Category: ରାଜ୍ୟ ଖବର

ଦାବି ପୂରଣ ନହେବା ଯାଏ ଧାରଣାରେ ବସିବେ ସରକାରୀ ଆଉଟ୍ ସୋର୍ସିଂ କର୍ମଚାରୀ

ଭୁବନେଶ୍ୱର : ଭୁବନେଶ୍ୱର ଲୋୟର ପିଏମଜିରେ ଓଡ଼ିଶା ସରକାରୀ ଆଉଟ୍ ସୋର୍ସିଂ କର୍ମଚାରୀ ମହାସଂଘର ଅନିର୍ଦ୍ଦିଷ୍ଟ କାଳ ଲାଗି ଧାରଣା । ସ୍ଥାୟୀ ନିଯୁକ୍ତି ସହ ବିଭିନ୍ନ ଦାବି ନେଇ ଦୁଇ ଦିନ ହେଲା ଧାରଣାରେ ବସିଛନ୍ତି ଏହି ଆଉଟ୍ ସୋର୍ସିଂ…

କେନ୍ଦୁଝରରେ ବାଘ ଆତଙ୍କ, ୪ଟି ମଇଁଷିକୁ ମାରି ଖାଇଲା

ସୂଚନା ଅନୂସାରେ, ଅଟେଇ ସଂରକ୍ଷିତ ଜଙ୍ଗଲ ନିକଟରେ ଥିବା ଏକ ଗାଁର କିଛି ମଇଁଷି ଶୁକ୍ରବାର ରାତିରେ ଜଙ୍ଗଲରେ ଥିଲେ। ଏହି ମଇଁଷ ପଲରୁ ୪ଟିକୁ ବାଘ ମାରି ଦେଇଥିବା ଜଣାପଡ଼ିଛି। ଏନେଇ ସ୍ଥାନୀୟ ଲୋକେ ଗତକାଲି ସକାଳେ ବନ ବିଭାଗକୁ…

“ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସକୁ ନିଜଠାରୁ ଅଧିକ ବୁଦ୍ଧିମାନ ହେବାକୁ ଦିଅନ୍ତୁ ନାହିଁ” – ନାଲକୋ ସିଏମଡି

ଭୁବନେଶ୍ୱର : କୁଳପତି ପ୍ରଫେସର ସାବିତା ଆଚାର୍ଯ୍ୟଙ୍କ ନେତୃତ୍ୱରେ ଆଜି ଭାରତୀୟ ଆକାଉଣ୍ଟିଂ ଆସୋସିଏସନ୍ ସହଯୋଗରେ ଉତ୍କଳ ବିଶ୍ୱବିଦ୍ୟାଳୟର ବାଣିଜ୍ୟ ବିଭାଗରେ “ଜଟିଳ ବ୍ୟବସାୟ ପରିବେଶରେ ଆକାଉଣ୍ଟିଂର ଭବିଷ୍ୟତ” ଉପରେ ଏକ ଜାତୀୟ ଆଲୋଚନାଚକ୍ର ହୋଇ ଯାଇଛି। ନାଲକୋ ସିଏମଡି, ସି.ଏ.…

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ : ଛତ୍ରପୁର, ହିଞ୍ଜିଳି, ଓ କବିସୂର୍ୟନଗରରେ ସାଧାରଣ ସଭା, ଉଦବୋଧନ

୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ୨୦ ହଜାର ଳୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ଆବଣ୍ଟନ ମିଶନ ଶକ୍ତି ମା ମନଙ୍କୁ ବିନା ସୁଧରେ ଋଣ ପ୍ରଦାନ ଡିସେମ୍ବର ସୁଦ୍ଧା ଗଞ୍ଜାମର ସବୁ ହାଇ ସ୍କୁଲ୍ ର ରୂପାନ୍ତର…

ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବୀଭତ୍ସ ହତ୍ୟା

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବୀଭତ୍ସ ହତ୍ୟା । ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ । କିଂଜିରକେଲା ଥାନା ଅନ୍ତର୍ଗତ କୁଲବା ଅଡ଼ାପଡାରେ ଏହି ନିର୍ମମ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ହଳଧର ଭୋଇ । ଏହି ଘଟଣାରେ…

ନୂଆ ସଭାପତି ମନମୋହନ ସାମଲଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନୂଆ ସଭାପତିଙ୍କୁ ସମ୍ବର୍ଦ୍ଧନା । ନୂଆ ସଭାପତି ମନମୋହନ ସାମଲଙ୍କ ସ୍ୱାଗତ ସମ୍ବର୍ଦ୍ଧନା କରାଯାଉଛି । ଦଳର ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ସ୍ୱାଗତ କଲେ । ଦଳୀୟ ସାଂସଦ ଓ ବିଧାୟକ ଉପସ୍ଥିତ ରହି…

ପଦାହେଲାଣି ବାଲୁଖଣ୍ଡ ଅଭୟାରଣ୍ୟ

ପୁରୀ: ପ୍ରଳୟଙ୍କରୀ ବାତ୍ୟା ‘ଫନି’କୁ ୫ ବର୍ଷ ବିତିବାକୁ ବସିଲାଣି। ତଥାପି ବନବିଭାଗ ପକ୍ଷରୁ ପୁରୀ ବାଲୁଖଣ୍ଡ-କୋଣାର୍କ ଅଭୟାରଣ୍ୟରୁ ‘ଫନି’ ଆଳରେ ଏବେ ବି ଅବାଧ ଗଛ କଟା ଚାଲିଛି। ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ ରାସ୍ତାରେ ଏଭଳି ହଜାର ହଜାର ଗଛ…

ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ହୀରାକୁଦରେ ପାଣି ସମସ୍ୟାର ସମାଧାନ କରନ୍ତୁ: ବିଜୟ ମହାପାତ୍ର

ଭୁବନେଶ୍ବର: ହୀରାକୁଦରେ ପାଣି ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର। ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ଏହି ସମସ୍ୟାର ସମାଧାନ କରିବାକୁ ସେ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି, ହୀରାକୁଦରେ ପାଣି ସମସ୍ୟା ଉଦବେଗଜନକ।…

ବିରୋଧୀଙ୍କୁ ବିଶ୍ୱାସକୁ ନେଉ ନଥିବାରୁ ମହାନଦୀ ସମସ୍ୟାର ସମାଧାନ କରିପାରୁନାହାନ୍ତି ସରକାର : ନରସିଂହ ମିଶ୍ର

ଭୁବନେଶ୍ବର: ମହାନଦୀ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ନିଜର ମତ ରଖିଛନ୍ତି। ସେ କହିଛନ୍ତି, ୨୦୦୦ ମସିହାରୁ ଗୃହରେ ମହାନଦୀ ପ୍ରସଙ୍ଗରେ ଆଲୋଚନା ଚାଲିଛି। ଆଲୋଚନା ପାଇଁ ସେମାନେ ଆହ୍ବାନ ଦେଲେ, କିନ୍ତୁ ଆମେ ଯେତେବେଳେ ମୋସନ…

କଟକରେ ୫ଟି ସଚିବ; ବସ୍ ଟର୍ମିନାଲ, ଚଣ୍ଡିମନ୍ଦିର ନିର୍ମାଣ କାର୍ଯ୍ୟର କଲେ ସମୀକ୍ଷା

କଟକ: ରାଜ୍ୟ ସରକାରଙ୍କ ୫ଟି ସଚିବ ଭିକେ ପାଣ୍ଡିଆନ ଶନିବାର କଟକ ଗସ୍ତ କରିଛନ୍ତି। ଏହି ଗ୍ରସ୍ତକାଳରେ ସେ ଐତିହାସିକ କଟକ ସହରରେ ଚାଲିଥିବା ଏକାଧିକ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ୫ଟି ସଚିବ ଖାନନଗରରେ ନିର୍ମାଣାଧୀନ ନେତାଜୀ ବସ୍‌ ଟର୍ମିନାଲ…