ଗଛରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଘଟଣାସ୍ଥଳରେ ପୁଲିସର ତଦନ୍ତ
ପାଟଣାଗଡ଼: ପାଟଣାଗଡ଼ – କଣ୍ଟାବାଞ୍ଜି ମୁଖ୍ୟ ରାସ୍ତାରେ ଥିବା ଗଙ୍ଗାସାଗର ଗ୍ରାମ ନିକଟରୁ ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ପୁଲିସ ପହଞ୍ଚି ତଦନ୍ତ କରୁଥିବା ଦେଖିବାକୁ ମିଳିଛି। ପାଟଣାଗଡ଼ – କଣ୍ଟାବାଞ୍ଜି ମୁଖ୍ୟ ରାସ୍ତାର ଗଙ୍ଗାସାଗର…