Category: ରାଜ୍ୟ ଖବର

ଯୁବକର ଆକ୍ରମଣରେ ବୃଦ୍ଧାଙ୍କ ସମେତ ୩ ଗୁରୁତର

ମୟୂରଭଞ୍ଜ/ଚିତ୍ରଡ଼ା: ଜନୈକ ଯୁବକର ଅତର୍କିତ ଆକ୍ରମଣରେ ତିନିଜଣ ଗୁରୁତର ଭାବେ ଆହତ ହୋଇଥିବା ବେଳେ ଗୁରୁତର ତିନିଜଣଙ୍କ ମଧ୍ୟରୁ ବୃଦ୍ଧାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି। ଖବରରୁ ପ୍ରକାଶ କି ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ଅଧିନ ଜୁଆଳିଭଙ୍ଗା ପଞ୍ଚାୟତର କାଳିଆନାଳ…

ଗେଟ ସୋ ଆପ ଜରିଆରେ ବଡ଼ ଠକେଇ: ଅଭିଯୁକ୍ତକୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ବର: ଗେଟ ସୋ ଆପ ଜରିଆରେ ବଡ଼ ଠକେଇର ପର୍ଦାଫାସ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)। ୯ କୋଟି ଟଙ୍କାର ଠକେଇ ଅଭିଯୋଗରେ, ପୁନେରୁ ଜଣେ ଅଭିଯୁକ୍ତକୁ ଗିରଫ କରିଛି ଇଓଡବ୍ଲ୍ୟୁ। ଏନେଇ ସୂଚନା ଦେଇଛନ୍ତି ଇଓଡବ୍ଲ୍ୟୁ ଏସପି…

ଆସନ୍ତାକାଲି ଯାଏଁ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା

ଭୁବନେଶ୍ବର: ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତାକାଲି ଯାଏଁ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିସନ (ଏସ୍‌ଆରସି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏସ୍‌ଆରସି ପକ୍ଷରୁ ଏନେଇ ଜିଲ୍ଲାପାଳମାନଙ୍କୁ…

ମେଟ୍ରୋ ରେଳ ପ୍ରକଳ୍ପ ବିଶ୍ବସ୍ତରୀୟ ହେବ, ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାରଙ୍କ ସମ୍ବଳରେ ନିର୍ମାଣ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାନ ଜନନାୟକ ବିଜୁବାବୁ ଚାହୁଁଥିଲେ ଏକ ସଶକ୍ତ ଓଡ଼ିଶା। ‌ସେହି ଦିଗରେ ମେଟ୍ରୋ ରେଳ ପ୍ରକଳ୍ପ ଏକ ବହୁତ ବଡ଼ ପଦକ୍ଷେପ ହୋଇପାରିଛି। ଏହା ଏକ ସଶକ୍ତ ଓ ନୂଆ ଓଡ଼ିଶା ପାଇଁ ଭିତ୍ତି ପକାଇଲା। ଓଡ଼ିଶା ଦିବସ ଅବସରରେ…

ବିଜେଡିରୁ ପ୍ରାର୍ଥୀ ହେଲା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନାମ ଘୋଷଣା ପରେ ଦୀପାଳି ଦାସ ଶନିବାର ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ପାଇଁ ଆସିଥିଲି। ବିଜେଡି ସବୁବେଳେ ଗୋଟେ ଦକ୍ଷ ଦଳ। ବାପାଙ୍କ…

କୋଟିଆରେ ଆନ୍ଧ୍ର ଅଫିସରଙ୍କୁ ଗୋ’ ବ୍ୟାକ୍‌ କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କୋଟିଆ ଓଡିଶାର, ଆନ୍ଧ୍ରର ନୁହେଁ। କୋଟିଆ ମାଟିରେ ଆନ୍ଧ୍ରପ୍ରଦେଶର ବଳପୂର୍ବକ ପ୍ରବେଶକୁ କଡ଼ା ଜବାବ ଦିଆଯିବ। ଉତ୍କଳ ଦିବସରେ କୋରାପୁଟ ଜିଲ୍ଲାର କୋଟିଆ ଗସ୍ତ କରି ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ କଡ଼ା ଚେତାବନୀ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦିନିକିଆ କୋଟିଆ…

୫ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଂକେତ

ଭୁବନେଶ୍ବର : ଗତ ବର୍ଷ ଅନୁଷ୍ଠିତ ମେକ୍ ଇନ ଓଡ଼ିଶା ସମ୍ମିଳନୀ ସମୟରେ ଆସିଥିବା ୫ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଉଚ୍ଚ ସ୍ତରୀୟ ମଂଜୁରୀ କର୍ତ୍ତୃପକ୍ଷ (ଏଚଏଲସିଏ) ସବୁଜ ସଂକେତ ଦେଇଛି । ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

କଟକ ମହାନଦୀରେ ଥଣ୍ଟିଆ କୁମ୍ଭୀର, ଦେଖିବାକୁ ରାସ୍ତା ଉପରେ ଲୋକଙ୍କ ଭିଡ଼

କଟକ: କଟକ ମହାନଦୀରେ କୁମ୍ଭୀର ଆତଙ୍କ। ସିଡିଏ ଓ ଧବଳେଶ୍ଵରକୁ ସଂଯୋଗ କରୁଥିବା ସେତୁ ନିକଟରେ କୁମ୍ଭୀର ଦେଖିବାକୁ ମିଳିଛି। ପାଣିରେ ଓ ବାଲି ଉପରେ ଶରୀରକୁ ରଖି ନଦୀ ମଧ୍ୟରେ କୁମ୍ଭୀର ଥିବା ଦେଖାଯାଇଛି। କୁମ୍ଭୀରକୁ ଦେଖିବାକୁ ରାସ୍ତା ଉପରେ…

ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରୋଜେକ୍ଟକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟି । ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରୋଜେକ୍ଟକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ସମ୍ପର୍କରେ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ୍‌ ତାଙ୍କ ଇନଷ୍ଟାଗ୍ରାମ୍‌ରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ଜୋରଜବରଦସ୍ତ ବିଧାନସଭାକୁ ବନ୍ଦ କରିଦେଲେ: ନରସିଂହ ମିଶ୍ର

ଭୁବନେଶ୍ୱର: ଆଗୁଆ ବିଧାନସଭା ବନ୍ଦ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଆଜି ପ୍ରତିକ୍ରିୟା ରଖିଛନ୍ତି | ସେ କହିଛନ୍ତି ଯେ ସରକାର ଭୟଭୀତ | କୌଣସି ପ୍ରଶ୍ନର ଉତ୍ତର ନଥିଲା ପ୍ରଶ୍ନକାଳ ବାତିଲ କରି ମହାନଦୀ ଉପରେ…