Category: ରାଜ୍ୟ ଖବର

ବ୍ରେନ୍‌ ଡେଡ୍‌ ମହିଳାଙ୍କ କିଡ୍‌ନୀ କାଢ଼ି ୨ ରୋଗୀଙ୍କ ଠାରେ ପ୍ରତିରୋପଣ, ଏସ୍‌ସିବିରେ ପ୍ରଥମ ଘଟଣା

କଟକ : କଟକ ଏସସିବି ମେଡିକାଲର କିଡନୀ ପ୍ରତିରୋପଣରେ ପୁଣି ଏକ ସଫଳତା ନଜର ଆସିଛି। କଟକ ଜଗତପୁର ଅଞ୍ଚଳ ଜଣେ ବ୍ରେନ୍‌ ଡେଡ୍ ମହିଳାଙ୍କ ଅପରେସନ କରାଯାଇ ଦୁଇଟି କିଡନୀ କଢାଯାଇ ଦୁଇ ଜଣ କିଡ୍‌ନୀ ରୋଗୀଙ୍କ ଠାରେ ସଫଳ…

ବାଣିକ୍‌ ଉପରେ ସେଣ୍ଟ୍ରାଲ ଜିଏସଟି ରେଡ୍, ବିଜେଡି ନେତାଙ୍କ ଲିଙ୍କକୁ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ବର : ରାଜଧାନୀର ଜଣାଶୁଣା ଘରୋଇ କୋଚିଂ ସେଣ୍ଟର ବାଣିକ୍‌ରେ ସେଣ୍ଟ୍ରାଲ ଜିଏସଟି ରେଡ୍ ହୋଇଛି। ଡାଇରୋକ୍ଟୋରେଟ୍ ଜେନେରାଲ ଅଫ୍ ଜିଏସଟି ଇଣ୍ଟେଲିଜେନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ୱରରେ ଇନଷ୍ଟିଚ୍ୟୁଟର ୨ଟି ସ୍ଥାନରେ ଚଢାଉ କରାଯାଉଥିବା ସୂଚନା ମିଳିଛି। ଲକ୍ଷାଧିକ…

‘ହାଇସ୍କୁଲ ପିଲାମାନେ ଗଣିତ, ଇଂଲିଶ ଓ ସାଧାରଣ ବିଜ୍ଞାନରେ ଦୁର୍ବଳ’

ଭୁବନେଶ୍ବର : ହାଇସ୍କୁଲ ପରୀକ୍ଷାରେ ପିଲାମାନେ ଗଣିତ, ଇଂଲିଶ ଓ ସାଧାରଣ ବିଜ୍ଞାନ ବିଷୟରେ ପିଲାମାନେ ଦୁର୍ବଳ ରହୁଛନ୍ତି। ଆଜି ବିଧାନସଭାରେ ଏପରି ଉତ୍ତର ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁଙ୍କ…

ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରେ ଯାହାକୁ ପ୍ରାର୍ଥୀ କରିବେ ତାଙ୍କୁ ନବ ଦାସଙ୍କ ପରିବାର ସମର୍ଥନ କରିବ : ଦୀପାଳି

ଝାରସୁଗୁଡ଼ା : ଆସନ୍ତା ମେ’ ୧୦ରେ ଅନୁଷ୍ଠିତ ହେବ ଝାରସୁଗୁଡ଼ା ଉପ ନିର୍ବାଚନ। ସେହିପରି ୧୩ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ନବ ଦାସଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ପଡ଼ିଥିଲା। ଆଜି ନିର୍ବାଚନ କମିଶନ…

ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ଓ ୩୬ଟି ସଚଳ: କୃଷି ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା ନେଇ ବିଧାନସଭାରେ ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ସେ କହିଛନ୍ତି, ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା ବେଳେ ୩୬ଟି ସଚଳ ରହିଛି।…

ରାଜ୍ୟରେ ୧୮ରୁ ୨୦ ଲକ୍ଷ ମେଟ୍ରିକ ଟନ ଚାଉଳ ବଳି ପଡ଼ିବ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଖରିଫ ଓ ରବି ଋତୁ ରେ ୫୪ ଲକ୍ଷ ମେଟ୍ରିକ ଟନ ଚାଉଳ ଉତ୍ପାଦନ ହୋଇଥାଏ। ସେଥିରୁ ୨୪ ଲକ୍ଷ ମେଟ୍ରିକ ଟନ ଚାଉଳ ରାଜ୍ୟରେ ପଡିଏସ୍ ଜରିଆରେ ବ୍ୟବହୃତ ହୋଇଥାଏ। ଆଉ ୩୦ ଲକ୍ଷ ମେଟ୍ରିକ ଟନ…

ପୁଣି ଉଠିଲା ନବ ଦାସ ପ୍ରସଙ୍ଗ: ବିରୋଧୀ ଦଳ ନେତାଙ୍କ ସହ ସ୍ୱର ମିଳାଇଲେ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ବର: ଆଜି ଶୂନ୍ୟକାଳରେ ପୁଣି ନବ ଦାସ ପ୍ରସଙ୍ଗ ଉଠାଇଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର। ଏଣେ ତାଙ୍କ କଥାକୁ ସମର୍ଥନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ବିରୋଧୀ ଦଳ ନେତା କହିଛନ୍ତି, ନବ…

ଜାଲ ସାର୍ଟିଫିକେଟ ପ୍ରସଙ୍ଗ: ସର୍ବଦଳୀୟ ବୈଠକ ଡାକିବାକୁ କଂଗ୍ରେସ ବିଧାୟକ ଦଳ ନେତାଙ୍କ ଦାବି

ଭୁବନେଶ୍ବର: ଆଜି ଶୂନ୍ୟକାଳରେ ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ ପ୍ରସଙ୍ଗ ଉଠାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ସେ କହିଥିଲେ, ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ ରାକେଟ ସକ୍ରିୟ ରହିଛି। ଏହି ମାମଲାରେ ୧୯ ଜଣ ଗିରଫ ହେଲେଣି। ଏହା ଅନ୍ୟ…

କୋଇଡ଼ା ବିଡିଓଙ୍କୁ ମାଡ଼: ବାପା ଗିରଫ, ଭାଇ ଫେରାର

ରାଉରକେଲା/କୋଇଡା: କୋଇଡ଼ା ବିଡିଓ ପଲ୍ଲବୀ ରାଣୀ ରାଜ ନିଜ ବାପା ଓ ଭାଇଙ୍କ ନାଆଁରେ ଥାନାରେ ଏତଲା ଦେବା ପରେ ବାପା ରମେଶ ଚନ୍ଦ୍ର ରାଜଙ୍କୁ ପୁଲିସ ଗିରଫ କରିଛି। ଏହି ଘଟଣା କୋଇଡ଼ା ବିଡିଓ ପଲ୍ଲବୀ ରାଣୀ ରାଜଙ୍କୁ ପୁଣି…

ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ, ୧୩ରେ ଭୋଟ ଗଣତି

ଭୁବନେଶ୍ବର : ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ଉପନିର୍ବାଚନ। ଏନେଇ ଆଜି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏହି ଘୋଷଣା କରିଛନ୍ତିା ମୁଖ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ, ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ଉପନିର୍ବାଚନ। ମେ’…