ହାଓଡ଼ାରୁ ଥମୁନି ହିଂସା: ଆଜି ପୁଣି ଥରେ ପଥରମାଡ଼, ସାମ୍ବାଦିକ ଆହତ
କୋଲକାତା: ଗତକାଲି ରାମ ନବମୀରେ ପଶ୍ଚିମବଙ୍ଗର ହାଓଡ଼ା, ଗୁଜରାଟ ବଡ଼ୋଦରା ସହରର ଫତେପୁରା ଅଞ୍ଚଳରେ ଓ ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରର କିରାଡ଼ପୁରାରେ ହିଂସା ଦେଖିବାକୁ ମିଳିଥିଲା। ଏହି ସବୁ ଅଞ୍ଚଳରେ ପଥର ଫିଙ୍ଗାରୁ ନେଇ ଅନେକ ଗାଡ଼ିକୁ ପୋଡ଼ାଯାଇଥିବା ଭିଡ଼ିଓ ଦେଖିବାକୁ…