Category: ରାଜ୍ୟ ଖବର

ଓଡ଼ିଆ ଭାଷାରେ ନାମଫଳକ: ଆନ୍ତରିକତା କମ୍ , ପ୍ରଚାର ବେଶୀ, ଏବେ ପୁଣି ମନେ ପଡ଼ିଲା

ଭୁବନେଶ୍ବର : ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖାକୁ ବାଧ୍ୟତାମୂଳକ ପାଇଁ ବିଧିବଦ୍ଧ ନିଷ୍ପତ୍ତି ନିଆଯିବାର ପ୍ରାୟ ୫ବର୍ଷ ପରେ ସରକାରଙ୍କ ନିଦ ଭାଙ୍ଗିଛି । ଓଡ଼ିଆ ଭାଷାରେ ନାମଫଳକ ଲେଖାଯାଇ ନଥିଲେ ସମ୍ପୃକ୍ତ…

ଉପଯୁକ୍ତ ମୂଲ୍ୟ ନମିଳିବାରୁ ତରଭୁଜ ଚାଷରେ ଟ୍ରାକ୍ଟର ମଡାଇଦେଲେ ଚାଷୀ

ପଦ୍ମପୁର: ନିଜର ୩ ଏକର ତରଭୁଜ ଜମିରେ ଟ୍ରାକ୍ଟର ଚଢ଼ାଇ ଫସଲ ନଷ୍ଟ କରିଦେଲେ ଚାଷୀ। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ କୁଦୋପାଲି ଗାଁରେ। ଅଭାବୀ ବିକ୍ରି ତଥା ଚାଷର ଉପଯୁକ୍ତ ମୂଲ୍ୟ ନ…

୮କୋଟି ଠକେଇ ଅଭିଯୋଗରେ SBI ଡେପୁଟି ମ୍ୟାନେଜର ଗିରଫ

ଭୁବନେଶ୍ୱର : ୮ କୋଟି ଟଙ୍କାର ବ୍ୟାଙ୍କ ଲୋନ୍‌ ଫ୍ରଡ ମାମଲା । ଫୁଲବାଣୀସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଡେପୁଟି ମ୍ୟାନେଜର ଗିରଫ । ଆଶୁତୋଷ ଆଚାର୍ଯ୍ୟଙ୍କୁ ୮ କୋଟି ୧ ଲକ୍ଷ ୮୭ହଜାର ଟଙ୍କାର ଫ୍ରଡ ମାମଲାରେ ଗିରଫ…

ସାଇରନ୍‌ ବାଜିବାରୁ ICICI ବ୍ୟାଙ୍କରୁ ଡାକୟତ ଉଦ୍ୟମ ବିଫଳ

ବାରଙ୍ଗ : ସାଇରନ୍‌ ବାଜିଲା, ଦୌଡ଼ି ପଳାଇଲେ ଡକାୟତ। ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ବିଫଳ। ତ୍ରିଶୁଲିଆ – ବାଙ୍କୀ ମୁଖ୍ୟ ରାସ୍ତାର ଫକୀରପଡା ନିକଟରେ ଥିବା ICICI ବ୍ୟାଙ୍କରୁ ଡାକୟତ ଉଦ୍ୟମ ବିଫଳ ହୋଇଛି। ୩ ଜଣ…

ବଲାଙ୍ଗୀର ନକଲି ସାର୍ଟିଫିକେଟ ମାମଲା: ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ପତ୍ନୀଙ୍କୁ ପଚରାଉଚରା

ବଲାଙ୍ଗୀର: ବଲାଙ୍ଗୀର ନକଲି ସାର୍ଟିଫିକେଟ ମାମଲାର ତଦନ୍ତ ପ୍ରକ୍ରିୟାରେ ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ପତ୍ନୀ ପୂଜା ମିଶ୍ରଙ୍କୁ ସାମିଲ କରିଛି କ୍ରାଇମବ୍ରାଞ୍ଚ। ଆଜି ବଲାଙ୍ଗୀର ଟାଉନ ଥାନାରେ ପୂଜା ମିଶ୍ରଙ୍କୁ ପୁଲିସ ପଚରାଉଚରା କରିଛି। ମନୋଜ ପୂଜାଙ୍କ ବ୍ୟାଙ୍କ ଖାତାକୁ…

ଓଡ଼ିଶା ପ୍ରଶାସନ ପୂର୍ବପୁରୁଷଙ୍କୁ ଅସମ୍ମାନ କରନ୍ତୁ ନାହିଁ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଅନୁଗୁଳର ଗୋପବନ୍ଧୁ ପାର୍କରେ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନା ନେଇ ଉପୁଜିଥିବା ବିବାଦକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା…

ଭବାନୀପାଟଣାରେ ମେଡିକାଲ କଲେଜକୁ ମିଳିଲା ଅନୁମୋଦନ, ଚଳିତ ଶିକ୍ଷାବର୍ଷଠାରୁ ଆରମ୍ଭ ହେବ ପାଠପଢ଼ା

ଭୁବନେଶ୍ବର/ଭବାନୀପାଟଣା: ଓଡ଼ିଶାର ସ୍ବାସ୍ଥ୍ୟ ଶିକ୍ଷା ଓ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବାନୀପାଟଣାଠାରେ ମେଡିକାଲ କଲେଜ ଖୋଲିବା ନେଇ ରାଷ୍ଟ୍ରୀୟ ଆୟୁର୍ବିଜ୍ଞାନ ଆୟୋଗ (ନ୍ୟାସନାଲ୍ ମେଡିକାଲ୍ କମିସନ୍) ଅନୁମୋଦନ ଦେଇଛନ୍ତି। ଏଠାରେ…

ଚାକିରି ନାଁରେ ଚୁନ ମାରିଲେ, ୪୦ ହଜାର ନେଇ ଜାଲ୍‌ ନିଯୁକ୍ତିପତ୍ର ଧରାଇଦେଲେ

ଭୁବନେଶ୍ବର : ଚାକିରି ଦେବାକୁ କହି ମାରିଦେଲେ ଚୁନ । ଏପରିକି କିଛି ବେକାର ଯୁବକଯୁବତୀଙ୍କୁ ପ୍ରଲୋଭନ ଦେଖାଇ ୪୦ ହଜାର ଟଙ୍କା ଲେଖାଏ ହାତେଇଲା ଏକ ରାକେଟ। ଏହା ବଦଳରେ ସେମାନଙ୍କୁ ଆପଏଣ୍ଟମେଣ୍ଟ ଲେଟରଠୁ ଆରମ୍ଭ କରି ଏଗ୍ରିମେଣ୍ଟ ଲେଟର…

ଲାଞ୍ଚ ନେଇ ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ଗିରଫ

ଭୁବନେଶ୍ୱର : ଲାଞ୍ଚ ନେଇ ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ଗିରଫ । ଏସଆଇ ସୁଶାନ୍ତ ସ୍ୱାଇଁଙ୍କୁ ଗିରଫ କଲା ଭିଜିଲାନ୍ସ । ନାକା ଗେଟ୍‌ ପାଖରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏକ ମାମଲାକୁ ଦଫାରଫା…

କୀଟନାଶକ ପିଇ ୪ ଶିଶୁ ଗୁରୁତର

ଭଦ୍ରକ : ଭଦ୍ରକ ତିହିଡି ଝିଙ୍କିରିଆରେ କୀଟନାଶକ ପିଇ ୪ ଶିଶୁ ଗୁରୁତର । ଖେଳୁଥିଲା ବେଳେ ଅଜାଣତରେ କୀଟନାଶକ ପିଇଥିଲେ । ଗୁରୁତର ୪ ଶିଶୁଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଖେଳୁ ଖେଳୁ କୀଟନାଶକ ପିଇ ଦେଇଥିଲେ…