Category: ରାଜ୍ୟ ଖବର

ଶୂନ୍ୟକାଳରେ ବଲାଙ୍ଗୀର ନକଲି ସାର୍ଟିଫିକେଟ ରାକେଟ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ସାଲୁଜା

ଭୁବନେଶ୍ବର: ଆଜି ଶୂନ୍ୟକାଳରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ବଲାଙ୍ଗୀର ଜାଲ ସାର୍ଟିଫିକେଟ ରାକେଟ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାରରେ। ବଲାଙ୍ଗୀରରେ ନକଲି ସାର୍ଟିଫିକେଟ ରାକେଟ ଚାଲିଛି। ଏହି ମାମଲାରେ ମନୋଜ ମିଶ୍ର…

ଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ବର: ୨୦୧୮ର ତଥ୍ୟ ଅନୁଯାୟୀ ଓଡ଼ିଶାର ବିଭିନ୍ନ ଜଙ୍ଗଲରେ ୨୮ଟି ମହାବଳ ବାଘ ଓ ୭୬୦ଟି କଲରା ପତରିଆ ବାଘ ଅଛନ୍ତି। ଗତ ୧୦ ବର୍ଷରେ ୨୦୧୨-୧୩ରୁ ୨୦୨୧-୨୨ ଭିତରେ ୬ଟି ମହାବଳ ବାଘ ମରିଥିବା ବେଳେ ସେଥିରୁ ୩ଟି ଶିକାରୀଙ୍କ…

‘ମୋ ବସ୍‌’ରୁ ୫୦ ହଜାର ଲୁଟ୍‌ ଅଭିଯୋଗ

ଭୁବନେଶ୍ବର: ଗତ ୧୦ ତାରିଖରେ ଝିଅର ବାହାଘର କରିଥିଲେ। ପରଂପରା ଅନୁସାରେ ବାହାଘରକୁ ଆସିଥିବା ସ୍ବତନ୍ତ୍ର ଅତିଥିମାନଙ୍କୁ ଲୁଗା ଦେବାକୁ ମନସ୍ଥିର କରିଥିଲେ। ଏଥି ପାଇଁ ଭୁବନେଶ୍ବରକୁ ଲୁଗା କିଣିବାକୁ ଆସିଥିଲେ। କିନ୍ତୁ ଲୁଗା କିଣିବା ପୂର୍ବରୁ ପାଖରେ ରଖିଥିବା ୫୦…

ୟୁକୋ ବ୍ୟାଙ୍କରେ ଅଗ୍ନିକାଣ୍ଡ; ନିଆଁକୁ ଆୟତ୍ତ କଲେ କର୍ମଚାରୀ, ବ୍ୟାଙ୍କିଙ୍ଗ ସେବା ଠପ୍‌

ବାଲିପାଟଣା: ଭୁବନେଶ୍ୱର କମିସନରେଟ ପୁଲିସ ଅଧୀନ ବନମାଳୀପୁର ୟୁକୋ ବ୍ୟାଙ୍କରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କ କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ନିଆଁ କିଛି ସମୟ ମଧ୍ୟରେ ଆୟତ୍ତ ହୋଇଛି। ବିଦ୍ୟୁତ ସଂଯୋଗ ବିଛିନ୍ନ ହୋଇଥିବାରୁ ବ୍ୟାଙ୍କିଙ୍ଗ ସେବା ବନ୍ଦ ରହିଛି।…

ପୁରୀ-ଗୁଣୁପୁର ଏକ୍ସପ୍ରେସ୍‌ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ପୁରୀ: ପୁରୀ ରେଳ ଷ୍ଟେସନ୍‌ରେ ଆଜି ପୁରୀ-ଗୁଣୁପୁର ଏକ୍ସପ୍ରେସ୍‌ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଛି। ଆଜି ଅପରାହ୍‌ଣ ପ୍ରାୟ ସାଢ଼େ ୩ଟାରେ ଟ୍ରେନ୍‌ଟି ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ ହୋଇଥିବା ଜଣାଯାଇଛି। ଟ୍ରେନ୍‌ର ୨ଟି ବଗି ଟ୍ରେନ୍‌ଲାଇନ୍‌ରୁ ଖସିପଡ଼ିଛି। ତେବେ ଏହି…

ଶ୍ରୀରାମ ନବମୀ: ବିଶାଳ କଳସ ଶୋଭାଯାତ୍ରା ସହ ତିନି ଧାର୍ମିକ ପୀଠରୁ ଆସିଲା ଆଜ୍ଞାମାଳ, ଭଦ୍ରକ ଗେରୁଆମୟ

ଭଦ୍ରକ: ଐତିହାସିକ ପ୍ରସିଦ୍ଧ ଶ୍ରୀରାମ ନବମୀ ମହାଯଜ୍ଞ ପାଇଁ ମଙ୍ଗଳବାର ଅପରାହ୍ନ ୩ଟାରେ ଏକ ବିଶାଳ କଳସ ଶୋଭଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଭଦ୍ରକର ଗାନ୍ଧି ପଡ଼ିଆଠାରେ ଅନୁଷ୍ଠିତ ଶ୍ରୀରାମ ନବମୀ ମହାଯଜ୍ଞ ମହୋତ୍ସବ ପାଇଁ ଯଜ୍ଞ କମିଟି ପକ୍ଷରୁ ହଜାର ହଜାର…

ମାଟି ଅତଡ଼ା ଧସି ଦୁଇ ମହିଳା ମୃତ, ଅନ୍ୟ ୨ ଜଣ ଗୁରୁତର

କୋରାପୁଟ : କୋରାପୁଟ ଜିଲ୍ଲା ନନ୍ଦପୁର ଅଞ୍ଚଳରେ ଆଜି ମାଟି ଅତଡ଼ା ଧସି ୨ ଜଣ ମହିଳାଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଅନ୍ୟ ୨ ଜଣ ମହିଳା ଗୁରୁତର ଥିବାରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକମାନେ ହେଲେ ଦମୟନ୍ତୀ…

ଭୁବନେଶ୍ୱରରେ ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପର ବୈଠକ: ଉତ୍କଳ ଦିବସରୁ ଏପ୍ରିଲ ୨୯ ଯାଏଁ ଜାରି ରହିବ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ଠାରେ ଉତ୍କଳ ଦିବସରୁ ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ପ୍ରାୟ ମାସବ୍ୟାପି ଜି-୨୦ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ମଙ୍ଗଳବାର ଭୁବନେଶ୍ୱର ଠାରେ ଶିକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ ନିତା ପ୍ରସାଦ ଓ ଦକ୍ଷତା…

ଏଫବିଆଇ ତଦନ୍ତ ନେଇ ଭାରତ ସରକାରଙ୍କଠାରୁ କୌଣସି ଉତ୍ତର ଆସିନି: ଗୃହ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର: ନବ ଦାସ ହତ୍ୟାକାଣ୍ଡ ଘଟଣାରେ ଏ ପର୍ଯ୍ୟନ୍ତ ଏଫବିଆଇ ତଦନ୍ତ ନେଇ କେନ୍ଦ୍ର ପକ୍ଷରୁ କୌଣସି ଉତ୍ତର ଆସିନି। ଅନ୍ୟ ରାଜ୍ଯରେ ଏଫବିଆଇ ତଦନ୍ତ ନେଇ ରାଜ୍ଯ ସରକାରଙ୍କ ପାଖରେ ଖବର ନାହିଁ। କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ପ୍ରଶ୍ନରେ…

ବଢୁଛି ରୁଚିସ୍ମିତା ମୃତ୍ୟୁ ରହସ୍ୟ !

ବଲାଙ୍ଗୀର: ଆଲବମ୍ ଅଭିନେତ୍ରୀ ତଥା ଗାୟିକା ରୁଚିସ୍ମିତା ଗୁରୁଙ୍କ ଆତ୍ମହତ୍ୟା ରହସ୍ୟ ବଢ଼ିବାରେ ଲାଗିଛି। ବିଭିନ୍ନ ପ୍ରକାର ଚର୍ଚ୍ଚା ଭିତରେ ତଦନ୍ତ ଜାରି ରଖିଛି ଟାଉନ ପୁଲିସ। ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ରୁଚିସ୍ମିତାଙ୍କ ଶବ ବ୍ୟବଚ୍ଛେଦ କରାଯାଉଛି।…