Category: ରାଜ୍ୟ ଖବର

ପ୍ରସ୍ତାବିତ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ପ୍ଲାଣ୍ଟ ଅଞ୍ଚଳ ପରିଦର୍ଶନ, ପ୍ରସ୍ତୁତି ସଂପର୍କରେ ସମୀକ୍ଷା କଲେ ୫-ଟି ସଚିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଗୁରୁବାର କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ…

୨୦୧୯ରେ ୫୦ ହଜାର ଟଙ୍କା ଲାଞ୍ଚ ନେଇଥିଲେ ବିଡିଓ, ମିଳିଲା ୩ ବର୍ଷ ଜେଲ୍‌ଦଣ୍ଡ

ଅନୁଗୁଳ: ଲାଞ୍ଚ ନେଇ ଧରାପଡ଼ିଥିବା ପୂର୍ବତନ ତହସିଲଦାରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ଅନୁଗୁଳ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଏହି ମାମଲାର ଶୁଣାଣି କରି ରାଉରକେଲାର ପୂର୍ବତନ ତହସିଲଦାର କୈଳାସ ଚନ୍ଦ୍ର ବେହେରାଙ୍କ ବିରୋଧରେ ଏହି ରାୟ ପ୍ରଦାନ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୧୭ ଜିଲ୍ଲାରେ ହେବ କାଳବୈଶାଖୀ

ଭୁବନେଶ୍ୱର: ପଶ୍ଚିମ ବିଦର୍ଭରୁ ଉତ୍ତର ତାମିଲନାଡୁ ପର୍ଯ୍ୟନ୍ତ ମରାଠାଓ୍ଵାଡା ଏବଂ ଆଭ୍ୟନ୍ତରୀଣ କର୍ଣ୍ଣାଟକ ଉପର ଦେଇ ସମୁଦ୍ର ପତନଠାରୁ ୧.୫ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍‌ ଲାଇନ ବ୍ୟାପିବା ସହ ଲଘୁଚାପ/ପବନ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ…

ମା’ଙ୍କ ଅନ୍ତୋଦୟ କାର୍ଡ ପାଇଁ ପୁଅ ଠାରୁ ଲାଞ୍ଚ ମାମଲା: ପୂର୍ବତନ ସରପଞ୍ଚଙ୍କୁ ୨ ବର୍ଷ ଜେଲ୍

ସୁନ୍ଦରଗଡ଼: ମା’ ନାମରେ ଅନ୍ତୋଦୟ କାର୍ଡ କରାଇଦେବାକୁ ପୁଅ ଠାରୁ ୨ ହଜାର ଟଙ୍କା ଲାଞ୍ଚ ନେବା ମାମଲାରେ ସୁନ୍ଦରଗଡ଼ ଜିଲ୍ଲା ସବଡେଗା ବ୍ଲକ୍ କୁଲବା ପଞ୍ଚାୟତ ପୂର୍ବତନ ସରପଞ୍ଚ ଜୟନ୍ତୀ ପ୍ରଧାନ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୨୭ ତାରିଖ ଗୁରୁବାର…

ରତ୍ନ ଭଣ୍ଡାର ପ୍ରସଙ୍ଗ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି, ଏମିତି ପ୍ରତିକ୍ରିୟା ରଖିଲା ବିଜେଡି

ଭୁବନେଶ୍ବର: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ବିଜେପି ଟାର୍ଗେଟ କଲା ପରେ ବିଜେଡି ଏହାର ପ୍ରତିକ୍ରିୟା ଦେଇଛି। ବିନା କାରଣରେ ବିଭିନ୍ନ ସ୍ପର୍ଶକାତର ଘଟଣାରେ ମନଗଢ଼ା କାହାଣୀ କହି ରାଜନୀତି କରିବା ଓଡ଼ିଶା ବିଜେପିର ଅଭ୍ୟାସରେ ପରିଣତ…

ଡାକୋଟା ଦେଖି ଭାବବିହ୍ବଳ ହେଲେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ, କହିଲେ- ଓଡ଼ିଶାଠୁ ଅନେକ କିଛି ଶିଖିବାର ଅଛି

ଭୁବନେଶ୍ବର: ଭାରତରେ ଅବସ୍ଥାପିତ ଇଣ୍ଡୋନେସିଆ ରାଷ୍ଟ୍ରଦୂତ ଇନା କ୍ରିଷ୍ଣାମୂର୍ତ୍ତୀ ଗୁରୁବାର ବିଜୁବାବୁଙ୍କ ଡାକୋଟା ଦେଖି ଭାବବିହ୍ବଳ ହୋଇଛନ୍ତି। ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ସାମ୍ନାରେ ପ୍ରଦର୍ଶିତ ଡାକୋଟାକୁ ଦେଖିବା ପାଇଁ ସେ ଆସିଥିଲେ। ଇଣ୍ଡୋନେସିଆ ନାଗରିକ ଭାବେ ଡାକୋଟାକୁ ଦେଖିବା…

ପ୍ରଣତି ଛୋଟରାୟ ହେଲେ ବୟନିକା ପରିଚାଳନା ନିର୍ଦ୍ଦେଶିକା

ଭୁବନେଶ୍ବର : ଆଇଏଏସ୍ ପ୍ରଣତି ଛୋଟରାୟଙ୍କୁ ରାଜ୍ୟ ସରକାର ବୟନିକାର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରିଛନ୍ତି। ଶ୍ରୀମତୀ ଛୋଟରାୟ ଏବେ ଟ୍ରେଜେରୀ ଆଣ୍ଡ ଇନ୍ସପେକ୍ସନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…

ବିବାହ ଉତ୍ସବକୁ ଆସି ନିଖୋଜର ୩ ଦିନ ପରେ ମିଳିଲା ମୃତଦେହ

ଅନୁଗୁଳ : ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା କୁକୁରପେଟା ଗ୍ରାମକୁ ୩ ଦିନ ତଳେ ଜଣେ ଯୁବକ ଏକ ବିବାହ ଉତ୍ସବକୁ ଆସି ନିଖୋଜ ଥିବା ବେଳେ ଆଜି ତାଙ୍କ ମୃତଦେହ ବାଲିପଟ୍ଟା ତେଲିପୋଲ ନିକଟରୁ ଉଦ୍ଧାର ହୋଇଛି । ମୃତ…

ମେ’ ୨୨ରୁ ମୁଖ୍ୟମନ୍ତ୍ରୀ କରିବେ ବିଭିନ୍ନ ବିଭାଗର ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ ହେବ ମେ ୨୯ରେ । ରାଜ୍ୟବାସୀଙ୍କୁ ସରକାର ଦେବେ ସଫଳତାର ହିସାବ। ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ । ମେ ୨୨ରୁ ବିଭିନ୍ନ ବିଭାଗର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ।…

ଭୁବନେଶ୍ୱରରେ ଜି-୨୦ ସମ୍ମିଳନୀ : ଉଦଘାଟନ କଲେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱରରେ ଜି-20 ଶିକ୍ଷା ୱାର୍କିଂ ଗ୍ରୁପର କର୍ମଶାଳା ଆରମ୍ଭ । କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ସୁବାଷ ସରକାର କର୍ମଶାଳାକୁ ଉଦଘାଟନ କରିଛନ୍ତି । ଭୁବନେଶ୍ୱର ସିଏସଆଇଆର-ଆଇଆଇଏମଟିରେ ବିଭିନ୍ନ ଦେଶର ପ୍ରତିନିଧି ଯୋଗ ଦେଇଛନ୍ତି । ଏହି…