Category: ରାଜ୍ୟ ଖବର

ବିଜେପି ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟଙ୍କ ସମେତ ୨୨ଜଣଙ୍କୁ ହାଇକୋର୍ଟରୁ ଜାମିନ

କଟକ: ଗତ ଫେବ୍ରୁଆରି ୨୮ରେ ଲୋୟର୍‌ ପିଏମ୍‌ଜିଠାରେ ‌ବିକ୍ଷୋଭ ବେଳେ ହିଂସା ଘଟାଇବା ଅଭିଯୋଗ ନେଇ ଦାୟର୍‌ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ବିଜେପି ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟଙ୍କ ସମେତ ୨୨ଜଣଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି। ଜଷ୍ଟିସ୍‌ ସଙ୍ଗମ୍‌…

୩୧ କୁଇଣ୍ଟାଲ ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ, ୨ ଗିରଫ

ବୌଦ୍ଧ: ପୁଣି ବୌଦ୍ଧ ପୁଲିସକୁ ବଡ଼ ସଫଳତା ମିଳିଛି। ବୌଦ୍ଧ-କନ୍ଧମାଳ ସୀମାନ୍ତ କଣ୍ଟାମାଳ ଥାନା ଅନ୍ତର୍ଗତ ମାନପଦର ଜଙ୍ଗଲରୁ ପୁଲିସ ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିଛି। ୩୧ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ…

ବାରିପଦା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏନେଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି କରିଛନ୍ତି। ରାଷ୍ଟ୍ରପତି ହେବା…

୪୩.୯ ଡିଗ୍ରି ସହ ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର, ଦ୍ବିତୀୟରେ ଭୁବନେଶ୍ବର ୪୩.୨ ଡିଗ୍ରି

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ପୂର୍ବାହ୍‌ଣ ୮ଟା ପରେ ଓ ଅପରାହ୍‌ଣ ୩ଟା ପୂର୍ବରୁ ବାହାରକୁ ବାହାରିବା ଅସହ୍ୟ ହୋଇପଡୁଛି। ଆଜି ରାଜ୍ୟର ୨୮ଟି ସହରର ତାପାମାତ୍ରା ୪୦ ଡିଗ୍ରି…

ଝାରସୁଗୁଡ଼ା ଉପନିର୍ବାଚନ: ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ଲାଗି ବିଜେଡି ୪୦ ଜଣିଆ ଷ୍ଟାର କ୍ୟାମ୍ପେନରଙ୍କ ନାଁ ଘୋଷଣା କରିଥିବା ବେଳେ ଭଟଲି ବିଧାୟକ ତଥା…

କାଲିଠୁ ଓବିସି ମୋର୍ଚ୍ଚାର ଜନଜାଗରଣ ଯାତ୍ରା; ଲିଫ୍‌ଲେଟ୍‌, ପୋଷ୍ଟର ଓ ଗୀତ ରିଲିଜ୍‌

ଭୁବନେଶ୍ୱର: ସାରା ଦେଶରେ ଶିକ୍ଷା ଓ ନିଯୁକ୍ତିରେ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ମିଳୁଥିବା ବେଳେ ଓଡ଼ିଶାରେ ଏହା ମିଳୁନାହିଁ । ବିଶେଷକରି ଶିକ୍ଷା ଅନୁଷ୍ଠାନରେ ନାମଲେଖାରେ ପଛୁଆ ବର୍ଗର ଛାତ୍ରଛାତ୍ରୀମାନଙ୍କୁ ଆଦୌ ସଂରକ୍ଷଣ ମିଳୁନାହିଁ । ରାଜ୍ୟରେ ଓବିସିଙ୍କ…

ଝାରସୁଗୁଡା ଉପନିର୍ବାଚନ: ବିଜେପି ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର : ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ଓଡିଶାକୁ ପୂର୍ବପେକ୍ଷା ବହୁ ମାତ୍ରାରେ କେନ୍ଦ୍ରୀୟ ଅନୁଦାନର ସହାୟତା ମିଳୁଛି । ରାଜ୍ୟ ସରକାରଙ୍କ ଦଳୀୟ ପାତର ଅନ୍ତର ନୀତି ଓ ଅପାରଗତା କାରଣରୁ ମୋଦି ସରକାରଙ୍କ ଅନେକ ଜନକଲ୍ୟାଣ…

ମାଟି‌ରେ ମିଶାଇଦେଲେ ଟାଙ୍ଗିରି ପାହାଡ଼: କେହି ଜାଣିଲେନି, ରାସ୍ତା ତିଆରି କଲେ ଖଣି ମାଫିଆ

ନୟାଗଡ଼: ନୟାଗଡ଼ ଜିଲ୍ଲା ସଦର ମହକୁମାଠାରୁ ପ୍ରାୟ ୧୦ କିମି ଦୂରରେ ଥିବା ଏକ ବିରାଟ ପାହାଡ଼ ଓ ଗଛକୁ କାଟି ଖଣି ମାଫିଆମାନେ ମାଟିରେ ମିଶାଇ ଦେଇଛନ୍ତି। କେବଳ ମାଟିରେ ମିଶାଇ ଦେଇନାହାନ୍ତି, ରାସ୍ତା କରିବା ଆଳରେ ଲକ୍ଷଲକ୍ଷ ଟଙ୍କାର…

ଏପ୍ରିଲ ୨୧ରୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଦୁଇଦିନିଆ ‘ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ’

କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ମାସ ୨୧ ଓ ୨୨ ତାରିଖରେ କ୍ରୀଡ଼ା ଭାରତୀ ସହଯୋଗରେ ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ ଆୟୋଜନ କରାଯାଉଛି। ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଦୁଇ…

ସମ୍ବଲପୁର ଘଟଣାର ପ୍ରତିବାଦରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ

ଭୁବନେଶ୍ବର/ସମ୍ବଲପୁର: ସମ୍ବଲପୁର ଘଟଣାର ପ୍ରତିବାଦରେ ବିଶ୍ବ ହିନ୍ଦୁ ପରିଷଦ ଓଡ଼ିଶା ପଶ୍ଚିମ ପ୍ରାନ୍ତ ତରଫରୁ ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ୧୦ ଓ ଅବିଭକ୍ତ କୋରାପୁଟର ୪ ଜିଲ୍ଲାକୁ ମିଶାଇ ମୋଟ ୧୪ ଜିଲ୍ଲାରେ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦର…