‘ମନ୍ କୀ ବାତ୍’ରେ ଓଡ଼ିଆ ବୈଜ୍ଞାନିକା ଜ୍ୟୋତିର୍ମୟୀ ମହାନ୍ତିଙ୍କ ସଫଳତା କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଭାରତର ନାରୀ ଶକ୍ତି ସବୁ କ୍ଷେତ୍ରରେ ନେତୃତ୍ବ ଗ୍ରହଣ କରୁଛି ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ର ୯୯ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିବା ବେଳେ ଓଡ଼ିଆ ବୈଜ୍ଞାନିକା ଜ୍ୟୋତିର୍ମୟୀ ମହାନ୍ତିଙ୍କ ସଫଳତା କଥା…