ଝାରସୁଗୁଡା ଉପନିର୍ବାଚନରେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ; ପ୍ରସନ୍ନ ଆଚାର୍ଯ୍ୟ
ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ନେଇ ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ | ସେ କହିଛନ୍ତି ଯେ ପୁରପଲ୍ଲୀରେ ଆମେ ସଂଗଠିତ ଦଳ, ଶୃଙ୍ଖଳିତ ଦଳ ଏବଂ ଦଳ ସବୁ ପରିସ୍ଥିତିରେ ଆତ୍ମବିଶ୍ୱାସର…