକ୍ଷରୁ ନୂଆ ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ମଙ୍ଗଳବାର ଘୋଷଣା କଲା ବିଜେଡିା ଏମାନଙ୍କୁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦାୟିତ୍ୱ ଦେଇଛନ୍ତି। ଉପସଭାପତି ଭାବେ ବାଲେଶ୍ୱରରୁ ରଘୁନାଥ ମହାନ୍ତି। ରଘୁନାଥ ଦାସ ଜଗତସିଂହପୁରରୁ ବରିଷ୍ଠ…

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ବାସୁଦେବପୁର : ପ୍ରେମ ବ୍ୟାପାରକୁ ନେଇ ବାପଘର ଆଗରେ ବିବାହିତା ମହିଳା ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ପ୍ରଥମେ ବାସୁଦେବପୁର ପରେ ଜିଲା ଚିକିତ୍ସାଳୟକକୁ ସ୍ଥାନାନ୍ତର କରାଯାଇଛି ତାଙ୍କୁ। ଗୁରୁତର ଆହତ ମହିଳା ବାସୁଦେବାପୁର…